ସାପ୍ତାହିକ ରାଶିଫଳ: ଜାନୁୟାରୀ ୪ ରୁ ୧୦ ଫେବୃୟାରୀ, ଏହି ସପ୍ତାହରେ ଏହି ୩ଟି ରାଶିଙ୍କର ହୋଇପାରେ ଭାଗ୍ୟରେ ପରିବର୍ତ୍ତନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ଜାନୁୟାରୀ ୪ ରୁ ୧୦ ଫେବୃୟାରୀ

ମେଷ:-

ଚାଷୀମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ସାହସିକ ପଦକ୍ଷେପ ନେଇ ଲୋକ ସମ୍ପର୍କ ବୃଦ୍ଧି କରିବେ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧରେ ନିକଟବର୍ତ୍ତୀ ହେବେ ଓ ପରବର୍ତ୍ତୀ ଅବସ୍ଥାରେ ଏହା ଏକ ସୁଖମୟ ବିବାହ ସମ୍ବନ୍ଧରେ ପରିଣତ ହୋଇପାରେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନୂତନ କର୍ମର ସଂକେତ ପାଇବେ। ଅସ୍ତ୍ରୋପଚାର, ଦାନ୍ତ, କାନ, ନିମ୍ନ ରକ୍ତଚାପ ଓ ଯୌନରୋଗରୁ ଉପଶମ ମିଳିବ। ପ୍ରତିକାର ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ବିଦେଶ ଯାତ୍ରାରେ ଲାଭବାନ ହେବେ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଭାତୃ ବିବାଦ, ପାରିବାରିକ କଳହ, ପଡୋଶୀ ମାନଙ୍କର ଶତୃତା, ଥାନା, ପାଣ୍ଡି, କୋର୍ଟ କଚେରୀ, ମାଲିମୋକଦ୍ଦମାରେ ଜଡିତ ଥିଲେ ସାମାନ୍ୟ ଚେଷ୍ଟାରେ ସମାଧାନ ହୋଇଯିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଗ୍ରଗତି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ସାମାଜିକ ପତିଆରା ଅମଳିନ ରହିବ। ଜାଗା, ଜମି, ଗୃହ ଆଦି ବ୍ୟବସାୟ, ତେଜରାତି ଦୋକାନ, ହୋଟେଲ, ବାଲି, ସିମେଣ୍ଟ, ଇଟା ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ଉଠେଇ ପାରିବେ। ପନିପରିବା ବା ରବି ଫସଲରୁ ମନ ମୁତାବକ ଅର୍ଥ ପ୍ରାପ୍ତି ହେବ। ପ୍ରତିକାର ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତା ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ନୂତନ ଗୃହସୁଖ ମିଳିବ। ଯାନ ବାହନ ସୁଖ ମିଳିବ। ଚାଷ ବିଭାଗ, ରାସ୍ତାଘାଟ, ଗୃହ ନିର୍ମାଣ, ଜାଗା ଜମି କ୍ରୟ ବିକ୍ରୟ, କାନ ଓ ଦାନ୍ତର ଚିକିତ୍ସା ବିଭାଗ, ଔଷଧ ନିର୍ମାଣ ବିଭାଗ, ବ୍ୟାଙ୍କ ଓ ପୁଲିସ ବିଭାଗରେ ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳ ହେବ ଓ ନୂତନକର୍ମରେ ନିଯୁକ୍ତିପାଇବେ। ଯୌନରୋଗରୁ ଉପଶମ ମିଳିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସ୍ଵାସ୍ଥ୍ୟରେ ଅବନ୍ନତି ଦେଖା ଦେଇପାରେ। ପ୍ରତିକାର ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଅର୍ଥ ଆଦାନ ପ୍ରଦାନ ସଂସ୍ଥା, ଦାନ୍ତ କାନ ଓ ଅସ୍ତ୍ରୋପଚାର ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ।  ଖେଳ, କସରତ ଓ ପ୍ରତିଦ୍ୱନ୍ଦିତାରେ ବୀଜୟି ହୋଇ ପ୍ରଶଂସା ଲାଭ କରିବେ। ଜାଗା, ଜମି, ଗୃହ, ଇଟା, ବାଲି, ସିମେଣ୍ଟ, ଡାଲି, ଚାଉଳ, ଧାନ, ଗହମ ଆଦି ବ୍ୟବସାୟ ଆରମ୍ଭ କରିପାରିବେ। ତେଜରାତି ଦୋକାନ, ହୋଟେଲ, ପନିପରିବା ବା ରବି ଫସଲ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ଉଠେଇ ପାରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ନିଜର ଉତ୍କର୍ଷତା ପ୍ରତିପାଦନ କରି ଉନ୍ନତି ମାର୍ଗରେ ଅଗ୍ରସର ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଜାଗା, ଜମି, ଗୃହ, ଇଟା, ବାଲି, ସିମେଣ୍ଟ, ଡାଲି, ଚାଉଳ, ଧାନ, ଗହମ ଆଦି ବ୍ୟବସାୟ ଆରମ୍ଭ କରିପାରିବେ। ତେଜରାତି ଦୋକାନ, ହୋଟେଲ, ପନିପରିବା ବା ରବି ଫସଲ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ଉଠେଇ ପାରିବେ।  ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମାନସିକ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଛାତ୍ରଛାତ୍ରୀମାନେ ବିଭାଗୀୟପରୀକ୍ଷା, ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ  ନୂତନକର୍ମରେ ନିଯୁକ୍ତିପାଇବେ। ଅସ୍ତ୍ରୋପଚାର, ଦାନ୍ତ, କାନ, ନିମ୍ନ ରକ୍ତଚାପ ଓ ଯୌନରୋଗରୁ ଉପଶମ ମିଳିବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ରାଜନୀତି କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ଓ ଉପରିସ୍ଥ କର୍ମୀଙ୍କ ପ୍ରେରଣାରେ ଶକ୍ତି ସାହସ ବୃଦ୍ଧି ହେବ। ପ୍ରତିକାର ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କେତେକ ନୂତନ ପ୍ରକଳ୍ପ ହାତକୁ ନେବେ। ଉଚ୍ଚ ଶିକ୍ଷାରେ ଚମତ୍କାର ଭାବେ ଅଗ୍ରଗତି କରିବେ। ଆର୍ଥିକ ସମୃଦ୍ଧି ପ୍ରାପ୍ତି ହେବ ସହ ସହଯୋଗୀ ମାନଙ୍କ ପରିସରରେ ପ୍ରତିଷ୍ଠା ଲାଭ କରିବେ। ନିଜର କାର୍ଯ୍ୟ ଦକ୍ଷତା ନେଇ ପ୍ରଶଂସା ପାଇବେ। ସନ୍ତାନକାମୀ ହୋଇଥିଲେ ପୁତ୍ର ସନ୍ତାନ ପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧ ବିବାହରେ ପରିଣତ ହୋଇପାରେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ। ରାଜନୀତି କ୍ଷେତ୍ରରେ ଶକ୍ତି ସାମର୍ଥ୍ୟ ପ୍ରଦର୍ଶନ କରି ପ୍ରଶଂସା ପାଇବେ। ଜାଗା, ଜମି, ଗୃହ, ଇଟା, ବାଲି, ସିମେଣ୍ଟ, ଡାଲି, ଚାଉଳ, ଧାନ, ଗହମ ଆଦି ବ୍ୟବସାୟ ଆରମ୍ଭ କରିପାରିବେ। ତେଜରାତି ଦୋକାନ, ହୋଟେଲ, ପନିପରିବା ବା ରବି ଫସଲ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ଉଠେଇ ପାରିବେ।  ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ତୁଳା:-

ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ଜାଗା, ଜମି, ଗୃହ, ଇଟା, ବାଲି, ସିମେଣ୍ଟ, ଡାଲି, ଚାଉଳ, ଧାନ, ଗହମ ଆଦି ବ୍ୟବସାୟ ଆରମ୍ଭ କରିପାରିବେ। ତେଜରାତି ଦୋକାନ, ହୋଟେଲ, ପନିପରିବା ବା ରବି ଫସଲ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ଉଠେଇ ପାରିବେ।  ରାଜନୀତି କ୍ଷେତ୍ରରେ ପ୍ରଶଂସନୀୟ କାର୍ଯ୍ୟ କରି ଲୋକ ସମ୍ପର୍କ ବୃଦ୍ଧି କରିବେ। ଛାତ୍ରଛାତ୍ରୀମାନେ ନିଜର ପାରଦର୍ଶିତାକୁ କାର୍ଯ୍ୟରେ ଲଗାଇବା ପାଇଁ ସୁଯୋଗ ପାଇବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବା ଯୋଗେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ଭୋଜିଭାତ, ମଉଜ ମଜିଲିସରେ ଆନନ୍ଦିତ ହେବେ। ପ୍ରତିକାର ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ଚାଷ ବିଭାଗ, ରାସ୍ତାଘାଟ, ଗୃହ ନିର୍ମାଣ, ଜାଗା ଜମି କ୍ରୟ ବିକ୍ରୟ, କାନ ଓ ଦାନ୍ତର ଚିକିତ୍ସା ବିଭାଗ, ଔଷଧ ନିର୍ମାଣ ବିଭାଗ, ବ୍ୟାଙ୍କ ଓ ପୁଲିସ ବିଭାଗରେ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ଓ ପ୍ରଶଂସା ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଲୋକ ସମର୍ଥନ ମିଳିବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ୱାସ୍ଥ୍ୟ ଖରାପ ହେବ ଓ ଆଳସ୍ୟଭାବ ବୃଦ୍ଧିପାଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ସହପାଠୀ, ଶିକ୍ଷକ, ପ୍ରଶିକ୍ଷକ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଭାଇ, ବନ୍ଧୁଙ୍କ ସାହାଯ୍ୟ ପାଇ ମାନସିକ ସ୍ଥିରତା ଦେଖାଦେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ। ଚାଷ ବିଭାଗ, ରାସ୍ତାଘାଟ, ଗୃହ ନିର୍ମାଣ, ଜାଗା ଜମି କ୍ରୟ ବିକ୍ରୟ, କାନ ଓ ଦାନ୍ତର ଚିକିତ୍ସା ବିଭାଗ, ଔଷଧ ନିର୍ମାଣ ବିଭାଗ, ବ୍ୟାଙ୍କ ଓ ପୁଲିସ ବିଭାଗରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହୋଇ ପାରନ୍ତି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହିପାରେ।  ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ନର୍ସ ଓ ଡାକ୍ତରମାନେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ଉପସମ ମିଳିବ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତିପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଚିକିତ୍ସକ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ଉପସମ ମିଳିବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!