ଆଜିର ପାଞ୍ଜି: ଜୁନ୍ ୩, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ଜୁନ୍ ୩, ୨୦୧୮

ସୂର୍ଯ୍ୟଉଦୟ  ପ୍ରାତଃ ଘ ୫|୭|୨୩ସେ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟାସ୍ତ     ସଂଧ୍ୟା ଘ ୬|୧୫|୪୪ସେ

ଉଡ୍ରାବ୍ଦ ୧୪୨୫ସାଲ ବୃଷ ୨୦ ଦିନ ରାଷ୍ଟ୍ରିୟ ଜ୍ୟେଷ୍ଠମାସ ୧୩ ଦିନ ରବିବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ମଳ ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି ଅହୋରାତ୍ର,

ଉତ୍ତରାଷାଢା ନକ୍ଷତ୍ର ଦିବା ଘଣ୍ଟା ୧୧|୫୯|୧୬ସେକେଣ୍ଡ୍, ମକରଚନ୍ଦ୍ର ଅହୋରାତ୍ର,

ବ୍ରହ୍ମଯୋଗ ରାତ୍ର ଘଣ୍ଟା ୮|୫୯|୫୭ସେକେଣ୍ଡ୍,

କୌଳବକରଣ ସଂଧ୍ୟା ଘଣ୍ଟା ୫|୩୭|୩ସେକେଣ୍ଡ୍, ତୈତିଳକରଣ ଅହୋରାତ୍ର,

ରବ୍ୟଂଶଽ୧୮|୧୬|୨୭, ସୂକ୍ଷ୍ମଚନ୍ଦ୍ର ରାଶି ୯|୬|୩୭|୪୭,

ଦିନମାନ ଘଣ୍ଟା ୧୩|୮|୨୧ସେକେଣ୍ଡ୍, ନିଶାମାନ ଘଣ୍ଟା ୧୦|୫୧|୩୯ସେକେଣ୍ଡ୍,

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ଯୋଗିନୀବାସ-

ଯୋଗିନୀ ଦକ୍ଷିଣେ ଅହୋରାତ୍ର ଗତେ ପଶ୍ଚିମେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ରାତ୍ର ଶେଷ ପର୍ଯ୍ୟନ୍ତ ବେଲ ନ ଖାଇଲେ ଭଲ।

ଶୁଭସମୟ–

ଅମୃତବେଳା- ସୂର୍ଯ୍ୟଉଦୟରୁ ସକାଳ ଘଣ୍ଟା ୬।୫୨ ମିନିଟ୍ ରୁ ଘଣ୍ଟା ୯।୩୦ ମିନିଟ୍, ଦିବା ଘଣ୍ଟା ୧୨।୮ ମିନିଟ୍ ରୁ ଘଣ୍ଟା ୨।୪୬ ମିନିଟ୍, ସୂର୍ଯ୍ୟାସ୍ତରୁ ସଂଧ୍ୟା ଘଣ୍ଟା ୭।୪୩ ମିନିଟ୍, ରାତ୍ର ଘଣ୍ଟା ୧୦।୩୬ ମିନିଟ୍ ରୁ ଘଣ୍ଟା ୧୨।୪୭ ମିନିଟ୍ ମଧ୍ୟେ। ମାହେନ୍ଦ୍ର- ଦିବା ଘଣ୍ଟା ୪।୩୧ ମିନିଟ୍ ରୁ ଘଣ୍ଟା ୫।୩ ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମେଷ, କର୍କଟ, ସିଂହ, ତୁଳା, ବିଛା, ମକର, କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି। 

ତାରାଶୁଦ୍ଧି –

ଦ୍ଵିଜା, ରୋହିଣୀ, ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ପୂର୍ବାଫାଲଗୁନି, ହସ୍ତା, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ପୂର୍ବାଷାଢା, ଶ୍ରବଣା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ଦିବା ଘଣ୍ଟା ୧୧|୫୯|୧୬ସେକେଣ୍ଡ୍ ଅଶ୍ଵିନୀ, କୃତ୍ତିକା, ମୃଗଶିରା, ଆର୍ଦ୍ରା, ପୁଷ୍ୟା, ମଘା, ଉତ୍ତରା ଫାଲଗୁନି, ଚିତ୍ରା, ସ୍ଵାତୀ, ଅନୁରାଧା, ମୂଳା, ଉତ୍ତରା ଷାଢା, ଧନିଷ୍ଠା, ଶତଭିଷା, ଉତ୍ତର ଭାଦ୍ରପଦ।

