ଆଜି ବିଷ୍ଣୁଦମନକ ଚତୁର୍ଦ୍ଦଶୀ, ହିଙ୍ଗୁଳାଯାତ୍ରା। ଆଜିର ପାଞ୍ଜି: ମାର୍ଚ୍ଚ ୩୦, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ମାର୍ଚ୍ଚ ୩୦, ୨୦୧୮

ଆଜି ବିଷ୍ଣୁଦମନକ ଚତୁର୍ଦ୍ଦଶୀ, ହିଙ୍ଗୁଳାଯାତ୍ରା ।  

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟଉଦୟ ମୀନ ଦ୫|୫୬|୪୬ ଇଂ ପ୍ରାତଃ ଘ ୫|୪୨|୩୧ସେ

ସୂର୍ଯ୍ୟାସ୍ତ କନ୍ୟା ଦ୫|୧୩|୨୨  ଇଂ ସଂଧ୍ୟା ଘ ୫|୫୩|୨୭ସେ

ଉଡ୍ରାବ୍ଦ ୧୪୨୫ସାଲ ମୀନ ୧୬ଦିନ ରାଷ୍ଟ୍ରିୟ ଚୈତ୍ରମାସ ୯ଦିନ ଶୁକ୍ରବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ:- ଚୈତ୍ରମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି ରାତ୍ର ଘଣ୍ଟା ୭।୩୫।୩୯ସେକେଣ୍ଡ୍,

ପୂର୍ବାଫାଲଗୁନୀ ନକ୍ଷତ୍ର ସକାଳ ଘଣ୍ଟା ୭।୨୭।୨ସେକେଣ୍ଡ୍, ସିଂହଚନ୍ଦ୍ର ଦିବା ଘଣ୍ଟା ୧।୧୧।୦ସେକେଣ୍ଡ୍,

ଗଣ୍ଡଯୋଗ ସକାଳ ଘଣ୍ଟା ୯।୪୬।୨୩ସେକେଣ୍ଡ୍,

ଗରକରଣ ସକାଳ ଘଣ୍ଟା ୮।୨୭।୩୨ସେକେଣ୍ଡ୍, ବାଣିଜ୍ୟକରଣ ରାତ୍ର ଘଣ୍ଟା ୭।୩୫।୩୯ସେକେଣ୍ଡ୍,

ରବ୍ୟଂଶଽ୧୫।୮।୫୪, ସୂକ୍ଷ୍ମଚନ୍ଦ୍ର ରାଶି ୪।୨୫।୩୯।୯,

ଦିନମାନ ଘଣ୍ଟା ୧୨।୧୦।୫୬ସେକେଣ୍ଡ୍, ନିଶାମାନ ଘଣ୍ଟା ୧୧।୪୯।୪ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ଦକ୍ଷିଣେ  ରାତ୍ର ଘଣ୍ଟା ୭।୩୫।୩୯ସେକେଣ୍ଡ୍ ଗତେ ପଶ୍ଚିମେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ରାତ୍ର ଘଣ୍ଟା ୭।୩୫।୩୯ସେକେଣ୍ଡ୍ ମଧ୍ୟେ ବାଇଗଣ ଓ ପରେ ବିରି ଜାତୀୟ ଖାଦ୍ୟ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ଶୁଭସମୟ–

ଅମୃତବେଳା-ସୂର୍ଯ୍ୟଉଦୟରୁ ସକାଳ ଘଣ୍ଟା ୬।୩୨ମିନିଟ୍, ଘଣ୍ଟା ୭।୨୦ମିନିଟ୍ ରୁ ଘଣ୍ଟା ୯।୪୬ମିନିଟ୍, ଦିବା ଘଣ୍ଟା ୧୨।୧୨ମିନିଟ୍ ରୁ ଘଣ୍ଟା ୨।୩୮ମିନିଟ୍, ଦିବା ଘଣ୍ଟା ୪।୧୬ମିନିଟ୍ ରୁ ଘଣ୍ଟା ୫।୫୩ମିନିଟ୍, ରାତ୍ର ଘଣ୍ଟା ୭।୨୮ ମିନିଟ୍ ରୁ ଘଣ୍ଟା ୯।୨ମିନିଟ୍, ରାତ୍ର ଘଣ୍ଟା ୧।୪୬ ମିନିଟ୍ ରୁ ଘଣ୍ଟା ୩।୨୧ମିନିଟ୍ ମଧ୍ୟେ। ମାହେନ୍ଦ୍ର- ରାତ୍ର ଘଣ୍ଟା ୯।୨ ମିନିଟ୍ ରୁ ଘଣ୍ଟା ୯।୫୦ମିନିଟ୍, ରାତ୍ର ଘଣ୍ଟା ୩।୨୧ ମିନିଟ୍ ରୁ ଘଣ୍ଟା ୪।୮ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମେଷ, ମିଥୁନ, କର୍କଟ, ସିଂହ, ତୁଳା, ବିଛା, ଧନୁ, କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି ଓ ଦିବା ଘଣ୍ଟା ୧।୧୧।୦ସେକେଣ୍ଡ୍ ଗତେ ମେଷ, ବୃଷ, କର୍କଟ, ସିଂହ, କନ୍ୟା, ବିଛା, ଧନୁ, ମକର, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଅଶ୍ଵିନୀ, କୃତ୍ତିକା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ମଘା, ଉତ୍ତରା ଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ମୂଳା, ଉତ୍ତରାଷାଢା, ଶ୍ରବଣା, ଶତଭିଷା,  ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ସକାଳ ଘଣ୍ଟା ୭।୨୭।୨ସେକେଣ୍ଡ୍ ଗତେ ଦ୍ଵିଜା, ରୋହିଣୀ, ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ପୂର୍ବାଫାଲଗୁନି, ହସ୍ତା, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ପୂର୍ବାଷାଢା, ଶ୍ରବଣା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତଚନ୍ଦ୍ର ଓ ଘାତବାର-

