ଆଜି ଅନଙ୍ଗ ତ୍ରୟୋଦଶୀ, ମହାବୀର ଜୟନ୍ତୀ। ଆଜିର ପାଞ୍ଜି: ମାର୍ଚ୍ଚ ୨୯, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ମାର୍ଚ୍ଚ ୨୯, ୨୦୧୮

ଆଜି ଅନଙ୍ଗ ତ୍ରୟୋଦଶୀ, ମହାବୀର ଜୟନ୍ତୀ। 

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟଉଦୟ ମୀନ ଦ୫|୫୬|୪୬ ଇଂ ପ୍ରାତଃ ଘ ୫|୪୩|୨୨ସେ

ସୂର୍ଯ୍ୟାସ୍ତ କନ୍ୟା ଦ୫|୧୩|୨୨  ଇଂ ସଂଧ୍ୟା ଘ ୫|୫୩|୧୧ସେ

ଉଡ୍ରାବ୍ଦ ୧୪୨୫ସାଲ ମୀନ ୧୫ଦିନ ରାଷ୍ଟ୍ରିୟ ଚୈତ୍ରମାସ ୮ଦିନ ଗୁରୁବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ:- ଚୈତ୍ରମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି ରାତ୍ର ଘଣ୍ଟା ୯।୨୩।୧୯ସେକେଣ୍ଡ୍,

ମଘା ନକ୍ଷତ୍ର ସକାଳ ଘଣ୍ଟା ୮।୩୯।୧୭ସେକେଣ୍ଡ୍, ସିଂହଚନ୍ଦ୍ର ଅହୋରାତ୍ର,

ଶୂଳଯୋଗ ଦିବା ଘଣ୍ଟା ୧୨।୨୭।୬ସେକେଣ୍ଡ୍,

କୌଳବକରଣ ଦିବା ଘଣ୍ଟା ୧୦।୨୨।୩୨ସେକେଣ୍ଡ୍, ତୈତିଳକରଣ ରାତ୍ର ଘଣ୍ଟା ୯।୨୩।୧୯ସେକେଣ୍ଡ୍,

ରବ୍ୟଂଶଽ୧୪।୯।୩୮, ସୂକ୍ଷ୍ମଚନ୍ଦ୍ର ରାଶି ୪।୧୧।୩୬।୩୭,

ଦିନମାନ ଘଣ୍ଟା ୧୨।୯।୪୮ସେକେଣ୍ଡ୍, ନିଶାମାନ ଘଣ୍ଟା ୧୧।୫୦।୧୨ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ଦକ୍ଷିଣେ ରାତ୍ର ଘଣ୍ଟା ୯।୨୩।୧୯ସେକେଣ୍ଡ୍ ଗତେ ପଶ୍ଚିମେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ରାତ୍ର ଘଣ୍ଟା ୯।୨୩।୧୯ସେକେଣ୍ଡ୍ ମଧ୍ୟେ ବାଇଗଣ ଓ ପରେ ବିରି ଜାତୀୟ ଖାଦ୍ୟ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ଶୁଭସମୟ–

ଅମୃତବେଳା- ରାତ୍ର ଘଣ୍ଟା ୨।୩୪ ମିନିଟ୍ ରୁ ଘଣ୍ଟା ୩।୨୧ମିନିଟ୍ ମଧ୍ୟେ। ମାହେନ୍ଦ୍ର- ସୂର୍ଯ୍ୟଉଦୟରୁ ସକାଳ ଘଣ୍ଟା ୭।୨୦ମିନିଟ୍, ଦିବା ଘଣ୍ଟା ୧୦।୩୫ମିନିଟ୍ ରୁ ଘଣ୍ଟା ୧।୧ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମେଷ, ମିଥୁନ, କର୍କଟ, ସିଂହ, ତୁଳା, ବିଛା, ଧନୁ, କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଦ୍ଵିଜା, କୃତ୍ତିକା, ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ପୂର୍ବାଫାଲଗୁନି, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ପୂର୍ବାଷାଢା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ସକାଳ ଘଣ୍ଟା ୮।୩୯।୧୭ସେକେଣ୍ଡ୍ ଗତେ ଅଶ୍ଵିନୀ, କୃତ୍ତିକା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ମଘା, ଉତ୍ତରା ଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ମୂଳା, ଉତ୍ତରାଷାଢା, ଶ୍ରବଣା, ଶତଭିଷା,  ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତଚନ୍ଦ୍ର ଓ ଘାତବାର-

