ଆଜିର ପାଞ୍ଜି: ମଇ ୨୮, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ମଇ ୨୮, ୨୦୧୮

ସୂର୍ଯ୍ୟଉଦୟ  ପ୍ରାତଃ ଘ ୫|୭|୫୮ସେ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟାସ୍ତ      ସଂଧ୍ୟା ଘ ୬|୧୩|୨୫ସେ

ଉଡ୍ରାବ୍ଦ ୧୪୨୫ସାଲ ବୃଷ ୧୪ ଦିନ ରାଷ୍ଟ୍ରିୟ ଜ୍ୟେଷ୍ଠମାସ ୭ ଦିନ ସୋମବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ମଳ ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି ସଂଧ୍ୟା ଘଣ୍ଟା ୬|୪୧|୫୨ସେକେଣ୍ଡ୍

ବିଶାଖାନକ୍ଷତ୍ର ରାତ୍ର ଘଣ୍ଟା ୧୧|୪|୨୨ସେକେଣ୍ଡ୍, ତୁଳାଚନ୍ଦ୍ର ଦିବା ଘଣ୍ଟା ୪|୪୦ମିନିଟ୍,

ପରିଘଯୋଗ ସଂଧ୍ୟା ଘଣ୍ଟା ୫|୧୭|୫୦ସେକେଣ୍ଡ୍,

ଗରକରଣ ସକାଳ ଘଣ୍ଟା ୬|୧୭|୧୦ସେକେଣ୍ଡ୍, ବାଣିଜ୍ୟକରଣ ସଂଧ୍ୟା ଘଣ୍ଟା ୬|୪୧|୫୨ସେକେଣ୍ଡ୍,

ରବ୍ୟଂଶଽ୧୨|୩୧|୧୭, ସୂକ୍ଷ୍ମଚନ୍ଦ୍ର ରାଶି ୬|୨୩|୫୭|୧୧,

ଦିନମାନ ଘଣ୍ଟା ୧୩|୫|୨୭ସେକେଣ୍ଡ୍, ନିଶାମାନ ଘଣ୍ଟା ୧୦|୫୪|୩୩ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ପଶ୍ଚିମେ ସଂଧ୍ୟା ଘଣ୍ଟା ୬|୪୧|୫୨ସେକେଣ୍ଡ୍ ଗତେ ବାୟବ୍ୟେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ସଂଧ୍ୟା ଘଣ୍ଟା ୬|୪୧|୫୨ସେକେଣ୍ଡ୍ ମଧ୍ୟେ ବିରି ଜାତୀୟ ଖାଦ୍ୟ ନ ଖାଇଲେ ଭଲ ଓ ପରେ ଆମିଷ, ତେଲ ଓ ସ୍ତ୍ରୀ ପୁରୁଷ ସହବାସ ନିଷେଦ୍ଧ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ଶୁଭସମୟ–

ଅମୃତବେଳା-ସକାଳ ଘଣ୍ଟା ୮।୩୦ ମିନିଟ୍ ରୁ ଘଣ୍ଟା ୧୦।୨୨ ମିନିଟ୍, ରାତ୍ର ଘଣ୍ଟା ୯।୮ ମିନିଟ୍ ରୁ ଘଣ୍ଟା ୧୨।୩ ମିନିଟ୍, ରାତ୍ର ଘଣ୍ଟା ୧।୩୦ ମିନିଟ୍ ରୁ ଘଣ୍ଟା ୨।୫୭ ମିନିଟ୍ ମଧ୍ୟେ। ମାହେନ୍ଦ୍ର- ରାତ୍ର ଘଣ୍ଟା ୩।୪୧ ମିନିଟ୍ ରୁ ଘଣ୍ଟା ୪।୨୪ ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମେଷ, ବୃଷ, ମିଥୁନ, ସିଂହ, କନ୍ୟା, ତୁଳା, ଧନୁ, ମକର, କୁମ୍ଭ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି ଓ ଦିବା ଘଣ୍ଟା ୪|୪୦ମିନିଟ୍ ଗତେ ବୃଷ, ମିଥୁନ, କର୍କଟ, କନ୍ୟା, ତୁଳା, ବିଛା, ମକର, କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି। 

