ଆଜି କେମିତି ରହିବ ଆପଣଙ୍କ ଦିନ : ୪ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୪ ଅପ୍ରେଲ ୨୦୧୮

ମେଷ:

ଭ୍ରମଣ କରିବାର ସୁଯୋଗ ଅଛି। ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ। ଅଧିକ ପରିଶ୍ରମ କରି ଅର୍ଥ ଲାଭ ହେବ ଓ ବ୍ୟୟ ମଧ୍ୟ କରିବେ। ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ଶତୃ ଓ ବିରୋଧୀଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ। ଆର୍ଥିକ ମାମଲା ସୁଧୁରିବ। ନିଜର ବୁଦ୍ଧିମତା କାରଣରୁ କାମ ହାସିଲ କରିପାରିବେ। ଅଫିସର, ସହକର୍ମୀ ଓ ମିତ୍ର କାମର ପ୍ରଶଂସା କରିବେ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ। କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। କାର୍ଯ୍ୟ ଓ ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ଗୃହପୋକରଣ ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ। ପ୍ରଚୁର ଅର୍ଥ ଲାଭ ହେବ ଓ ପରିସ୍ଥିତି ବଦଳିଯିବ। ପ୍ରତିକାର- ମୁଗଡାଲି ମନ୍ଦିରରେ ଦାନ କରନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ପାରିବାରିକ ଜୀବନରେ ସୁଧାର ହେବ। କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ। ବାଦ-ବିବାଦଠାରୁ ଦୂରେଇ ରହିବା ଉଚିତ୍। କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର-ରୁଟିଗୁଡ ଗାଈକୁ ଖାଇବାକୁ ଦେବେ।

କନ୍ୟା:-

ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ। ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

ତୁଳା:-

କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ। ସନ୍ତାନଙ୍କ ଚିନ୍ତାରେ ଚିନ୍ତିତ ରହିବେ। ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ। ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଛା:-

ସରକାରୀ କାମରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ଶତୃମାନେ ଦୂରେଇ ଯିବେ। ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଏବଂ ପରିଶ୍ରମରେ ଲାଭ ଓ ସୁଖ ପ୍ରାପ୍ତି ହେବ। ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ବନ୍ଧୁଙ୍କ ଆଗମନ ହେବ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-

ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ। କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ମକର:-

ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ। ପ୍ରତିକାର- ଗହମ, ଗୁଡ ବାଳକମାନଙ୍କୁ ଦାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ। ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ମୀନ:-

ସ୍ଵାସ୍ଥ୍ୟରେ ଉନ୍ନତି ହେବ। କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇବେ। ଶତୃଙ୍କ ସହିତ ମୁକାବିଲା କରିପାରିବେ। ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ। ଯଶ କୀର୍ତ୍ତିରେ ଉନ୍ନତି ହେବ। କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ। ପ୍ରତିକାର- ହରଡଡାଲି ମନ୍ଦିରରେ ଦାନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!