ଆଜିର ପାଞ୍ଜି: ମଇ ୫, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ମଇ ୫, ୨୦୧୮

ସୂର୍ଯ୍ୟଉଦୟ  ପ୍ରାତଃ ଘ ୫|୧୫|୫୫ସେ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟାସ୍ତ     ସଂଧ୍ୟା ଘ ୬|୪|୨୪ସେ

ଉଡ୍ରାବ୍ଦ ୧୪୨୫ସାଲ ମେଷ ୨୨ ଦିନ ରାଷ୍ଟ୍ରିୟ ବୈଶାଖମାସ ୧୫ ଦିନ ଶନିବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି ଦିବା ଘଣ୍ଟା ୧|୨୩|୪୫ସେକେଣ୍ଡ୍,

ପୂର୍ବାଷାଢାନକ୍ଷତ୍ର ରାତ୍ର ଘଣ୍ଟା ୧|୩୩|୪୦ସେକେଣ୍ଡ୍, ଧନୁଚନ୍ଦ୍ର ଅହୋରାତ୍ର,

ସିଦ୍ଧିଯୋଗ ଦିବା ଘଣ୍ଟା ୧୦|୫୧|୪୦ସେକେଣ୍ଡ୍,

ତୈତିଳକରଣ ଦିବା ଘଣ୍ଟା ୧|୨୩|୪୫ସେକେଣ୍ଡ୍, ଗରକରଣ ରାତ୍ର ଘଣ୍ଟା ୨|୩୯|୪୯ସେକେଣ୍ଡ୍,

ରବ୍ୟଂଶଽ୨୦|୨୧|୮, ସୂକ୍ଷ୍ମଚନ୍ଦ୍ର ରାଶି ୮|୧୬|୩୯|୨୨,

ଦିନମାନ ଘଣ୍ଟା ୧୨|୪୮|୨୮ସେକେଣ୍ଡ୍, ନିଶାମାନ ଘଣ୍ଟା ୧୧|୧୧|୩ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ଦକ୍ଷିଣେ ଦିବା ଘଣ୍ଟା ୧|୨୩|୪୫ସେକେଣ୍ଡ୍ ଗତେ ପଶ୍ଚିମେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ଦିବା ଘଣ୍ଟା ୧|୨୩|୪୫ସେକେଣ୍ଡ୍ ମଧ୍ୟେ ବେଲ, ପଣସ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ଶୁଭସମୟ–

ଅମୃତବେଳା- ସକାଳ ଘଣ୍ଟା ୯।୩୨ ମିନିଟ୍ ରୁ ଘଣ୍ଟା ୧୨।୫୭ ମିନିଟ୍, ରାତ୍ର ଘଣ୍ଟା ୮।୧୯ ମିନିଟ୍ ରୁ ଘଣ୍ଟା ୧୦।୩୩ମିନିଟ୍, ରାତ୍ର ଘଣ୍ଟା ୧୨।୨ ମିନିଟ୍ ରୁ ଘଣ୍ଟା ୧।୩୨ମିନିଟ୍, ରାତ୍ର ଘଣ୍ଟା ୨।୧୬ ମିନିଟ୍ ରୁ ଘଣ୍ଟା ୩।୪୬ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମିଥୁନ, କର୍କଟ, କନ୍ୟା, ତୁଳା, ଧନୁ, ମକର, କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଅଶ୍ଵିନୀ, କୃତ୍ତିକା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ମଘା, ଉତ୍ତରା ଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ମୂଳା, ଉତ୍ତରାଷାଢା, ଶ୍ରବଣା, ଶତଭିଷା, ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ରାତ୍ର ଘଣ୍ଟା ୧|୩୩|୪୦ସେକେଣ୍ଡ୍ ଗତେ ଦ୍ଵିଜା, ରୋହିଣୀ, ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ପୂର୍ବାଫାଲଗୁନି, ହସ୍ତା, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ପୂର୍ବାଷାଢା, ଶ୍ରବଣା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତବାର ଓ ଘାତଚନ୍ଦ୍ର –  

