ଆଜିର ପାଞ୍ଜି: ଜୁନ୍ ୭, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ଜୁନ୍ ୭, ୨୦୧୮

ସୂର୍ଯ୍ୟଉଦୟ   ପ୍ରାତଃ ଘ ୫|୭|୨୦ସେ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟାସ୍ତ       ସଂଧ୍ୟା ଘ ୬|୧୭|୧୧ସେ

ଉଡ୍ରାବ୍ଦ ୧୪୨୫ସାଲ ବୃଷ ୨୪ ଦିନ ରାଷ୍ଟ୍ରିୟ ଜ୍ୟେଷ୍ଠମାସ ୧୭ ଦିନ ଗୁରୁବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ମଳ ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି ଦିବା ଘଣ୍ଟା ୧୨|୩୮|୧୫ସେକେଣ୍ଡ୍,

ପୂର୍ବଭାଦ୍ରନକ୍ଷତ୍ର ରାତ୍ର ଘଣ୍ଟା ୧୦|୫|୨ସେକେଣ୍ଡ୍, କୁମ୍ଭଚନ୍ଦ୍ର ଦିବା ଘଣ୍ଟା ୩|୪୩ ମିନିଟ୍,

ପ୍ରୀତିଯୋଗ ରାତ୍ର ଘଣ୍ଟା ୧୧|୩|୪୩ସେକେଣ୍ଡ୍,

କୌଳବକରଣ ଦିବା ଘଣ୍ଟା ୧୨|୩୮|୧୫ସେକେଣ୍ଡ୍, ତୈତିଳକରଣ ରାତ୍ର ଘଣ୍ଟା ୧|୩|୨୨ସେକେଣ୍ଡ୍,

ରବ୍ୟଂଶଽ୨୨|୬|୧୪, ସୂକ୍ଷ୍ମଚନ୍ଦ୍ର ରାଶି ୧୦|୨୪|୩୦|୧୭,

ଦିନମାନ ଘଣ୍ଟା ୧୩|୯|୫୧ସେକେଣ୍ଡ୍, ନିଶାମାନ ଘଣ୍ଟା ୧୦|୫୦|୯ସେକେଣ୍ଡ୍,

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ଯୋଗିନୀବାସ-

ଯୋଗିନୀ ଐଶାନ୍ୟେ ଦିବା ଘଣ୍ଟା ୧୨|୩୮|୧୫ସେକେଣ୍ଡ୍ ଗତେ ପୂର୍ବେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ଦିବା ଘଣ୍ଟା ୧୨|୩୮|୧୫ସେକେଣ୍ଡ୍ ମଧ୍ୟେ ନଡ଼ିଆ ଓ ପରେ ଲାଉ ନ ଖାଇଲେ ଭଲ।

ଶୁଭସମୟ–

ଅମୃତବେଳା- ରାତ୍ର ଘଣ୍ଟା ୭।୧ ମିନିଟ୍ ରୁ ଘଣ୍ଟା ୯।୧୧ ମିନିଟ୍, ରାତ୍ର ଘଣ୍ଟା ୧୨।୪ ମିନିଟ୍ ରୁ ଘଣ୍ଟା ୨।୧୪ ମିନିଟ୍, ରାତ୍ର ଘଣ୍ଟା ୩।୪୦ ମିନିଟ୍ ରୁ ଘଣ୍ଟା ୫।୭ ମିନିଟ୍ ମଧ୍ୟେ। ମାହେନ୍ଦ୍ର- ସୂର୍ଯ୍ୟଉଦୟରୁ ସକାଳ ଘଣ୍ଟା ୬ ଟା, ଦିବା ଘଣ୍ଟା ୯।୩୧ ମିନିଟ୍ ରୁ ଘଣ୍ଟା ୧୧।୧୬ ମିନିଟ୍, ଦିବା ଘଣ୍ଟା ୩।୪୦ ମିନିଟ୍ ରୁ ସଂଧ୍ୟା ଘଣ୍ଟା ୬।୧୮ ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମେଷ, ବୃଷ, ସିଂହ, କନ୍ୟା, ବିଛା, ଧନୁ, କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି ଓ ଦିବା ଘଣ୍ଟା ୩|୪୩ ମିନିଟ୍ ପରେ  ମେଷ, ବୃଷ, ମିଥୁନ, କନ୍ୟା, ତୁଳା, ଧନୁ, ମକର, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଦ୍ଵିଜା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ଆଶ୍ଳେଷା, ପୂର୍ବାଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ଜ୍ୟୋଷ୍ଠା, ପୂର୍ବାଷାଢା, ଶ୍ରବଣା, ଶତଭିଷା, ଉତ୍ତର ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ରାତ୍ର ଘଣ୍ଟା ୧୦|୫|୨ସେକେଣ୍ଡ୍ ଗତେ ଅଶ୍ଵିନୀ, କୃତ୍ତିକା,  ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ମଘା, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ମୂଳା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ।

