ଦୈନିକ ରାଶିଫଳ: ୬ ଅକ୍ଟୋବର ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଧନ ଲାଭ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:

ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କଲେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହୋଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର କଷ୍ଟ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ। ବିଦ୍ୟାରେ ମନ ଯୋଗଦେଲେ ପ୍ରତିକୁଳ ପରିସ୍ଥିତି ଦୂରେଇଯିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆଳସ୍ୟ ବୃଦ୍ଧିପାଇବ। ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:

ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର:- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ଘରୋଇ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ମହିଳା ମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଧନ ଲାଭ ହେବାରୁ ମନଖୁସି ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ନିର୍ବନ୍ଧ ହୋଇପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:

ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ପରିବାରର ପରିସ୍ଥିତି ସମାଧାନ କରିବେ। ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ସନ୍ତାନସୁଖ ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅର୍ଥଲାଭର ମାର୍ଗ ଖୋଲିଯିବ। ଶୁଭ ସମାଚାର ମିଳିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ସଫଳତା ମିଳିବ। ପ୍ରତିକାର:-ଗୋମାତାକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ।  ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଲେଖାପଢାରୁ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ  ପାଇଲେ ମଧ୍ୟ ନଯିବା ଉଚିତ୍। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ବିଛା:-

ପରିବାରର ସାହାଯ୍ୟରେ ଉପକୃତ ହେବେ। ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ସୁନାମ ଅର୍ଜନ କରିବେ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସା ମିଳିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ମନ ଭଲ ରହିବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର:- ଅତିଥି ନାରାୟଣଙ୍କୁ ଖାଦ୍ୟ ଦିଅନ୍ତୁ।

ମକର:-

ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଆୟ ବୃଦ୍ଧି ହେବ କିନ୍ତୁ ଅଯଥା ବ୍ୟୟ ମଧ୍ୟ କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟର ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପାଇଁ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ସୁଖଶାନ୍ତି ଫେରି ଆସିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ। ଘାତ

ମୀନ:-

ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରି ଅଶାତୀତ ଲାଭବାନ୍ ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ସୁଖ ସମୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!