ଘାତବାର ଓ ଘାତଚନ୍ଦ୍ର –

ମେଷ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ଗଣ୍ଡଦୋଷ ନାସ୍ତି। ରଜଶ୍ଚକ୍ରେ ବିଧବା ଯୋଗେ ପ୍ରତିକାର କରଣୀୟ।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ମୃତବ୍ୟକ୍ତିର ଦ୍ଵିପାଦ ଦୋଷ ଓ  ଦିବା ଘଣ୍ଟା ୧୧|୫୯|୧୬ସେକେଣ୍ଡ୍ ଗତେ ଏକପାଦ ଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍।

ଅଶୁଭସମୟ-

ରାହୁକାଳ- ଦିବା ଘଣ୍ଟା ୪|୩୯ ମିନିଟ୍ ରୁ ସଂଧ୍ୟା ଘଣ୍ଟା ୬|୧୭ ମିନିଟ୍ ମଧ୍ୟେ।  ବାରବେଳା- ଦିବା ଘଣ୍ଟା ୧୦|୫ ମିନିଟ୍ ରୁ ଘଣ୍ଟା ୧୧|୪୪ ମିନିଟ୍ ମଧ୍ୟେ। କାଳବେଳା- ଦିବା ଘଣ୍ଟା ୧୧|୪୪ ମିନିଟ୍ ରୁ ଘଣ୍ଟା ୧|୨୨ ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୧|୫ ରୁ ଘଣ୍ଟା ୨|୨୭ ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-  

ରବିରାଶି-୧।୧୮।୧୬।୨୭-, ଚନ୍ଦ୍ରରାଶି-୯।୬।୩୭।୪୭-,  ମଙ୍ଗଳରାଶି-୯|୧୧|୪୯|୩୯-,

ବୁଧରାଶି-୧|୧୪|୨୬|୫୯-, ବୃହସ୍ପତିରାଶି-୬|୨୧|୧୮|୧୧-, ଶୁକ୍ରରାଶି-୨|୨୩|୩|୫୪-,

ଶନିରାଶି-୮|୧୩|୨୬|୫୭-, ରାହୁରାଶି-୯|୧୩|୫|୩୬-, କେତୁରାଶି-୯|୧୩|୫|୩୬-।

ଆଜିରଲଗ୍ନ

ରାତ୍ର ୩ଟା ୫୩ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୫ଟା ୫୭ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୮ଟା ୧୦ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧୦ଟା ୨୩ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୧୨ଟା ୩୨ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୨ଟା ୪୦ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୪ଟା ୫୨ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୭ଟା ୭ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୯ଟା ୧୨ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୧୧ଟା ୧ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୧୨ ଟା ୩୭ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୨ଟା ୧୧ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ। ରାତ୍ର ୩ଟା ୫୩ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। 

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି ବାଣିଜ୍ୟକରଣ, କ୍ରୟବିକ୍ରୟ, ଯାନକ୍ରୟ ଓ ଆରୋହଣ, ପୁଂସବନ, ଔଷଧ କରଣ ଓ ସେବନ, ନୃତ୍ୟ ଗୀତ ବାଦ୍ୟାରମ୍ଭ, ଖଡ୍ଗଧାରଣ,  ନାଟ୍ୟାରମ୍ଭ ବା ଚଳଚ୍ଚିତ୍ର, ଆରୋଗ୍ୟସ୍ନାନ, ବିହନବୁଣି ପାରିବେ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ଦିବା ଘଣ୍ଟା ୧୧|୫୯|୧୬ସେକେଣ୍ଡ୍ ମଧ୍ୟେ ଉତ୍ତରାଷାଢା ନକ୍ଷତ୍ର ମକରରାଶି ରବିମହାଦଶାରେ ଜନ୍ମହୋଇଛି। ଦିବା ଘଣ୍ଟା ୧୧|୫୯|୧୬ସେକେଣ୍ଡ୍ ପରେ ଶ୍ରବଣା ନକ୍ଷତ୍ର ମକରରାଶି ଚନ୍ଦ୍ରମହାଦଶାରେ ଜନ୍ମହୋଇଛି ବୋଲି ଜାଣିବେ। ଗ୍ରହସ୍ଫୁଟ ଓ ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!