ଆଜି କେମିତି ରହିବ ଆପଣଙ୍କ ଦିନ : ୪ ଫେବୃୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୪ ଫେବୃୟାରୀ ୨୦୧୮

ମେଷ:-

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର- ଶଣ୍ଢକୁ ପେଟଭରି ଖାଇବାକୁ ଦିଅନ୍ତୁ।       

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ପ୍ରତିକାର- ଗାଈକୁ ସଦ୍ୟ ଘାସ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ।  ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ପ୍ରତିକାର-ତନ୍ଦୁରୁଟି ତିଆରି କରି ଗାଈକୁ ଖାଇବାକୁ ଦେବେ।

କର୍କଟ:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପ୍ରତିକାର:-ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ଆକସ୍ମିକ ଧନ ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ। ମାଲିମୋକଦ୍ଦମାରେ ଖେଳ ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।

ଆହୁରି ପଢନ୍ତୁ: ବାସ୍ତୁ ଦୋଷ ଖଣ୍ଡନ ପାଇଁ କରନ୍ତୁ ଦଶଟି ଉପାୟ

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

କନ୍ୟା:-

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ପ୍ରତିକାର- ଅନ୍ଧ ଭିକାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ସ୍ୱାସ୍ଥ୍ୟ ଦିଗରୁ ସ୍ତ୍ରୀମାନେ ବିଶେଷ ସତର୍କ ରହିବା ଉଚିତ୍। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ପ୍ରତିକାର- ପାରାଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା:-

ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

ଆହୁରି ପଢନ୍ତୁ: ଏହି ପାଞ୍ଚୋଟି ଉପାୟ ଦୂର କରିପାରେ ଘରେ ବା ବ୍ୟବସାୟ କ୍ଷେତ୍ରରେ ଅର୍ଥାଭାବ

ଧନୁ:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।  

ମକର:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଲାଗି ରହିବ। ପ୍ରତିକାର- ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। କର୍ମ ଓ ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ଅସୁବିଧାର ସମ୍ମୁଖୀନ ହେବେ। ରାଜନୈତିକ ଜୀବନ ଝଡଝଞ୍ଜାମୟ ହେବାର ସମ୍ଭାବନା ରହିଛି। ସ୍ତ୍ରୀଙ୍କର ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ସାମୟିକ ଶାରୀରିକ ପୀଡା ଭୋଗ କରିବେ।ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ। 

ମୀନ:-

କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!