ତାରାଶୁଦ୍ଧି –

ଦ୍ଵିଜା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ଆଶ୍ଳେଷା, ପୂର୍ବାଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ଜ୍ୟୋଷ୍ଠା, ପୂର୍ବାଷାଢା, ଶ୍ରବଣା, ଶତଭିଷା, ଉତ୍ତର ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ରାତ୍ର ଘଣ୍ଟା ୧୧|୪|୨୨ସେକେଣ୍ଡ୍ ଗତେ ଅଶ୍ଵିନୀ, କୃତ୍ତିକା,  ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ମଘା, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ମୂଳା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତବାର ଓ ଘାତଚନ୍ଦ୍ର –

ମିଥୁନ ରାଶିର ଘାତବାର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ଗଣ୍ଡଦୋଷ ନାସ୍ତି। ରଜଶ୍ଚକ୍ରେ ରାତ୍ର ଘଣ୍ଟା ୧୧|୪|୨୨ସେକେଣ୍ଡ୍ ମଧ୍ୟେ ବିପୁତ୍ରା ଯୋଗେ ପ୍ରତିକାର କରଣୀୟ ଓ ପରେ ପୁତ୍ରବତୀ।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ମୃତବ୍ୟକ୍ତିର ଏକପାଦ ନକ୍ଷତ୍ରଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍।

ଅଶୁଭସମୟ-

ରାହୁକାଳ- ସକାଳ ଘଣ୍ଟା ୬|୪୮ ମିନିଟ୍ ରୁ ଘଣ୍ଟା ୮|୨୬ ମିନିଟ୍ ମଧ୍ୟେ। ବାରବେଳା- ଦିବା ଘଣ୍ଟା ୨|୫୯ ମିନିଟ୍ ରୁ ଘଣ୍ଟା ୪|୩୭ ମିନିଟ୍ ମଧ୍ୟେ। କାଳବେଳା- ସକାଳ ଘଣ୍ଟା ୬|୪୮ ମିନିଟ୍ ରୁ ଘଣ୍ଟା ୮|୨୭ ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୧୦|୨୧ ମିନିଟ୍ ରୁ ଘଣ୍ଟା ୧୧|୪୩ ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-  

ରବିରାଶି-୧।୧୨।୩୧।୧୭-, ଚନ୍ଦ୍ରରାଶି-୬।୨୩।୫୭।୧୧-,  ମଙ୍ଗଳରାଶି-୯|୧୦|୫|୪୯-,

ବୁଧରାଶି-୧|୧|୪୫|୪୯-, ବୃହସ୍ପତିରାଶି-୬|୨୧|୫୬|୫୨-, ଶୁକ୍ରରାଶି-୨|୧୫|୫୭|୨୯-,

ଶନିରାଶି-୮|୧୩|୪୮|୩୨-, ରାହୁରାଶି-୯|୧୩|୩୪|୩୮-, କେତୁରାଶି-୯|୧୩|୩୪|୩୮-।

ଆଜିରଲଗ୍ନ

ନିଶାନ୍ତ ୪ଟା ୧୭ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୬ଟା ୨୧ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୮ଟା ୩୩ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧୦ଟା ୪୭ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୧୨ଟା ୫୬ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୩ଟା ୪ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୫ଟା ୧୫ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୭ଟା ୩୦ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୯ଟା ୩୬ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୧୧ଟା ୨୫ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୧ ଟା ୧ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୨ଟା ୩୪ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ। ନିଶାନ୍ତ ୪ଟା ୧୭ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। 

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି ନାହିଁ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ଦିବା ଘଣ୍ଟା ୪|୪୦ମିନିଟ୍ ମଧ୍ୟେ ବିଶାଖାନକ୍ଷତ୍ର ତୁଳାରାଶି ଗୁରୁମହାଦଶାରେ ଜନ୍ମହୋଇଛି। ଦିବା ଘଣ୍ଟା ୪|୪୦ମିନିଟ୍ ପରେ ରାତ୍ର ଘଣ୍ଟା୧୧|୪|୨୨ସେକେଣ୍ଡ୍ ମଧ୍ୟେ ବିଶାଖାନକ୍ଷତ୍ର ବିଛାରାଶି ଗୁରୁମହାଦଶାରେ ଜନ୍ମହୋଇଛି। ରାତ୍ର ଘଣ୍ଟା ୧୧|୪|୨୨ସେକେଣ୍ଡ୍ ପରେ ଅନୁରାଧାନକ୍ଷତ୍ର ବିଛାରାଶି ଶନିମହାଦଶାରେ ଜନ୍ମହୋଇଛି ବୋଲି ଜାଣିବେ। ଗ୍ରହସ୍ଫୁଟ ଓ ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!