ଦୈନିକ ରାଶିଫଳ: ୨୮ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୮ ଜୁଲାଇ ୨୦୧୮

ମେଷ:–

ନୂଆ ନିଯୁକ୍ତି ପାଇ ରୋଜଗାର ସମସ୍ୟା ସୁଧୁରି ଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ବ୍ୟବସାୟ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରିବେ। ପ୍ରତିକାର:- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। କଳା,ସାହିତ୍ୟ, କ୍ରୀଡ଼ା,ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। ପ୍ରତିକାର:- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

ମିଥୁନ:–

ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର କଷ୍ଟ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଶାରୀରିକ ପୀଡ଼ାଯୋଗୁ ଖର୍ଚ୍ଚ ଅଧିକ ହେବ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ। ବିଦ୍ୟାରେ ଅମନ ଯୋଗହେବେ। ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଏବଂ ଅଧିକଖର୍ଚ୍ଚ ହେବ। ଆଳସ୍ୟ ବୃଦ୍ଧିପାଇବ। ପ୍ରତିକାର:- ବୃଦ୍ଧାଙ୍କର ସେବା କରନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ:-

ବ୍ୟବସାୟିକକ୍ଷେତ୍ରରେ ଉନ୍ନତିହେବ। ଅର୍ଥଲାଭର ମାର୍ଗ ଖୋଲିଯିବ। ଶୁଭ ସମାଚାର ମିଳିବ। ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ମହିଳା ମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ। ଧନ ଲାଭ ହେବାରୁ ମନଖୁସି ରହିବ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର:-କୌଣସିଏକ ରୋଗୀର ସେବା କରନ୍ତୁ।

ସିଂହ:–

ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପରିବାରର ପରିସ୍ଥିତି ସମାଧାନ କରିବେ। କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ଅଧିକାରୀ ଖୁସିହେବେ। ସନ୍ତାନସୁଖ ମିଳିବ। ମହିଳାମାନେ ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:-ଗାଈକୁ ଅଟା ଖାଇବାକୁ ଦିଅନ୍ତୁ।

କନ୍ୟା:-

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ପ୍ରତିକାର:- ପୂଜା ସ୍ଥାନରେ କିଛି ଅର୍ଥ ଦାନକରନ୍ତୁ।

ତୁଳା:–

ମହିଳା ଓ ପୁରୁଷ ମାନଙ୍କର ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଶତୃମାନେ ପରାଜିତ ହେବେ। ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବିରୋଧିମାନେ ଦୂରେଇ ଯିବେ। ପ୍ରାୟକାର୍ଯ୍ୟ ପୂରଣ ହେବ। ଦୂରଯାତ୍ରାରେ ସଫଳତା ଓ ଲାଭପାଇବେ। ପ୍ରିୟଜନ ଙ୍କସହ ମିଳନ ହେବ। ଅଟକିଥିବା କାର୍ଯ୍ୟ ଚାଲୁ ହେବ। ଉତ୍ତରଦାୟିତ୍ୱ ବଢ଼ିବ। ବିଦ୍ୟାରେ ଉନ୍ନତିହେବ। ଆଶାଜନକ ଫଳ ପ୍ରାପ୍ତିହେବ। ବ୍ୟବସାୟିକକ୍ଷେତ୍ରରେ ଉନ୍ନତିହେବ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ଧାତୁ ବା ଅଳଙ୍କାରାଦି କ୍ରୟ କରିବେ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପ୍ରତିକାର:- ଅସହାୟା ବୃଦ୍ଧାଙ୍କର ସେବା କରନ୍ତୁ।

ଧନୁ:–

ମହିଳା ଓ ପୁରୁଷ ମାନଙ୍କର ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନ ମିଳିଯିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ପ୍ରତିକାର:- ଭୋକିଲା ଲୋକକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:–

ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗମିଳିବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ସମସ୍ତ ଚେଷ୍ଟା ସଫଳ ହେବ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ। ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:–

ପୁରାତନ ରୋଗର ଉପଶମ ପରିଲକ୍ଷିତ ହେବ। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ସତସଙ୍ଗ ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ରହିବ। ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:–

ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ଗୃହ ନିର୍ମାଣ କରିବେ। ଦୂରଯାତ୍ରାରେ ଲାଭପାଇବେ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ଆକସ୍ମିକ ଧନପ୍ରାପ୍ତିହେବ। ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ଦୂରଯାତ୍ରା କରି ନିଜକୁ ସୁସ୍ଥ ମନେକରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ରାଜନୀତିରୁ ଲାଭ ମିଳିବ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!