ଦୈନିକ ରାଶିଫଳ: ୬ ମାର୍ଚ୍ଚ ୨୦୧୮
ମେଷ:-
ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ପ୍ରତିକାର-ଗୁଡରୁଟି ଗାଈକୁ ଖାଇବାକୁ ଦେବେ।
ବୃଷ:-
ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ କରିପାରିବେ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପ୍ରତିକାର-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।
Jyotirbid Dr. Pramod Satapathy
Jantra Jyotisha
For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366
ମିଥୁନ:–
ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। କାରବାର ଓ କାମ-କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର- ୧୧ଜଣ ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ।
କର୍କଟ:-
ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ। ଶତୃମାନେ ଦୂର ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଆଜି ରୋଜଗାରରେ ଉନ୍ନତି ହେବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।
<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>
ସିଂହ:-
ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।
କନ୍ୟା:-
ବ୍ୟାପାର ଓ ବ୍ୟବସାୟରେ ଉନ୍ନତି ହେବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ଆହୁରି ପଢନ୍ତୁ: ଦିନଟି ଭଲରେ କଟିବାପାଇଁ କରନ୍ତୁ ଏହି ପାଞ୍ଚୋଟି କାମ।
ତୁଳା:-
କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।
ବିଛା:-
କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିକୁ ନେଇ ପ୍ରସାଦ କରି ବାଣ୍ଟିବା
ଆହୁରି ପଢନ୍ତୁ: ଏହି ପାଞ୍ଚୋଟି ଉପାୟ ଦୂର କରିପାରେ ଘରେ ବା ବ୍ୟବସାୟ କ୍ଷେତ୍ରରେ ଅର୍ଥାଭାବ ।
ଧନୁ:-
ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।
ମକର:-
ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର- ଧର୍ମସ୍ଥାନକୁ ସଫାକରି ଠାକୁର ଦେବତାଙ୍କୁ ପ୍ରଣାମ କରନ୍ତୁ।
Jyotirbid Dr. Pramod Satapathy
Jantra Jyotisha
For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366
କୁମ୍ଭ:-
ସରକାରୀ କାମରେ ସଫଳତା ମିଳିବ। ପାରିବାରିକ ମାମଲା ବହୁତ ସହଜ ସରଳହେବ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରତିକାର- ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।
ମୀନ:-
କାମ-କାର୍ଯ୍ୟ ବିଷୟକୁ ନେଇ ବହୁତ ଯାତ୍ରା କରିବେ। କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ । ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି। ଶତୃ ଓ ବିରୋଧୀମାନେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର- ଫୁଲଗଛରେ ପାଣିଛିଞ୍ଚି ଫୁଲ ତୋଳି ଠାକୁରଙ୍କୁ ଚଢେଇବେ।