ବୃଷ, ସିଂହ, କନ୍ୟା ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। 

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ବିବାହରେ କଷ୍ଟ ଓ ରଜଶ୍ଚକ୍ରେ ସନ୍ତାନ ହାନି ଯୋଗେ ପ୍ରତିକାର କରଣୀୟ।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ମୃତବ୍ୟକ୍ତିର ଏକପାଦ ବାରଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍।

ଅଶୁଭସମୟ-

ରାହୁକାଳ- ସକାଳ ଘଣ୍ଟା ୮|୩୦ ମିନିଟ୍ ରୁ ଘଣ୍ଟା ୧୦|୬ମିନିଟ୍ ମଧ୍ୟେ।  ବାରବେଳା- ଦିବା ଘଣ୍ଟା ୧|୧୮ ମିନିଟ୍ ରୁ ଘଣ୍ଟା ୨|୫୪ମିନିଟ୍ ମଧ୍ୟେ। କାଳବେଳା- ସକାଳ ଘଣ୍ଟା ୫|୧୮ ମିନିଟ୍ ରୁ ଘଣ୍ଟା ୬|୫୪ମିନିଟ୍, ଦିବା ଘଣ୍ଟା ୪|୩୧ ମିନିଟ୍ ରୁ ଘଣ୍ଟା ୬|୭ମିନିଟ୍ ମଧ୍ୟେ। କାଳରାତ୍ରି- ସଂଧ୍ୟା ଘଣ୍ଟା ୬|୭ ମିନିଟ୍ ରୁ ଘଣ୍ଟା ୭|୩୦ମିନିଟ୍, ରାତ୍ରି ଘଣ୍ଟା ୩|୫୪ମିନିଟ୍ ରୁ ଘଣ୍ଟା ୫|୧୮ ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-  

ରବିରାଶି-୦।୨୦।୨୧।୮-, ଚନ୍ଦ୍ରରାଶି-୮।୧୬।୩୯।୨୨-,  ମଙ୍ଗଳରାଶି-୯|୧|୧୧|୨୧-, ବୁଧରାଶି-୧୧|୨୪|୮|୧୮-, ବୃହସ୍ପତିରାଶି-୬|୨୪|୪୭|୮-, ଶୁକ୍ରରାଶି-୧|୧୮|୨୩|୨୬-, ଶନିରାଶି-୮|୧୪|୪୭|୪୪-, ରାହୁରାଶି-୯|୧୫|୫୧|୧୦-, କେତୁରାଶି-୯|୧୫|୫୧|୧୦-।

ଆଜିରଲଗ୍ନ

ନିଶାନ୍ତ ୪ଟା ୫ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ। ୫ଟା ୫୧ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୭ଟା ୫୧ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୧୦ଟା ୪ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧୨ଟା ୧୮ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୨ଟା ୨୬ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୪ଟା ୩୪ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୬ଟା ୪୬ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୯ଟା ୧ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୧୧ଟା ୬ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୧୨ଟା ୫୫ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୨ ଟା ୩୧ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୪ଟା ୫ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି ନବବଧୁଯାତ୍ରା, ସବୁ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ରାତ୍ର ଘଣ୍ଟା ୧|୩୩|୪୦ସେକେଣ୍ଡ୍ ମଧ୍ୟେ ପୂର୍ବାଷାଢାନକ୍ଷତ୍ର  ଧନୁରାଶି  ଶୁକ୍ରମହାଦଶାରେ ଜନ୍ମହୋଇଛି। ରାତ୍ର ଘଣ୍ଟା ୧|୩୩|୪୦ସେକେଣ୍ଡ୍ ପରେ ଉତ୍ତରାଷାଢାନକ୍ଷତ୍ର ଧନୁରାଶି ରବିମହାଦଶାରେ  ଜନ୍ମହୋଇଛି ବୋଲି ଜାଣିବେ। ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!