ଆଜି କେମିତି ରହିବ ଆପଣଙ୍କ ଦିନ : ୬ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୬ ଅପ୍ରେଲ ୨୦୧୮

ମେଷ:-

ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ବିପଦରେ ପଡିବେ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ହେବ। ପ୍ରତିକାର- ତେଲ ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

 

ମିଥୁନ:

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ। 

କର୍କଟ :-

ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ଉନ୍ନତି ବା ଅବସର ମିଳିପାରେ। ନୂଆ ଚାକିରୀ ମଧ୍ୟ ମିଳିପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଆସିବ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଶୁଭ ସମାଚାର ମିଳିପାରେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ  ଓ ପରିବାରରେ ମାନସିକ ଶାନ୍ତି ମିଳିବ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ। 

ବିଛା:-

ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରତିକାର-ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ। 

ଧନୁ:-

ମନ ଓ ଶରୀର ଭଲ ରହିବ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମକର:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର-ଗାଈକୁ ଘାସ ଖୁଆନ୍ତୁ। 

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ରାଜନୀତିରେ ଫାଇଦା ଉଠାଇବେ। ପଢାପଢିରେ ମାନସିକ ଶାନ୍ତି ଓ ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ଆର୍ଥିକ ସଙ୍କଟ ଦେଖାଦେଇ ପାରେ। ପ୍ରତିକାର- ଷଣ୍ଢକୁ ଘାସ ଖାଇବାକୁ ଦିଅନ୍ତୁ।

ମୀନ:-

ଜଗାଜମି, ଗୃହ ଉପକରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର  ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ।  ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ। ପ୍ରତିକାର- ଗାଈକୁ ଘାସ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!