ଆଜି କେମିତି ରହିବ ଆପଣଙ୍କ ଦିନ : ୮ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୮ ଅପ୍ରେଲ ୨୦୧୮

ମେଷ:-

ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର- ଗାଈକୁ ଘାସ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଭାବନାର  ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଜ୍ୟ କରି କିଛି ଦାନ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କର୍କଟ:-

ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଜିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରତିକାର-ମନ୍ଦିର ସାମ୍ନାରେ ମୁଣ୍ଡ ନୂଆଁଇ ପ୍ରଣାମ କରନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ  ପରିପୂର୍ଣ୍ଣ ହେବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।  

କନ୍ୟା:-

ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସରକାରୀ କାମରେ ସଫଳତା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ  ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପ୍ରତିକାର- ସୋରିଷତେଲ ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପାରିବାରିକ ବ୍ୟବସାୟ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।  

ବିଛା:-

ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

ଧନୁ:-

ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।    

ମକର:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।  

ମୀନ:-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!