ମା’ ମଙ୍ଗଳାଙ୍କର ଶେଷ ପାଳି ଝାମୁଜାତ୍ରା, ଘଣ୍ଟପାଟୁଆ ମାନଙ୍କର ବ୍ରତୋଦଜାପନ। ଆଜିର ପାଞ୍ଜି: ଅପ୍ରେଲ ୩, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ଅପ୍ରେଲ ୩, ୨୦୧୮

ମା ମଙ୍ଗଳାଙ୍କର ଶେଷ ପାଳି ଝାମୁଜାତ୍ରା, ଘଣ୍ଟପାଟୁଆ ମାନଙ୍କର ବ୍ରତୋଦଜାପନ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟଉଦୟ ମୀନ ଦ୫|୫୬|୪୬ ଇଂ ପ୍ରାତଃ ଘ ୫|୩୯|୪ସେ

ସୂର୍ଯ୍ୟାସ୍ତ କନ୍ୟା ଦ୫|୧୩|୨୨  ଇଂ ସଂଧ୍ୟା ଘ ୫|୫୪|୩୦ସେ

ଉଡ୍ରାବ୍ଦ ୧୪୨୫ସାଲ ମୀନ ୨୦ଦିନ ରାଷ୍ଟ୍ରିୟ ଚୈତ୍ରମାସ ୧୩ଦିନ ମଙ୍ଗଳବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ:- ବୈଶାଖମାସ, କୃଷ୍ଣପକ୍ଷ, ତୃତୀୟାତିଥି ଦିବା ଘଣ୍ଟା ୪।୪୪।୫୮ସେକେଣ୍ଡ୍,

ସ୍ଵାତୀ ନକ୍ଷତ୍ର ସକାଳ ଘଣ୍ଟା ୬।୨୨।୩୦ସେକେଣ୍ଡ୍, ତୁଳାଚନ୍ଦ୍ର ରାତ୍ର ଘଣ୍ଟା ୧।୧୦ମିନିଟ୍

ବଜ୍ରଯୋଗ ରାତ୍ର ଘଣ୍ଟା ୧।୨୧।୨୬ସେକେଣ୍ଡ୍,  

ବିଷ୍ଟିକରଣ ଦିବା ଘଣ୍ଟା ୪।୪୪।୫୮ସେକେଣ୍ଡ୍, ବବକରଣ ପ୍ରାତଃ ଘଣ୍ଟା ୫।୨।୦ସେକେଣ୍ଡ୍,

ରବ୍ୟଂଶଽ୧୯।୫।୪୧, ସୂକ୍ଷ୍ମଚନ୍ଦ୍ର ରାଶି ୬।୧୯।୩୬।୪୦,

ଦିନମାନ ଘଣ୍ଟା ୧୨।୧୫।୨୬ସେକେଣ୍ଡ୍, ନିଶାମାନ ଘଣ୍ଟା ୧୧।୪୪।୩୪ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ଅଗ୍ନିକୋଣେ ଦିବା ଘଣ୍ଟା ୪।୪୪।୫୮ସେକେଣ୍ଡ୍ ଗତେ ନୈଋତକୋଣେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ଦିବା ଘଣ୍ଟା ୪।୪୪।୫୮ସେକେଣ୍ଡ୍ ମଧ୍ୟେ ପୋଟଳ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ଶୁଭସମୟ–

ଅମୃତବେଳା-ସକାଳ ଘଣ୍ଟା ୮।୬ ମିନିଟ୍ ରୁ ଘଣ୍ଟା ୧୦ ।୩୩ ମିନିଟ୍, ଦିବା ଘଣ୍ଟା ୧ଟା ରୁ ଘଣ୍ଟା ୨।୩୮ମିନିଟ୍, ଦିବା ଘଣ୍ଟା ୩।୨୭ ମିନିଟ୍ ରୁ ଘଣ୍ଟା ୫।୫ମିନିଟ୍, ସୂର୍ଯ୍ୟାସ୍ତରୁ ସଂଧ୍ୟା ଘଣ୍ଟା ୬।୪୧ ମିନିଟ୍, ରାତ୍ର ଘଣ୍ଟା ୯।୨ ମିନିଟ୍ ରୁ ଘଣ୍ଟା ୧୧।୨୩ମିନିଟ୍, ରାତ୍ର ଘଣ୍ଟା ୧।୪୪ ମିନିଟ୍ ରୁ ଘଣ୍ଟା ୩।୧୮ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମେଷ, ବୃଷ, କର୍କଟ, ସିଂହ, ତୁଳା, ବିଛା, ଧନୁ, ମକର ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି ଓ ରାତ୍ର ଘଣ୍ଟା ୧।୧୦।୦ସେକେଣ୍ଡ୍ ଗତେ ବୃଷ, ମିଥୁନ, ସିଂହ, କନ୍ୟା, ବିଛା, ଧନୁ, ମକର, କୁମ୍ଭ ରାଶି ମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଅଶ୍ଵିନୀ, କୃତ୍ତିକା,  ମୃଗଶିରା, ପୁନର୍ବସୁ, ପୁଷ୍ୟା, ମଘା, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଅନୁରାଧା, ମୂଳା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ସକାଳ ଘଣ୍ଟା ୬।୨୨।୩୦ସେକେଣ୍ଡ୍ ଗତେ ଦ୍ଵିଜା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ଆଶ୍ଳେଷା, ପୂର୍ବାଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ଜ୍ୟୋଷ୍ଠା, ପୂର୍ବାଷାଢା, ଶ୍ରବଣା, ଶତଭିଷା, ଉତ୍ତର ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତଚନ୍ଦ୍ର ଓ ଘାତବାର-

