ନୃସିଂହ ଜୟନ୍ତୀ, ଛିନ୍ନମସ୍ତା ପୂଜା। ଆଜିର ପାଞ୍ଜି: ଅପ୍ରେଲ ୨୮, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ଅପ୍ରେଲ ୨୮, ୨୦୧୮

ନୃସିଂହ ଜୟନ୍ତୀ, ଛିନ୍ନମସ୍ତା ପୂଜା 

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟଉଦୟ ମେଷ ଦ୫|୫୬|୪୬ ଇଂ ପ୍ରାତଃ ଘ ୫|୨୦|୧ସେ

ସୂର୍ଯ୍ୟାସ୍ତ ତୁଳା ଦ୫|୧୩|୨୨  ଇଂ ସଂଧ୍ୟା ଘ ୬|୧|୫୫ସେ

ଉଡ୍ରାବ୍ଦ ୧୪୨୫ସାଲ ମେଷ ୧୫ ଦିନ ରାଷ୍ଟ୍ରିୟ ବୈଶାଖମାସ ୮ ଦିନ ଶନିବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ବୈଶାଖମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି ସକାଳ ଘଣ୍ଟା ୭|୧୩ ମିନିଟ୍,

ହସ୍ତାନକ୍ଷତ୍ର ଦିବା ଘଣ୍ଟା ୧|୫୩|୭ସେକେଣ୍ଡ୍, କନ୍ୟାଚନ୍ଦ୍ର ରାତ୍ର ଘଣ୍ଟା ୧|୫୭ ମିନିଟ୍,

ହର୍ଷଣଯୋଗ ଦିବା ଘଣ୍ଟା ୧୨|୫୫|୨୧ସେକେଣ୍ଡ୍,

ତୈତିଳକରଣ ସକାଳ ଘଣ୍ଟା ୭|୧୩ ମିନିଟ୍,, ଗରକରଣ ସଂଧ୍ୟା ଘଣ୍ଟା ୬|୫୨|୩୧ସେକେଣ୍ଡ୍,

ରବ୍ୟଂଶଽ୧୩|୩୩|୩୬, ସୂକ୍ଷ୍ମଚନ୍ଦ୍ର ରାଶି ୫|୧୮|୩୪|୪୩,

ଦିନମାନ ଘଣ୍ଟା ୧୨|୪୧|୫୪ସେକେଣ୍ଡ୍, ନିଶାମାନ ଘଣ୍ଟା ୧୧|୧୮|୬ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ଦକ୍ଷିଣେ ସକାଳ ଘଣ୍ଟା ୭|୧୩ ମିନିଟ୍ ଗତେ ପଶ୍ଚିମେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ସକାଳ ଘଣ୍ଟା ୭|୧୩ ମିନିଟ୍ ମଧ୍ୟେ ବାଇଗଣ ଓ ପରେ ବିରି ଜାତୀୟ ଖାଦ୍ୟ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ଶୁଭସମୟ–

ଅମୃତବେଳା- ସକାଳ ଘଣ୍ଟା ୯।୩୪ ମିନିଟ୍ ରୁ ଘଣ୍ଟା ୧୨।୫୭ମିନିଟ୍, ରାତ୍ର ଘଣ୍ଟା ୮।୧୮ ମିନିଟ୍ ରୁ ଘଣ୍ଟା ୧୦।୩୩ମିନିଟ୍, ରାତ୍ର ଘଣ୍ଟା ୧୨।୪ ମିନିଟ୍ ରୁ ଘଣ୍ଟା ୧।୩୪ମିନିଟ୍, ରାତ୍ର ଘଣ୍ଟା ୨।୧୯ ମିନିଟ୍ ରୁ ଘଣ୍ଟା ୩।୫୦ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମେଷ, ବୃଷ, କର୍କଟ, ସିଂହ, କନ୍ୟା, ବିଛା, ଧନୁ, ମକର, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି ଓ ରାତ୍ର ଘଣ୍ଟା ୧|୫୭|୦ସେକେଣ୍ଡ୍ ଗତେ ମେଷ, ବୃଷ, ମିଥୁନ, ସିଂହ, କନ୍ୟା, ତୁଳା, ଧନୁ, ମକର, କୁମ୍ଭ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଅଶ୍ଵିନୀ, କୃତ୍ତିକା, ମୃଗଶିରା, ଆର୍ଦ୍ରା, ପୁଷ୍ୟା, ମଘା, ଉତ୍ତରା ଫାଲଗୁନି, ଚିତ୍ରା, ସ୍ଵାତୀ, ଅନୁରାଧା, ମୂଳା, ଉତ୍ତରା ଷାଢା, ଧନିଷ୍ଠା, ଶତଭିଷା, ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ଦିବା ଘଣ୍ଟା ୧|୫୩|୭ସେକେଣ୍ଡ୍ ଗତେ ଦ୍ଵିଜା, ରୋହିଣୀ, ଆର୍ଦ୍ରା, ପୁନର୍ବସୁ, ଆଶ୍ଳେଷା, ପୂର୍ବାଫାଲଗୁନି, ହସ୍ତା, ସ୍ଵାତୀ, ବିଶାଖା, ଜ୍ୟୋଷ୍ଠା, ପୂର୍ବାଷାଢା, ଶ୍ରବଣା, ଶତଭିଷା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତବାର ଓ ଘାତଚନ୍ଦ୍ର –

