ଆଜି କେମିତି ରହିବ ଆପଣଙ୍କ ଦିନ : ୨୯ ମଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୯ ମଇ ୨୦୧୮

ମେଷ-

ପାରିବାରିକ କ୍ଷେତ୍ରରେ ନୈରାଶ୍ୟ ଓ ଅର୍ଥାଭାବଦେଖାଦେବ। ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ କ୍ଷତିସହିବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହୁଅନ୍ତୁ। ବେପରୁଆ କାର୍ଯ୍ୟ କଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସ।ଫଲ୍ୟ ହେବ। ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ହେବ।  ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। କାର୍ଜ୍ୟାଳୟର ଜଟିଳ ପରିସ୍ଥିତିକୁ ସରଳ କରି ପ୍ରଶଂସା ପାଇବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ-

ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି ବୃଦ୍ଧି ପାଇବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପାରିବାରିକସ୍ତର ହସ ଖୁସିରେ କଟିବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ। 

କର୍କଟ-

କର୍ମ ଓ ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରକ୍ରାନ୍ତ ରହିବ। କେତେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଘଟିବ। ଶୁଭ ଖବର ପାଇ ଖୁସି ହେବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ସିଂହ:

ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ। କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ। ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଭିତରେ ଗତି କରିବେ। ବନ୍ଧୁବାନ୍ଧବ ମାନେ ଦୂରେଇଯିବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦେବ।

କନ୍ୟା:-

ଯାନବାହାନ ବ୍ୟବସାୟରେ ବେଶ୍ ଆନନ୍ଦ ପାଇବେ। ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟଦାୟକ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ। ନିଜେ ସାମାନ୍ୟ ଚେଷ୍ଟା କଲେ ବାକିଥିବା ଅର୍ଥ ପାଇବେ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନ ଦାନ ଦିଅନ୍ତୁ।

ତୁଳା-

ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ନୀରବତା ରକ୍ଷାକରି ପରିସ୍ଥିତିକୁ ସମର୍ପଣ କରିଦେବା ଉତ୍ତମ ହେବ। ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା-

ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ। ଭୋଗବିଳାସ ଓ ଆନନ୍ଦରେ ସମୟ କାଟିବେ। ପାରିବାରିକ ସ୍ଵାସ୍ଥ୍ୟରେ ଉନ୍ନତି ଓ ସମ୍ମାନଜନକ ଘଟଣା ଘଟି ପାରେ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ-

କର୍ମ ଓ ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଦୂରେଇ ଜିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମକର-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ। କର୍ମ ଓ ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ। ପାଖ ପଡୋଶିଙ୍କ ଦ୍ଵାରା ଅନେକ ସମସ୍ୟା ସମାଧାନ ହେବ। ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ପାଇବେ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନଦାନ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ-

କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଏକାଗ୍ରତା ଆସିପାରିବ। ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହେବେ। ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସିଗପ ଓ ମଉଜ ମଜଲିସ୍ କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ-

ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବା ଉଚିତ୍। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!