ଆଜିର ପାଞ୍ଜି: ମଇ ୨୯, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ମଇ ୨୯, ୨୦୧୮

ମଳ ଜ୍ୟେଷ୍ଠ ପୁର୍ଣିମା

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟଉଦୟ ପ୍ରାତଃ ଘ ୫|୭|୪୯ସେ

ସୂର୍ଯ୍ୟାସ୍ତ     ସଂଧ୍ୟା ଘ ୬|୧୩|୪୮ସେ

ଉଡ୍ରାବ୍ଦ ୧୪୨୫ସାଲ ବୃଷ ୧୫ ଦିନ ରାଷ୍ଟ୍ରିୟ ଜ୍ୟେଷ୍ଠମାସ ୮ ଦିନ ମଙ୍ଗଳବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ମଳ ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି ରାତ୍ର ଘଣ୍ଟା ୭|୫୦|୫୨ସେକେଣ୍ଡ୍

ଅନୁରାଧାନକ୍ଷତ୍ର ରାତ୍ର ଘଣ୍ଟା ୧୨|୫୬|୪ସେକେଣ୍ଡ୍, ବିଛାଚନ୍ଦ୍ର ଅହୋରାତ୍ର,

ଶିବାଯୋଗ ସଂଧ୍ୟା ଘଣ୍ଟା ୫|୧୨|୮ସେକେଣ୍ଡ୍,

ବିଷ୍ଟିକରଣ ସକାଳ ଘଣ୍ଟା ୭|୧୩|୨ସେକେଣ୍ଡ୍, ବବକରଣ ରାତ୍ର ଘଣ୍ଟା ୭|୫୦|୫୨ସେକେଣ୍ଡ୍,

ରବ୍ୟଂଶଽ୧୩|୨୮|୫୨, ସୂକ୍ଷ୍ମଚନ୍ଦ୍ର ରାଶି ୭|୬|୨୮|୩୪,

ଦିନମାନ ଘଣ୍ଟା ୧୩|୫|୫୯ସେକେଣ୍ଡ୍, ନିଶାମାନ ଘଣ୍ଟା ୧୦|୫୪|୧ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ବାୟବ୍ୟେ ରାତ୍ର ଘଣ୍ଟା ୭|୫୦|୫୨ସେକେଣ୍ଡ୍ ଗତେ ପୂର୍ବେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ରାତ୍ର ଘଣ୍ଟା ୭|୫୦|୫୨ସେକେଣ୍ଡ୍ ମଧ୍ୟେ ଆମିଷ, ତେଲ ଓ ସ୍ତ୍ରୀ ପୁରୁଷ ସହବାସ ନିଷେଦ୍ଧ ଓ ପରେ ପାଣିକଖାରୁ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ଶୁଭସମୟ–

ଅମୃତବେଳା- ସୂର୍ଯ୍ୟଉଦୟରୁ ସକାଳ ଘଣ୍ଟା ୭।୪୫ ମିନିଟ୍, ସକାଳ ଘଣ୍ଟା ୯।୩୦ ମିନିଟ୍ ରୁ ଘଣ୍ଟା ୧୨।୭ ମିନିଟ୍, ଦିବା ଘଣ୍ଟା ୩।୩୭ ମିନିଟ୍ ରୁ ଘଣ୍ଟା ୪।୨୯ ମିନିଟ୍, ସୂର୍ଯ୍ୟାସ୍ତରୁ ସଂଧ୍ୟା ଘଣ୍ଟା ୬।୫୮ ମିନିଟ୍, ରାତ୍ର ଘଣ୍ଟା ୧୨।୩ ମିନିଟ୍ ରୁ ଘଣ୍ଟା ୨।୧୪ ମିନିଟ୍ ମଧ୍ୟେ। ମାହେନ୍ଦ୍ର- ଦିବା ଘଣ୍ଟା ୨।୪୪ ମିନିଟ୍ ରୁ ଘଣ୍ଟା ୩।୩୭ ମିନିଟ୍, ଦିବା ଘଣ୍ଟା ୪।୨୯ ମିନିଟ୍ ରୁ ଘଣ୍ଟା ୫।୨୨ ମିନିଟ୍, ରାତ୍ର ଘଣ୍ଟା ୮।୨୫ ମିନିଟ୍ ରୁ ଘଣ୍ଟା ୯।୫୨ ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ବୃଷ, ମିଥୁନ, କର୍କଟ, କନ୍ୟା, ତୁଳା, ବିଛା, ମକର, କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି। 