ବୃଷ, ସିଂହ, କନ୍ୟା ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ସୌଭାଗ୍ୟବତୀ ଓ ରଜଶ୍ଚକ୍ରେ ପତିଭକ୍ତା।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ମୃତବ୍ୟକ୍ତିର ଏକପାଦ ଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍।

ଅଶୁଭସମୟ-

ରାହୁକାଳ- ସକାଳ ଘଣ୍ଟା ୮|୩୨ ମିନିଟ୍ ରୁ ଘଣ୍ଟା ୧୦|୭ମିନିଟ୍ ମଧ୍ୟେ। ବାରବେଳା- ଦିବା ଘଣ୍ଟା ୧|୧୮ ମିନିଟ୍ ରୁ ଘଣ୍ଟା ୨|୫୪ମିନିଟ୍ ମଧ୍ୟେ। କାଳବେଳା- ସକାଳ ଘଣ୍ଟା ୫|୨୨ ମିନିଟ୍ ରୁ ଘଣ୍ଟା ୬|୫୭ମିନିଟ୍, ଦିବା ଘଣ୍ଟା ୪|୨୯ ମିନିଟ୍ ରୁ ସଂଧ୍ୟା ଘଣ୍ଟା ୬|୪ମିନିଟ୍ ମଧ୍ୟେ। କାଳରାତ୍ରି- ସଂଧ୍ୟା ଘଣ୍ଟା ୬|୪ମିନିଟ୍ ରୁ ଘଣ୍ଟା ୭|୨୯ମିନିଟ୍, ରାତ୍ରି ଘଣ୍ଟା ୩|୫୭ମିନିଟ୍ ରୁ ଘଣ୍ଟା ୫|୨୨ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-  

ରବିରାଶି-୦।୧୩।୩୩।୩୬- ଚନ୍ଦ୍ରରାଶି-୫।୧୮।୩୪।୪୩-, ମଙ୍ଗଳରାଶି-୮|୨୭|୫୬|୩୯-, ବୁଧରାଶି-୧୧|୧୬|୪୪|୨୬-, ବୃହସ୍ପତିରାଶି-୬|୨୫|୩୯|୨୯-, ଶୁକ୍ରରାଶି-୧|୯|୫୪|୪୭-, ଶନିରାଶି-୮|୧୪|୫୬|୪୮-, ରାହୁରାଶି-୯|୧୭|୩୬|୪୩-, କେତୁରାଶି-୯|୧୭|୩୬|୪୩-।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଆଜିରଲଗ୍ନ

ନିଶାନ୍ତ ୪ଟା ୩୨ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ। ୬ଟା ୧୯ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୮ଟା ୧୮ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୧୦ଟା ୩୧ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧୨ଟା ୪୫ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୨ଟା ୫୪ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୫ଟା ୨ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୭ଟା ୧୩ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୯ଟା ୨୮ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୧୧ଟା ୩୪ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୧ଟା ୨୩ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୨ ଟା ୫୯ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୪ଟା ୩୨ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ।

ଶୁଭକର୍ମ-

ଆଜି  ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!