ନାହିଁ।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ସକାଳ ଘଣ୍ଟା୮।୩୯।୧୭ସେକେଣ୍ଡ୍ ମଧ୍ୟେ ପାଞ୍ଚମାସ ପରେ ସାତମାସ ଗଣ୍ଡଦୋଷ ଓ ରଜଶ୍ଚକ୍ରେ କଳଙ୍କିନୀ ଯୋଗେ ପ୍ରତିକାର କରଣୀୟ।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ନାହିଁ।

ଅଶୁଭସମୟ-

ରାହୁକାଳ- ଦିବା ଘଣ୍ଟା ୧|୨୧ମିନିଟ୍ ରୁ ଘଣ୍ଟା ୨|୫୨ମିନିଟ୍ ମଧ୍ୟେ। ବାରବେଳା- ଦିବା ଘଣ୍ଟା ୪|୨୪ମିନିଟ୍ ରୁ ଘଣ୍ଟା ୫|୫୫ମିନିଟ୍ ମଧ୍ୟେ। କାଳବେଳା – ଦିବା ଘଣ୍ଟା ୨|୫୩ମିନିଟ୍ ରୁ ଘଣ୍ଟା ୪|୨୪ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୧୧|୫୦ମିନିଟ୍ ରୁ ଘଣ୍ଟା ୧|୧୯ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-

ରବିରାଶି-୧୧।୧୪।୯।୩୮-୨୬/୧୨, ଚନ୍ଦ୍ରରାଶି-୪।୧୧।୩୬।୩୭-୧୦/୫, ମଙ୍ଗଳରାଶି-୮|୧୨|୧୮|୪୩-୧୯/୯, ବୁଧରାଶି-୧୧|୨୦|୪୦|୩୪-୨୭/୧୨, ବୃହସ୍ପତିରାଶି-୬|୨୮|୩୧|୫୩-୧୬/୭, ଶୁକ୍ରରାଶି-୦|୩|୧୨|୨-୧/୧,

ଶନିରାଶି-୮|୧୪|୪୨|୦-୨୦/୯, ରାହୁରାଶି-୩|୧୯|୩୨|୩୩-୯/୪, କେତୁରାଶି-୯|୧୯|୩୨|୩୩-୨୨/୧୦।

ଆଜିରଲଗ୍ନ

ନିଶାନ୍ତ ୪ ଟା ୫୭ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୬ଟା ୩୪ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ।୮ଟା ୧୭ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୧୦ଟା ୧୬ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୧୨ଟା ୨୯ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୨ଟା ୪୩ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୪ଟା ୫୨ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୬ଟା ୫୯ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୯ଟା ୧୧ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୧୧ଟା ୨୬ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୧ଟା ୩୨ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୩ଟା ୨୧ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୪ ଟା ୫୭ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି କ୍ରୟବିକ୍ରୟ, ମୋକଦ୍ଦମାଦାୟର, ଦିକ୍ଷାଗ୍ରହଣ, ଔଷଧ କରଣ ଓ ସେବନ, ବିହନବୁଣା  କରିପାରିବେ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ସକାଳ ଘଣ୍ଟା ୮।୩୯।୧୭ସେକେଣ୍ଡ୍ ମଧ୍ୟେ ମଘାନକ୍ଷତ୍ର, ସିଂହରାଶି କେତୁ ମହାଦଶାରେ ଜନ୍ମହୋଇଛିବୋଲି ଜାଣିବେ। ସକାଳ ଘଣ୍ଟା ୮।୩୯।୧୭ସେକେଣ୍ଡ୍ ପରେ ପୂର୍ବା ଫାଲଗୁନି ନକ୍ଷତ୍ର, ସିଂହରାଶି ଶୁକ୍ର ମହାଦଶାରେ ଜନ୍ମହୋଇଛିବୋଲି ଜାଣିବେ। ଗ୍ରହସ୍ଫୁଟ ଓ ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!