ତାରାଶୁଦ୍ଧି –

ଅଶ୍ଵିନୀ, କୃତ୍ତିକା,  ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ମଘା, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ମୂଳା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ରାତ୍ର ଘଣ୍ଟା ୧୨|୫୬|୪ସେକେଣ୍ଡ୍ ଗତେ ଅଶ୍ଵିନୀ, ଦ୍ଵିଜା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ମଘା, ପୂର୍ବାଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ମୂଳା, ପୂର୍ବାଷାଢା, ଶ୍ରବଣା, ଶତଭିଷା, ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତବାର ଓ ଘାତଚନ୍ଦ୍ର –

ମକର ରାଶିର ଘାତବାର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ରାତ୍ର ଘଣ୍ଟା ୧୨|୫୬|୪ସେକେଣ୍ଡ୍ ପରେ ଦଶମାସ ଗଣ୍ଡଦୋଷ, ଫଳ-ଭୟ ଯୋଗେ ପ୍ରତିକାର କରଣୀୟ। ରଜଶ୍ଚକ୍ରେ ପୁତ୍ରବତୀ।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ପୂର୍ଣ୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ମୃତବ୍ୟକ୍ତିର ଏକପାଦ ବାରଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍।

ଅଶୁଭସମୟ-

ରାହୁକାଳ- ଦିବା ଘଣ୍ଟା ୨|୫୯ ମିନିଟ୍ ରୁ ଘଣ୍ଟା ୪|୩୭ ମିନିଟ୍ ମଧ୍ୟେ। ବାରବେଳା- ସକାଳ ଘଣ୍ଟା ୬|୪୮ ମିନିଟ୍ ରୁ ଘଣ୍ଟା ୮|୨୭ ମିନିଟ୍ ମଧ୍ୟେ। କାଳବେଳା- ଦିବା ଘଣ୍ଟା ୧|୨୧ ମିନିଟ୍ ରୁ ଘଣ୍ଟା ୩ଟା ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୭|୩୮ ମିନିଟ୍ ରୁ ଘଣ୍ଟା ୯ଟା ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-  

ରବିରାଶି-୧।୧୩।୨୮।୫୨-, ଚନ୍ଦ୍ରରାଶି-୭।୬।୨୮।୩୪-,  ମଙ୍ଗଳରାଶି-୯|୧୦|୨୪|୧୧-,

ବୁଧରାଶି-୧|୩|୪୮|୪୭-, ବୃହସ୍ପତିରାଶି-୬|୨୧|୫୦|୧୦-, ଶୁକ୍ରରାଶି-୨|୧୭|୮|୪୩-,

ଶନିରାଶି-୮|୧୩|୪୫|୫-, ରାହୁରାଶି-୯|୧୩|୨୯|୩୬-, କେତୁରାଶି-୯|୧୩|୨୯|୩୬-।

ଆଜିରଲଗ୍ନ

ନିଶାନ୍ତ ୪ଟା ୧୩ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୬ଟା ୧୭ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୮ଟା ୨୯ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧୦ଟା ୪୩ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୧୨ଟା ୫୨ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୩ଟା ରୁ ତୁଳା ଲଗ୍ନ ଆରମ୍ଭ। ୫ଟା ୧୨ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୭ଟା ୨୬ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୯ଟା ୩୨ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୧୧ଟା ୨୧ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୧୨ ଟା ୫୭ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୨ଟା ୩୦ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ। ନିଶାନ୍ତ ୪ଟା ୧୩ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। 

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି ଅନ୍ନପ୍ରାଶନ୍ନ, ଋଣଦାନ ଓ ଗ୍ରହଣ, ହଳଆରମ୍ଭ କରିପାରିବେ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ରାତ୍ର ଘଣ୍ଟା ୧୨|୫୬|୪ସେକେଣ୍ଡ୍ ମଧ୍ୟେ ଅନୁରାଧାନକ୍ଷତ୍ର ବିଛାରାଶି ଶନିମହାଦଶାରେ ଜନ୍ମହୋଇଛି। ରାତ୍ର ଘଣ୍ଟା ୧୨|୫୬|୪ସେକେଣ୍ଡ୍ ପରେ ଜ୍ୟେଷ୍ଠାନକ୍ଷତ୍ର ବିଛାରାଶି ବୁଧମହାଦଶାରେ ଜନ୍ମହୋଇଛି ବୋଲି ଜାଣିବେ। ଗ୍ରହସ୍ଫୁଟ ଓ ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!