ଘାତବାର ଓ ଘାତଚନ୍ଦ୍ର –

ତୁଳା, କୁମ୍ଭ ରାଶିର ଘାତବାର। ମିଥୁନ, ମକର, ମୀନ ରାଶିର ଘାତଚନ୍ଦ୍ର ଓ ଦିବା ଘଣ୍ଟା ୩|୪୩ ମିନିଟ୍ ପରେ ଧନୁ ରାଶିର ଘାତଚନ୍ଦ୍ର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ରାତ୍ର ଘଣ୍ଟା ୧୦|୫|୨ସେକେଣ୍ଡ୍ ମଧ୍ୟେ ସାତମାସ ଗଣ୍ଡଦୋଷ, ଫଳ-ଶରୀରପୀଡା ଯୋଗେ ପ୍ରତିକାର କରଣୀୟ। ରଜଶ୍ଚକ୍ରେ ସର୍ବସମ୍ପନ୍ନା।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ଅଷ୍ଟମୀର ଏକୋଦ୍ଦିଷ୍ଟ ଏବଂ ନବମୀର ପାର୍ବଣ ଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ମୃତବ୍ୟକ୍ତିର ରାତ୍ର ଘଣ୍ଟା ୧୦|୫|୨ସେକେଣ୍ଡ୍ ମଧ୍ୟେ ଏକପାଦ ଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍।

ଅଶୁଭସମୟ-

ରାହୁକାଳ- ଦିବା ଘଣ୍ଟା ୧|୨୩ ମିନିଟ୍ ରୁ ଘଣ୍ଟା ୩|୧ ମିନିଟ୍ ମଧ୍ୟେ। ବାରବେଳା- ଦିବା ଘଣ୍ଟା ୪|୪୧ ମିନିଟ୍ ରୁ ସଂଧ୍ୟା ଘଣ୍ଟା ୬|୧୯ ମିନିଟ୍ ମଧ୍ୟେ। କାଳବେଳା- ଦିବା ଘଣ୍ଟା ୩|୨ ମିନିଟ୍ ରୁ ଘଣ୍ଟା ୪|୪୧ ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୧୧|୪୪ ରୁ ଘଣ୍ଟା ୧|୬ ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-  

ରବିରାଶି-୧।୨୨।୬।୧୪-, ଚନ୍ଦ୍ରରାଶି-୧୦।୨୪।୩୦।୧୭-,  ମଙ୍ଗଳରାଶି-୯|୧୨|୪୮|୨୪-,

ବୁଧରାଶି-୧|୨୩|୧୩|୫୪-, ବୃହସ୍ପତିରାଶି-୬|୨୦|୫୪|୪୨-, ଶୁକ୍ରରାଶି-୨|୨୭|୪୬|୪୯-,

ଶନିରାଶି-୮|୧୩|୧୧|୩୦-, ରାହୁରାଶି-୯|୧୨|୪୯|୧୦-, କେତୁରାଶି-୯|୧୨|୪୯|୧୦-।

ଆଜିରଲଗ୍ନ

ରାତ୍ର ୩ଟା ୩୮ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୫ଟା ୪୧ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୭ଟା ୫୪ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧୦ଟା ୮ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୧୨ଟା ୧୭ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୨ଟା ୨୪ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୪ଟା ୩୬ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୬ଟା ୫୧ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୮ଟା ୫୭ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୧୦ଟା ୪୬ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୧୨ ଟା ୨୧ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୧ଟା ୫୫ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ। ରାତ୍ର ୩ଟା ୩୮ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। 

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି ମୋକଦ୍ଦମାଦାୟର କରିପାରିବେ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ରାତ୍ର ଘଣ୍ଟା ୧୦|୫|୨ସେକେଣ୍ଡ୍ ମଧ୍ୟେ ପୂର୍ବଭାଦ୍ରନକ୍ଷତ୍ର କୁମ୍ଭରାଶି ଓ ଦିବା ଘଣ୍ଟା ୩|୪୩ ମିନିଟ୍ ପରେ ମୀନରାଶି ଗୁରୁମହାଦଶାରେ ଜନ୍ମହୋଇଛି। ରାତ୍ର ଘଣ୍ଟା ୧୦|୫|୨ସେକେଣ୍ଡ୍ ପରେ ଉତ୍ତରଭାଦ୍ରନକ୍ଷତ୍ର ମୀନରାଶି ଶନିମହାଦଶାରେ ଜନ୍ମହୋଇଛି ବୋଲି ଜାଣିବେ। ଗ୍ରହସ୍ଫୁଟ ଓ ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!