ବିଛା, ଧନୁ, ମୀନ ରାଶିର ଘାତବାର। ଆଜିର ପାଞ୍ଜି: ଅପ୍ରେଲ ୬, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ଅପ୍ରେଲ ୬, ୨୦୧୮

ସୂର୍ଯ୍ୟଉଦୟ ମୀନ ଦ୫|୫୬|୪୬ ଇଂ ପ୍ରାତଃ ଘ ୫|୩୬|୩୨ସେ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟାସ୍ତ କନ୍ୟା ଦ୫|୧୩|୨୨  ଇଂ ସଂଧ୍ୟା ଘ ୫|୫୫|୧୯ସେ

ଉଡ୍ରାବ୍ଦ ୧୪୨୫ସାଲ ମୀନ ୨୩ଦିନ ରାଷ୍ଟ୍ରିୟ ଚୈତ୍ରମାସ ୧୬ଦିନ ଶୁକ୍ରବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ବୈଶାଖମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି ରାତ୍ର ଘଣ୍ଟା ୯।୫।୫ସେକେଣ୍ଡ୍,

ଜ୍ୟେଷ୍ଠା ନକ୍ଷତ୍ର ଦିବା ଘଣ୍ଟା ୧୧।୪୨।୫୭ସେକେଣ୍ଡ୍, ବିଛାଚନ୍ଦ୍ର ଦିବା ଘଣ୍ଟା ୧୧।୪୨।୫୭ସେକେଣ୍ଡ୍, 

ବରୀୟାନଯୋଗ ରାତ୍ର ଘଣ୍ଟା ୧।୫୯।୩୪ସେକେଣ୍ଡ୍,  

ଗରକରଣ ସକାଳ ଘଣ୍ଟା ୮।୨।୦ସେକେଣ୍ଡ୍, ବାଣିଜ୍ୟକରଣ ରାତ୍ର ଘଣ୍ଟା ୯।୫।୫ସେକେଣ୍ଡ୍,

ରବ୍ୟଂଶଽ୨୨।୨।୫୫, ସୂକ୍ଷ୍ମଚନ୍ଦ୍ର ରାଶି ୭।୨୬।୫୬।୧୬,

ଦିନମାନ ଘଣ୍ଟା ୧୨।୧୮।୪୮ସେକେଣ୍ଡ୍, ନିଶାମାନ ଘଣ୍ଟା ୧୧।୪୧।୧୨ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ପଶ୍ଚିମେ ରାତ୍ର ଘଣ୍ଟା ୯।୫।୫ସେକେଣ୍ଡ୍ ଗତେ ବାୟବ୍ୟେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ରାତ୍ର ଘଣ୍ଟା ୯।୫।୫ସେକେଣ୍ଡ୍ ମଧ୍ୟେ ନିମ୍ବ ଓ ପରେ ତାଳ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ଶୁଭସମୟ–

ଅମୃତବେଳା-ସୂର୍ଯ୍ୟଉଦୟରୁ ସକାଳ ଘଣ୍ଟା ୬।୨୬ ମିନିଟ୍, ଘଣ୍ଟା ୭।୧୫ ମିନିଟ୍ ରୁ ଘଣ୍ଟା ୯।୪୩ ମିନିଟ୍, ଦିବା ଘଣ୍ଟା ୧୨।୧୧ ମିନିଟ୍ ରୁ ଘଣ୍ଟା ୨।୩୮ମିନିଟ୍, ଦିବା ଘଣ୍ଟା ୪।୧୭ ମିନିଟ୍ ରୁ ଘଣ୍ଟା ୫।୫୫ମିନିଟ୍, ରାତ୍ର ଘଣ୍ଟା ୭।୨୯ ମିନିଟ୍ ରୁ ଘଣ୍ଟା ୯।୨ମିନିଟ୍, ରାତ୍ର ଘଣ୍ଟା ୧।୪୩ ମିନିଟ୍ ରୁ ଘଣ୍ଟା ୩।୧୭ମିନିଟ୍   ମଧ୍ୟେ। ମାହେନ୍ଦ୍ର- ରାତ୍ର ଘଣ୍ଟା ୯।୨ ମିନିଟ୍ ରୁ ଘଣ୍ଟା ୯।୪୯ମିନିଟ୍, ରାତ୍ର ଘଣ୍ଟା ୩।୧୭ ମିନିଟ୍ ରୁ ଘଣ୍ଟା ୪।୩ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ବୃଷ, ମିଥୁନ, ସିଂହ, କନ୍ୟା, ବିଛା, ଧନୁ, ମକର, କୁମ୍ଭ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି ଓ ଦିବା ଘଣ୍ଟା ୧୧।୪୨।୫୭ସେକେଣ୍ଡ୍ ଗତେ ମିଥୁନ, କର୍କଟ, କନ୍ୟା, ତୁଳା, ଧନୁ, ମକର, କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଅଶ୍ଵିନୀ, ଦ୍ଵିଜା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ମଘା, ପୂର୍ବାଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ମୂଳା, ପୂର୍ବାଷାଢା, ଶ୍ରବଣା, ଶତଭିଷା, ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ଦିବା ଘଣ୍ଟା ୧୧।୪୨।୫୭ସେକେଣ୍ଡ୍ ଗତେ ଦ୍ଵିଜା, କୃତ୍ତିକା, ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ପୂର୍ବାଫାଲଗୁନି, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ପୂର୍ବାଷାଢା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତଚନ୍ଦ୍ର ଓ ଘାତବାର-

