କର୍କଟ ରାଶିର ଘାତବାର। ଆଜିର ପାଞ୍ଜି: ମାର୍ଚ୍ଚ ୨୮, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ମାର୍ଚ୍ଚ ୨୮, ୨୦୧୮

ସୂର୍ଯ୍ୟଉଦୟ ମୀନ ଦ୫|୫୬|୪୬ ଇଂ ପ୍ରାତଃ ଘ ୫|୪୪|୧୫ସେ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟାସ୍ତ କନ୍ୟା ଦ୫|୧୩|୨୨  ଇଂ ସଂଧ୍ୟା ଘ ୫|୫୨|୫୫ସେ

ଉଡ୍ରାବ୍ଦ ୧୪୨୫ସାଲ ମୀନ ୧୪ଦିନ ରାଷ୍ଟ୍ରିୟ ଚୈତ୍ରମାସ ୭ଦିନ ବୁଧବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ:- ଚୈତ୍ରମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି ରାତ୍ର ଘଣ୍ଟା ୧୧।୨୪।୬ସେକେଣ୍ଡ୍,

ଅଶ୍ଳେଷା ନକ୍ଷତ୍ର ଦିବା ଘଣ୍ଟା ୧୦।୧।୧୭ସେକେଣ୍ଡ୍, କର୍କଟଚନ୍ଦ୍ର ଦିବା ଘଣ୍ଟା ୧୦।୧।୧୭ସେକେଣ୍ଡ୍

ଧୃତିଯୋଗ ଦିବା ଘଣ୍ଟା ୩।୧୬।୩୬ସେକେଣ୍ଡ୍,

ବବକରଣ ଦିବା ଘଣ୍ଟା ୧୨।୨୭।୪୩ସେକେଣ୍ଡ୍, ବାଳବକରଣ ରାତ୍ର ଘଣ୍ଟା ୧୧।୨୪।୬ସେକେଣ୍ଡ୍,

ରବ୍ୟଂଶଽ୧୩।୧୦।୧୯, ସୂକ୍ଷ୍ମଚନ୍ଦ୍ର ରାଶି ୩।୨୭।୨୮।୧୨,

ଦିନମାନ ଘଣ୍ଟା ୧୨।୮।୪୦ସେକେଣ୍ଡ୍, ନିଶାମାନ ଘଣ୍ଟା ୧୧।୫୧।୨୦ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ନୈଋତକୋଣେ ରାତ୍ର ଘଣ୍ଟା୧୧।୨୪।୬ସେକେଣ୍ଡ୍ ଗତେ ଦକ୍ଷିଣେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ରାତ୍ର ଘଣ୍ଟା୧୧।୨୪।୬ସେକେଣ୍ଡ୍ ମଧ୍ୟେ ପୋଇ, ମସୁରଡାଲି ଓ ପରେ ବାଇଗଣ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ଶୁଭସମୟ–

ଅମୃତବେଳା- ସୂର୍ଯ୍ୟଉଦୟରୁ ସକାଳ ଘଣ୍ଟା ୭।୨୧ମିନିଟ୍, ଦିବା ଘଣ୍ଟା ୯।୪୭ମିନିଟ୍ ରୁ ଘଣ୍ଟା ୧୧।୨୪ମିନିଟ୍, ଦିବା ଘଣ୍ଟା ୩।୨୭ମିନିଟ୍ ରୁ ଘଣ୍ଟା ୫।୪ମିନିଟ୍, ସଂଧ୍ୟା ଘଣ୍ଟା ୬।୪୦ମିନିଟ୍ ରୁ ଘଣ୍ଟା ୯।୩ମିନିଟ୍, ରାତ୍ର ଘଣ୍ଟା ୧।୪୭ ମିନିଟ୍ ରୁ ଘଣ୍ଟା ୫।୪୪ମିନିଟ୍ ମଧ୍ୟେ। ମାହେନ୍ଦ୍ର- ଦିବା ଘଣ୍ଟା ୧।୫୦ମିନିଟ୍ ରୁ ଘଣ୍ଟା ୩।୨୭ମିନିଟ୍, ରାତ୍ର ଘଣ୍ଟା ୯।୩ ମିନିଟ୍ ରୁ ଘଣ୍ଟା ୧୦।୩୭ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ବୃଷ, ମିଥୁନ, କର୍କଟ, କନ୍ୟା, ତୁଳା, ବିଛା, ମକର,  କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି ଓ ଦିବା ଘଣ୍ଟା ୧୦।୧।୧୭ସେକେଣ୍ଡ୍ ଗତେ ମେଷ, ମିଥୁନ, କର୍କଟ, ସିଂହ, ତୁଳା, ବିଛା, ଧନୁ, କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଅଶ୍ଵିନୀ, ଦ୍ଵିଜା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ମଘା, ପୂର୍ବାଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ମୂଳା, ପୂର୍ବାଷାଢା, ଶ୍ରବଣା, ଶତଭିଷା, ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ଦିବା ଘଣ୍ଟା ୧୦।୧।୧୭ସେକେଣ୍ଡ୍ ଗତେ ଦ୍ଵିଜା, କୃତ୍ତିକା, ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ପୂର୍ବାଫାଲଗୁନି, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ପୂର୍ବାଷାଢା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତଚନ୍ଦ୍ର ଓ ଘାତବାର-