ମକର ରାଶିର ଘାତବାର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ଓ ରଜଶ୍ଚକ୍ରେ ରୋଗିଣୀ।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ମୃତବ୍ୟକ୍ତିର ଏକପାଦ ବାରଦୋଷ ଓ  ସକାଳ ଘଣ୍ଟା ୬।୨୨।୩୦ସେକେଣ୍ଡ୍ ଗତେ ଦ୍ଵିପାଦ ବାର ଓ ନକ୍ଷତ୍ରଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍। 

ଅଶୁଭସମୟ-

ରାହୁକାଳ- ଦିବା ଘଣ୍ଟା ୨|୫୨ମିନିଟ୍ ରୁ ଘଣ୍ଟା ୪|୨୪ମିନିଟ୍ ମଧ୍ୟେ। ବାରବେଳା- ସକାଳ ଘଣ୍ଟା ୭|୧୩ମିନିଟ୍ ରୁ ଘଣ୍ଟା ୮|୪୫ମିନିଟ୍ ମଧ୍ୟେ। କାଳବେଳା – ଦିବା ଘଣ୍ଟା ୧|୨୧ମିନିଟ୍ ରୁ ଘଣ୍ଟା ୨|୫୩ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୭|୨୫ମିନିଟ୍ ରୁ ଘଣ୍ଟା ୮|୫୩ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ- 

ରବିରାଶି-୧୧।୧୯।୫।୪୧-୨୭/୧୨, ଚନ୍ଦ୍ରରାଶି-୬।୧୯।୩୬।୪୦-୧୫/୭, ମଙ୍ଗଳରାଶି-୮|୧୫|୩|୫୯-୨୦/୯, ବୁଧରାଶି-୧୧|୧୬|୪୮|୨୦-୨୭/୧୨, ବୃହସ୍ପତିରାଶି-୬|୨୮|୧୧|୪୦-୧୬/୭, ଶୁକ୍ରରାଶି-୦|୯|୨୧|୨୯-୧/୧,

ଶନିରାଶି-୮|୧୪|୫୦|୩୪-୨୦/୯, ରାହୁରାଶି-୩|୧୯|୮|୧୭-୯/୪, କେତୁରାଶି-୯|୧୯|୮|୧୭-୨୨/୧୦।

ଆଜିରଲଗ୍ନ

ନିଶାନ୍ତ ୪ ଟା ୩୭ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୬ଟା ୧୫ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ।୭ଟା ୫୭ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୯ଟା ୫୭ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୧୨ଟା ୯ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୨ଟା ୨୩ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୪ଟା ୩୨ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୬ଟା ୪୦ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୮ଟା ୫୨ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୧୧ଟା ୬ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୧ଟା ୧୨ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୩ଟା ୧ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୪ ଟା ୩୭ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି ଋଣଦାନ ଓ ଗ୍ରହଣ, ଖଡ୍ଗଧାରଣ, ହଳ ଆରମ୍ଭ କରିପାରିବେ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ସକାଳ ଘଣ୍ଟା ୬।୨୨।୩୦ସେକେଣ୍ଡ୍ ମଧ୍ୟେ ସ୍ଵାତିନକ୍ଷତ୍ର, ତୁଳାରାଶି ଓ ରାହୁ ମହାଦଶାରେ ଜନ୍ମହୋଇଛିବୋଲି ଜାଣିବେ। ସକାଳ ଘଣ୍ଟା୬।୨୨।୩୦ସେକେଣ୍ଡ୍  ପରେ ରାତ୍ର ଘଣ୍ଟା୧।୧୦ମିନିଟ୍ ମଧ୍ୟେ ବିଶାଖା ନକ୍ଷତ୍ର ତୁଳାରାଶି ଗୁରୁ ମହାଦଶାରେ ଜନ୍ମହୋଇଛିବୋଲି ଜାଣିବେ। ରାତ୍ର ଘଣ୍ଟା୧।୧୦ମିନିଟ୍ ପରେ ବିଶାଖା ନକ୍ଷତ୍ର ବିଛାରାଶି ଓ ଗୁରୁ ମହାଦଶାରେ ଜନ୍ମହୋଇଛିବୋଲି ଜାଣିବେ। ଗ୍ରହସ୍ଫୁଟ ଓ ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!