ବିଛା, ଧନୁ, ମୀନ ରାଶିର ଘାତବାର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ଦିବା ଘଣ୍ଟା ୧୧।୪୨।୫୭ସେକେଣ୍ଡ୍ ମଧ୍ୟେ ଦଶମାସ ଗଣ୍ଡଦୋଷ ଓ ରଜଶ୍ଚକ୍ରେ ଦରିଦ୍ରା ଯୋଗେ ପ୍ରତିକାର କରଣୀୟ।  

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି  ମୃତବ୍ୟକ୍ତିର ରାତ୍ର ଘଣ୍ଟା ୯।୫।୫ସେକେଣ୍ଡ୍ ଗତେ ଏକପାଦ ତିଥିଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍।

ଅଶୁଭସମୟ-

ରାହୁକାଳ- ଦିବା ଘଣ୍ଟା ୧୦|୧୫ମିନିଟ୍ ରୁ ଘଣ୍ଟା ୧୧|୪୮ମିନିଟ୍ ମଧ୍ୟେ। ବାରବେଳା – ସକାଳ ଘଣ୍ଟା ୮|୪୩ମିନିଟ୍ ରୁ ଘଣ୍ଟା ୧୦|୧୬ମିନିଟ୍ ମଧ୍ୟେ। କାଳବେଳା – ଦିବା ଘଣ୍ଟା ୧୦|୧୬ମିନିଟ୍ ରୁ ଘଣ୍ଟା ୧୧|୪୮ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୮|୫୩ମିନିଟ୍ ରୁ ଘଣ୍ଟା ୧୦|୨୦ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ- 

ରବିରାଶି-୧୧।୨୨।୨।୫୫-୨୭/୧୨, ଚନ୍ଦ୍ରରାଶି-୭।୨୬।୫୬।୧୬-୧୮/୮, ମଙ୍ଗଳରାଶି-୮|୧୬|୪୧|୪୩-୨୦/୯, ବୁଧରାଶି-୧୧|୧୪|୨୫|୨୨-୨୬/୧୨, ବୃହସ୍ପତିରାଶି-୬|୨୭|୫୭|୩୭-୧୬/୭, ଶୁକ୍ରରାଶି-୦|୧୩|୨|୪୫-୧/୧, ଶନିରାଶି-୮|୧୪|୫୪|୩୪-୨୦/୯, ରାହୁରାଶି-୩|୧୮|୫୨|୩୨-୯/୪, କେତୁରାଶି-୯|୧୮|୫୨|୩୨-୨୨/୧୦।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଆଜିରଲଗ୍ନ

ନିଶାନ୍ତ ୪ ଟା ୨୫ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ।

୬ଟା ୩ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ।୭ଟା ୪୫ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୯ଟା ୪୫ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୧୧ଟା ୫୮ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୨ଟା ୧୨ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୪ଟା ୨୦ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୬ଟା ୨୮ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୮ଟା ୪୦ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୧୦ଟା ୫୫ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୧ଟା ରୁ ମକର ଲଗ୍ନ ଆରମ୍ଭ। ୨ଟା ୪୯ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୪ ଟା ୨୫ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ।

ଶୁଭକର୍ମ-

ଆଜି ଦିକ୍ଷାଗ୍ରହଣ, ଧାନ୍ୟସ୍ଥାପନ, ନାଟ୍ୟାରମ୍ଭ ବା ଚଳଚ୍ଚିତ୍ର ଆରମ୍ଭ କରିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!