ଆଜିର ପାଞ୍ଜି: ଜୁନ୍ ୫, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ଜୁନ୍ ୫, ୨୦୧୮

ସୂର୍ଯ୍ୟଉଦୟ   ପ୍ରାତଃ ଘ ୫|୭|୨୦ସେ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟାସ୍ତ      ସଂଧ୍ୟା ଘ ୬|୧୬|୨୮ସେ

ଉଡ୍ରାବ୍ଦ ୧୪୨୫ସାଲ ବୃଷ ୨୨ ଦିନ ରାଷ୍ଟ୍ରିୟ ଜ୍ୟେଷ୍ଠମାସ ୧୫ ଦିନ ମଙ୍ଗଳବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ମଳ ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି ସକାଳ ଘଣ୍ଟା ୯|୧୭|୫୦ସେକେଣ୍ଡ୍,

ଧନିଷ୍ଠାନକ୍ଷତ୍ର ସଂଧ୍ୟା ଘଣ୍ଟା ୫|୫୭|୧୯ସେକେଣ୍ଡ୍, କୁମ୍ଭଚନ୍ଦ୍ର ଅହୋରାତ୍ର,

ବୈଧୃତିଯୋଗ ରାତ୍ର ଘଣ୍ଟା ୧୦|୪୯|୧୮ସେକେଣ୍ଡ୍,

ବାଣିଜ୍ୟକରଣ ସକାଳ ଘଣ୍ଟା ୯|୧୭|୫୦ସେକେଣ୍ଡ୍, ବିଷ୍ଟିକରଣ ରାତ୍ର ଘଣ୍ଟା ୧୦|୨୧|୧୬ସେକେଣ୍ଡ୍,

ରବ୍ୟଂଶଽ୨୦|୧୧|୨୨, ସୂକ୍ଷ୍ମଚନ୍ଦ୍ର ରାଶି ୧୦|୦|୧୬|୨୫,

ଦିନମାନ ଘଣ୍ଟା ୧୩|୯|୯ସେକେଣ୍ଡ୍, ନିଶାମାନ ଘଣ୍ଟା ୧୦|୫୦|୫୧ସେକେଣ୍ଡ୍,

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ଯୋଗିନୀବାସ-

ଯୋଗିନୀ ପଶ୍ଚିମେ ସକାଳ ଘଣ୍ଟା ୯|୧୭|୫୦ସେକେଣ୍ଡ୍ ଗତେ ବାୟବ୍ୟେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ସକାଳ ଘଣ୍ଟା ୯|୧୭|୫୦ସେକେଣ୍ଡ୍ ମଧ୍ୟେ ନିମ୍ବ ଓ ପରେ ତାଳ ନ ଖାଇଲେ ଭଲ।

ଶୁଭସମୟ–

ଅମୃତବେଳା- ସୂର୍ଯ୍ୟଉଦୟରୁ ସକାଳ ଘଣ୍ଟା ୭।୪୫ ମିନିଟ୍, ସକାଳ ଘଣ୍ଟା ୯।୩୦ ମିନିଟ୍ ରୁ ଦିବା ଘଣ୍ଟା ୧୨।୮ ମିନିଟ୍, ଦିବା ଘଣ୍ଟା ୩।୩୯ ମିନିଟ୍ ରୁ ଘଣ୍ଟା ୪।୩୨ ମିନିଟ୍, ସୂର୍ଯ୍ୟାସ୍ତରୁ ସଂଧ୍ୟା ଘଣ୍ଟା ୭ ଟା, ରାତ୍ର ଘଣ୍ଟା ୧୨।୪ ମିନିଟ୍ ରୁ ଘଣ୍ଟା ୨।୧୪ ମିନିଟ୍ ମଧ୍ୟେ। ମାହେନ୍ଦ୍ର- ଦିବା ଘଣ୍ଟା ୨।୪୬ ମିନିଟ୍ ରୁ ଘଣ୍ଟା ୩।୩୯ ମିନିଟ୍, ଦିବା ଘଣ୍ଟା ୪।୩୨ ମିନିଟ୍ ରୁ ଘଣ୍ଟା ୫।୨୪ ମିନିଟ୍, ରାତ୍ର ଘଣ୍ଟା ୮।୨୭ ମିନିଟ୍ ରୁ ଘଣ୍ଟା ୯।୫୪ ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମେଷ, ବୃଷ, ସିଂହ, କନ୍ୟା, ବିଛା, ଧନୁ, କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି। 