କର୍କଟ ରାଶିର ଘାତବାର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ଦିବା ଘଣ୍ଟା ୧୦।୧।୧୭ସେକେଣ୍ଡ୍ ମଧ୍ୟେ ସମ୍ବତ୍ସର ପରେ ପାଞ୍ଚମାସ ଗଣ୍ଡଦୋଷ ଓ ରଜଶ୍ଚକ୍ରେ କୁଳଟା ଯୋଗେ ପ୍ରତିକାର କରଣୀୟ।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ମୃତବ୍ୟକ୍ତିର ରାତ୍ର ଘଣ୍ଟା୧୧।୨୪।୬ସେକେଣ୍ଡ୍ ମଧ୍ୟେ ଏକପାଦ ତିଥିଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍। 

ଅଶୁଭସମୟ-

ରାହୁକାଳ- ଦିବା ଘଣ୍ଟା ୧୧|୫୦ମିନିଟ୍ ରୁ ଘଣ୍ଟା ୧|୨୧ମିନିଟ୍ ମଧ୍ୟେ। ବାରବେଳା- ଦିବା ଘଣ୍ଟା ୧୧|୫୧ମିନିଟ୍ ରୁ ଘଣ୍ଟା ୧|୨୨ମିନିଟ୍ ମଧ୍ୟେ। କାଳବେଳା – ସକାଳ ଘଣ୍ଟା ୮|୪୯ମିନିଟ୍ ରୁ ଘଣ୍ଟା ୧୦|୨୦ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୨|୪୮ମିନିଟ୍ ରୁ ଘଣ୍ଟା ୪|୧୭ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-

ରବିରାଶି-୧୧।୧୩।୧୦।୧୯-୨୬/୧୨, ଚନ୍ଦ୍ରରାଶି-୩।୨୭।୨୮।୧୨-୯/୪, ମଙ୍ଗଳରାଶି-୮|୧୧|୪୫|୨୦-୧୯/୯, ବୁଧରାଶି-୧୧|୨୧|୧୭|୨୦-୨୭/୧୨, ବୃହସ୍ପତିରାଶି-୬|୨୮|୩୫|୨୬-୧୬/୭, ଶୁକ୍ରରାଶି-୦|୧|୫୮|୨-୧/୧,

ଶନିରାଶି-୮|୧୪|୪୦|୦-୨୦/୯, ରାହୁରାଶି-୩|୧୯|୩୬|୪୭-୯/୪, କେତୁରାଶି-୯|୧୯|୩୬|୪୭-୨୨/୧୦।

ଆଜିରଲଗ୍ନ

ପ୍ରାତଃ ୫ ଟା ୧ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୬ଟା ୩୮ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ।୮ଟା ୨୧ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୧୦ଟା ୨୦ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୧୨ଟା ୩୩ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୨ଟା ୪୭ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୪ଟା ୫୬ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୭ଟା ୩ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୯ଟା ୧୫ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୧୧ଟା ୩୦ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୧ଟା ୩୬ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୩ଟା ୨୫ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୫ ଟା ୧ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି କ୍ରୟବିକ୍ରୟ, ନୌକାନିର୍ମାଣ ଓ ଚାଳନା, ଦିକ୍ଷାଗ୍ରହଣ, ଔଷଧ କରଣ ଓ ସେବନ କରିପାରିବେ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ଦିବା ଘଣ୍ଟା ୧୦।୧।୧୭ସେକେଣ୍ଡ୍ ମଧ୍ୟେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶି ବୁଧ ମହାଦଶାରେ ଜନ୍ମହୋଇଛିବୋଲି ଜାଣିବେ। ଦିବା ଘଣ୍ଟା ୧୦।୧।୧୭ସେକେଣ୍ଡ୍ ପରେ ମଘାନକ୍ଷତ୍ର,  ସିଂହରାଶି କେତୁ ମହାଦଶାରେ ଜନ୍ମହୋଇଛିବୋଲି ଜାଣିବେ। ଗ୍ରହସ୍ଫୁଟ ଓ ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!