କର୍କଟ ରାଶିର ଘାତଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ସକାଳ ଘଣ୍ଟା ୭।୨୭।୨ସେକେଣ୍ଡ୍ ମଧ୍ୟେ ସାତମାସ ଗଣ୍ଡଦୋଷ ଓ ରଜଶ୍ଚକ୍ରେ ଅର୍ଥଲାଭ।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ମୃତବ୍ୟକ୍ତିର ସକାଳ ଘଣ୍ଟା ୭।୨୭।୨ସେକେଣ୍ଡ୍ ଗତେ ଏକପାଦ ନକ୍ଷତ୍ରଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍। 

ଅଶୁଭସମୟ-

ରାହୁକାଳ- ଦିବା ଘଣ୍ଟା ୧୦|୧୮ମିନିଟ୍ ରୁ ଘଣ୍ଟା ୧୧|୫୦ମିନିଟ୍ ମଧ୍ୟେ। ବାରବେଳା- ସକାଳ ଘଣ୍ଟା ୮|୪୭ମିନିଟ୍ ରୁ ଘଣ୍ଟା ୧୦|୧୯ମିନିଟ୍ ମଧ୍ୟେ। କାଳବେଳା– ଦିବା ଘଣ୍ଟା ୧୦|୧୯ମିନିଟ୍ ରୁ ଘଣ୍ଟା ୧୧|୫୦ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୮|୫୩ମିନିଟ୍ ରୁ ଘଣ୍ଟା ୧୦|୨୧ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-

ରବିରାଶି-୧୧।୧୫।୮।୫୪-୨୬/୧୨, ଚନ୍ଦ୍ରରାଶି-୪।୨୫।୩୯।୯-୧୧/୫, ମଙ୍ଗଳରାଶି-୮|୧୨|୫୨|୦-୧୯/୯, ବୁଧରାଶି-୧୧|୧୯|୫୯|୧୮-୨୭/୧୨, ବୃହସ୍ପତିରାଶି-୬|୨୮|୨୮|୧୧-୧୬/୭, ଶୁକ୍ରରାଶି-୦|୪|୨୫|୫୯-୧/୧,

ଶନିରାଶି-୮|୧୪|୪୩|୫୪-୨୦/୯, ରାହୁରାଶି-୩|୧୯|୨୮|୧୯-୯/୪, କେତୁରାଶି-୯|୧୯|୨୮|୧୯-୨୨/୧୦।

ଆଜିରଲଗ୍ନ

ନିଶାନ୍ତ ୪ ଟା ୫୩ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୬ଟା ୩୦ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ।୮ଟା ୧୩ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୧୦ଟା ୧୨ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୧୨ଟା ୨୫ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୨ଟା ୩୯ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୪ଟା ୪୮ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୬ଟା ୫୬ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୯ଟା ୭ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୧୧ଟା ୨୨ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୧ଟା ୨୮ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୩ଟା ୧୭ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୪ ଟା ୫୩ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି ଦିକ୍ଷାଗ୍ରହଣ, ଚଳଚିତ୍ର ଓ ନାଟ୍ୟାରମ୍ଭ  କରିପାରିବେ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟଉଦୟ ଠାରୁ ସକାଳ ଘଣ୍ଟା୭।୨୭।୨ସେକେଣ୍ଡ୍ ମଧ୍ୟେ ପୂର୍ବାଫାଲଗୁନୀ ନକ୍ଷତ୍ର  ସିଂହରାଶି ଶୁକ୍ର ମହାଦଶାରେ ଜନ୍ମହୋଇଛିବୋଲି ଜାଣିବେ। ସକାଳ ଘଣ୍ଟା୭।୨୭। ୨ସେକେଣ୍ଡ୍ ପରେ ଦିବା ଘଣ୍ଟା୧।୧୧ମିନିଟ୍ ମଧ୍ୟେ ଉତ୍ତରା ଫାଲଗୁନି ନକ୍ଷତ୍ର, ସିଂହରାଶି ରବି ମହାଦଶାରେ ଜନ୍ମହୋଇଛିବୋଲି ଜାଣିବେ। ଦିବାଘଣ୍ଟା୧।୧୧ମିନିଟ୍ ପରେ ଉତ୍ତରା ଫାଲଗୁନି ନକ୍ଷତ୍ର, କନ୍ୟାରାଶି ରବି ମହାଦଶାରେ ଜନ୍ମହୋଇଛିବୋଲି ଜାଣିବେ। ଗ୍ରହସ୍ଫୁଟ ଓ ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!