ତାରାଶୁଦ୍ଧି –

ଦ୍ଵିଜା, ରୋହିଣୀ, ଆର୍ଦ୍ରା, ପୁନର୍ବସୁ, ଆଶ୍ଳେଷା, ପୂର୍ବାଫାଲଗୁନି, ହସ୍ତା, ସ୍ଵାତୀ, ବିଶାଖା, ଜ୍ୟୋଷ୍ଠା, ପୂର୍ବାଷାଢା, ଶ୍ରବଣା, ଶତଭିଷା, ପୂର୍ବ ଭାଦ୍ରପଦ, ରେବତୀ । ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ସଂଧ୍ୟା ଘଣ୍ଟା ୫|୫୭|୧୯ସେକେଣ୍ଡ୍ ଗତେ ଅଶ୍ଵିନୀ, କୃତ୍ତିକା,  ମୃଗଶିରା, ପୁନର୍ବସୁ, ପୁଷ୍ୟା, ମଘା, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଅନୁରାଧା, ମୂଳା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ଉତ୍ତର ଭାଦ୍ରପଦ। ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତବାର ଓ ଘାତଚନ୍ଦ୍ର –

ମକର ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ଗଣ୍ଡଦୋଷ ନାସ୍ତି। ରଜଶ୍ଚକ୍ରେ ସର୍ବସମ୍ପନ୍ନା।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ମୃତବ୍ୟକ୍ତିର ଏକପାଦ ଦୋଷ ଓ  ସକାଳ ଘଣ୍ଟା ୯|୧୭|୫୦ସେକେଣ୍ଡ୍ ଗତେ ଦ୍ଵିପାଦ ଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍।

ଅଶୁଭସମୟ-

ରାହୁକାଳ- ଦିବା ଘଣ୍ଟା ୩|୧ ମିନିଟ୍ ରୁ ଘଣ୍ଟା ୪|୪୦ ମିନିଟ୍ ମଧ୍ୟେ। ବାରବେଳା- ସକାଳ ଘଣ୍ଟା ୬|୪୮ ମିନିଟ୍ ରୁ ଘଣ୍ଟା ୮|୨୭ ମିନିଟ୍ ମଧ୍ୟେ।  କାଳବେଳା – ଦିବା ଘଣ୍ଟା ୧|୨୩ ମିନିଟ୍ ରୁ ଘଣ୍ଟା ୩|୧ ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୭|୪୦ ରୁ ଘଣ୍ଟା ୯|୧ ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-  

ରବିରାଶି-୧।୨୦।୧୧।୨୨-, ଚନ୍ଦ୍ରରାଶି-୧୦।୦।୧୬।୨୫-,  ମଙ୍ଗଳରାଶି-୯|୧୨|୨୦|୮-

ବୁଧରାଶି-୧|୧୮|୪୯|୪୪-, ବୃହସ୍ପତିରାଶି-୬|୨୧|୬|୧୧-, ଶୁକ୍ରରାଶି-୨|୨୫|୨୫|୩୦-,

ଶନିରାଶି-୮|୧୩|୧୯|୧୯-, ରାହୁରାଶି-୯|୧୨|୫୭|୨୩-, କେତୁରାଶି-୯|୧୨|୫୭|୨୩-।

ଆଜିରଲଗ୍ନ

ରାତ୍ର ୩ଟା ୪୬ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୫ଟା ୪୯ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୮ଟା ୨ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧୦ଟା ୧୬ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୧୨ଟା ୨୪ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୨ଟା ୩୨ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୪ଟା ୪୪ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୬ଟା ୫୯ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୯ଟା ୫ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୧୦ଟା ୫୩ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୧୨ ଟା ୨୯ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୨ଟା ୩ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ। ରାତ୍ର ୩ଟା ୪୬ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। 

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି ଖଡ୍ଗଧାରଣ, ଋଣଦାନ ଓ ଗ୍ରହଣ, ହଳଆରମ୍ଭ କରିପାରିବେ।     

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ସଂଧ୍ୟା ଘଣ୍ଟା ୫|୫୭|୧୯ସେକେଣ୍ଡ୍ ମଧ୍ୟେ ଧନିଷ୍ଠା ନକ୍ଷତ୍ର କୁମ୍ଭରାଶି ମଙ୍ଗଳମହାଦଶାରେ ଜନ୍ମହୋଇଛି। ସଂଧ୍ୟା ଘଣ୍ଟା ୫|୫୭|୧୯ସେକେଣ୍ଡ୍ ପରେ ଶତଭିଷାନକ୍ଷତ୍ର କୁମ୍ଭରାଶି ରାହୁମହାଦଶାରେ ଜନ୍ମହୋଇଛି ବୋଲି ଜାଣିବେ। ଗ୍ରହସ୍ଫୁଟ ଓ ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!