ଆଜି କେମିତି ରହିବ ଆପଣଙ୍କ ଦିନ : ୫ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୫ ଅପ୍ରେଲ ୨୦୧୮

ମେଷ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଜଟିଳ ପରିସ୍ଥିତି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପାରିବାରିକ ପରିସ୍ଥିତି ବଦଳିଯିବ। ଚାକିରୀ ଓ କାର୍ଯ୍ୟକ୍ଷେତ୍ରରେ  କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢିପାରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ। ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ, କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ। ଆଜି ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ପ୍ରତିକାର- ଗହମ, ଗୁଡ ବାଳକମାନଙ୍କୁ ଦାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। ପ୍ରତିକାର-କୌଣସି କନ୍ୟାକୁ ମିଠା ଖାଇବାକୁ ଦିଅନ୍ତୁ।     

କର୍କଟ:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ବ୍ୟାପାରରେ ପ୍ରଚୁର ଲାଭ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ। କଥାବାର୍ତ୍ତା ଓ ନିଜର କ୍ରୋଧକୁ ନିୟନ୍ତ୍ରଣ କରିବା ଉଚ୍ଚିତ୍। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନଦାନ ଦିଅନ୍ତୁ।  

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ମାଙ୍ଗଳିକ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ। ଧନ ପ୍ରାପ୍ତି ହେବାର ଉପଯୁକ୍ତ ସମୟ ଅଟେ। କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ। ଆର୍ଥିକ ସ୍ଥିତିରେ ବହୁତ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ। ପ୍ରତିକାର:- ଦ୍ରୁଷ୍ଟିହୀନ ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ। 

କନ୍ୟା:-

ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବ। ବ୍ୟବସାୟ, ବିବାହ, ଚାକିରୀ ଇତ୍ୟାଦି ଆରମ୍ଭ କରି ପାରିବେ। ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ। ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ। ପ୍ରତିକାର:- ଗୋମାତାଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ସାମାଜିକ ପତିଆରା ଅମଳିନ ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ। ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। ଅଚାନକ ଭାବରେ କୌଣସି ସମସ୍ୟା ବା ବିବାଦରୁ ଦୂରେଇ ଯିବେ। ମିତ୍ର ଓ ସହଯୋଗୀମାନେ ସମର୍ଥନ କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ। 

ବିଛା:-

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ସମୟ ଗୁଡିକ ହସ ଖୁସିରେ ବିତିବ। କୌଣସି କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ। ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରତିକାର- ତେଲ ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ। 

ମକର:-

ନୂତନ ଦ୍ରବ୍ୟ କ୍ରୟ କରିବେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ପ୍ରତିକାର-କୌଣସି କନ୍ୟାକୁ ମିଠା ଖାଇବାକୁ ଦେବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।  

ମୀନ:-

ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମହିଳାମାନେ ନୂତନପନ୍ଥା ଅନୁସରଣ କରିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!