ଆଜି କେମିତି ରହିବ ଆପଣଙ୍କ ଦିନ : ୩ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୩ ଜୁଲାଇ ୨୦୧୮

ମେଷ:-

ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। କର୍ମ ଓ ବ୍ୟବସାୟରେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସାହାଯ୍ୟ ସହଯୋଗ ମିଳିବ। ମହିଳାମାନଙ୍କର ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଶୁଭ ସମାଚାର ପାଇ ଖୁସି ହେବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମହିଳାମାନେ ହସ ଖୁସିରେ ଚଳିବେ ଓ ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହୋଇପାରିବେ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ପ୍ରତିକାର- ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:-

କର୍ମକ୍ଷେତ୍ରରେ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବାଣିଜ୍ୟ, ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ କ୍ଷତି ସହିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ପୁରୁଣା ସମ୍ପର୍କରେ ତିକ୍ତତା ଆସିବ। ମାଲିମୋକଦ୍ଦମାରେ କ୍ଷତି ହେବ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ପ୍ରତିକାର-  ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।  

ସିଂହ:-

ନୂତନ ବ୍ୟବସାୟର ଶୁଭାରମ୍ଭ କରିପାରିବେ ବ୍ୟବସାୟରେ ବୃଦ୍ଧି ଓ ଉତ୍ତମ ରୋଜଗାର ହେବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ। ଶରୀର ସୁସ୍ଥରହିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ପ୍ରତିକାର- ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

କନ୍ୟା:-

ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ଅକ୍ଷୁର୍ଣ୍ଣ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ଆର୍ଥିକ ସଙ୍କଟ ଦୂର ହେବ। ପାରିବାରିକ କ୍ଷେତ୍ରରେ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ। 

ତୁଳା:-

ପାରିବାରିକ ସମସ୍ୟାକୁ ସୁଧାରୀ ନେବେ। ଦୂରସ୍ଥାନକୁ  ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରତିକାର- ଗାଈକୁ ରୁଟି ଖାଇବାକୁ ଦେବେ।  

ବିଛା:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଦୂର ଯାତ୍ରାରେ ସଫଳତା ମିଳିବ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହି ହେବେ। ପ୍ରତିକାର- ମସୁରଡାଲି ଧର୍ମସ୍ଥାନରେ ଦେବେ।

ଧନୁ:-

କର୍ମକ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ଧନ ଉପାର୍ଜ୍ଜନ କରିବା ପାଇଁ, ନୂତନ ଯୋଜନା ପ୍ରସ୍ତୁତ କରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର- ଗାଈକୁ ଗୁଡ ରୁଟି ଖାଇବାକୁ ଦିଅନ୍ତୁ।

ମକର:-

କୌଣସି ପ୍ରିୟ ମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ଧାର୍ମିକ ଓ ମାଙ୍ଗଳିକ କାର୍ଯ୍ୟପାଇଁ ଯାତ୍ରା କରିବେ। ଯାନ ବାହନରେ ସାବଧାନତା ଅବଲମ୍ବନ କରନ୍ତୁ। ବିରୋଧୀ ଓ ପ୍ରତିଯୋଗୀଙ୍କ ପ୍ରତିକ୍ରିୟାରେ ମାନସିକ ଚିନ୍ତା ବୃଦ୍ଧି ପାଇବ। ପ୍ରତିକାର :- ବିଧବାଙ୍କୁ ସାହାଯ୍ୟ କରନ୍ତୁ। 

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳତା ରହିବ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଅତ୍ୟନ୍ତ ଲାଭଦାୟକ ହେବ। ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ପରୀକ୍ଷା ପ୍ରତିଯୋଗିତାରେ ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ।  ପ୍ରତିକାର:- ଗାଈକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ପରିବାର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଦିଗରୁ ମହିଳାମାନେ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର- ହନୁମାନ ମନ୍ଦିରରେ ବୁନ୍ଦି ଭୋଗ କରି ବାଣ୍ଟନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!