ଆଜି କେମିତି ରହିବ ଆପଣଙ୍କ ଦିନ : ୩୦ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୩୦ ଜାନୁୟାରୀ ୨୦୧୮

ମେଷ-

ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ଜ୍ଞାନ-ଗବେଷଣା ସ୍ତରରେ କୃତକର୍ଜ୍ୟ ହୋଇ  ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବା ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ-

ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ ଓ କର୍ମ କ୍ଷେତ୍ରରେ କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ-

କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଆହୁରି ପଢନ୍ତୁ: ଚନ୍ଦ୍ର ଗ୍ରହଣ ୨୦୧୮: ଜାଣନ୍ତୁ ଚନ୍ଦ୍ର ଗ୍ରହଣ ସମୟ ଓ କେମିତି କରିବେ ପାଳନ?

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

କନ୍ୟା-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।

ତୁଳା-

ଭୋଗବିଳାସରେ ସାମିଲ ହୋଇ ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ।  ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ। କ୍ରୋଧକୁ ଦମନ କରି ପାରିଲେ ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

ବିଛା-

ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ-

ବ୍ୟବସାୟୀମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ। ନିମ୍ନବର୍ଗର ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ପ୍ରତିକାର-ଭିକାରୀକୁ ନିରାଶ କରିବେ ନାହିଁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମକର-

ବ୍ୟବସାୟ ଓ କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ। ସେବା ଭବନରେ ଉଦଦ୍ବୁଦ୍ଧ ହୋଇ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇବେ। ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ  ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ। ପ୍ରତିକାର- ଚଣାଡାଲି ହଳଦିଆ କପଡାରେ ବାନ୍ଧି ମନ୍ଦିରରେ ଦାନ କରନ୍ତୁ।

କୁମ୍ଭ-

ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ମହିଳାମାନେ ଅନେକ ଦୁର୍ଭାଗ୍ୟ ମୁଣ୍ଡରେ ବହି ମଧ୍ୟ ମର୍ଯ୍ୟାଦାହାନୀର ଦୁଃସମୟଠୁ ଦୂରେଇ ରହି ପାରିବେ। ପ୍ରତିକାର-ଭିକାରୀକୁ ନିରାଶ କରିବେ ନାହିଁ।

ମୀନ-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେମଧ୍ୟ ଅଧସ୍ତନଙ୍କ ଈର୍ଷା  ଓ ଅସହିଷ୍ଣୁତାର ଶିକାର ହେବେ। ସତର୍କ ନ ହେଲେ ଛାତି, ଗଳା, ନାସା, ଚକ୍ଷୁ ଓ କର୍ଣ୍ଣରୋଗଦେଖା ଦେଇପାରେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!