ଦୈନିକ ପାଞ୍ଜି: ଜୁନ୍ ୮, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ଜୁନ୍ ୮, ୨୦୧୮

ସୂର୍ଯ୍ୟଉଦୟ   ପ୍ରାତଃ ଘ ୫|୭|୨୨ସେ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟାସ୍ତ       ସଂଧ୍ୟା ଘ ୬|୧୭|୩୨ସେ

ଉଡ୍ରାବ୍ଦ ୧୪୨୫ସାଲ ବୃଷ ୨୫ ଦିନ ରାଷ୍ଟ୍ରିୟ ଜ୍ୟେଷ୍ଠମାସ ୧୮ ଦିନ ଶୁକ୍ରବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ମଳ ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ନବମୀତିଥି ଦିବା ଘଣ୍ଟା ୧|୧୪|୧୫ସେକେଣ୍ଡ୍,

ଉତ୍ତରଭାଦ୍ରନକ୍ଷତ୍ର ରାତ୍ର ଘଣ୍ଟା ୧୧|୨|୩୯ସେକେଣ୍ଡ୍, ମୀନଚନ୍ଦ୍ର ଅହୋରାତ୍ର,

ଆୟୁଷ୍ମାନଯୋଗ ରାତ୍ର ଘଣ୍ଟା ୧୦|୧୭|୧୨ସେକେଣ୍ଡ୍,

ଗରକରଣ ଦିବା ଘଣ୍ଟା ୧|୧୪|୧୫ସେକେଣ୍ଡ୍, ବାଣିଜ୍ୟକରଣ ରାତ୍ର ଘଣ୍ଟା ୧|୧୪|୧୮ସେକେଣ୍ଡ୍,

ରବ୍ୟଂଶଽ୨୩|୩|୩୮, ସୂକ୍ଷ୍ମଚନ୍ଦ୍ର ରାଶି ୧୧|୭|୨|୫୯,

ଦିନମାନ ଘଣ୍ଟା ୧୩|୧୦|୧୦ସେକେଣ୍ଡ୍, ନିଶାମାନ ଘଣ୍ଟା ୧୦|୪୯|୫୦ସେକେଣ୍ଡ୍,

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ଯୋଗିନୀବାସ-

ଯୋଗିନୀ ପୂର୍ବେ ଦିବା ଘଣ୍ଟା ୧|୧୪|୧୫ସେକେଣ୍ଡ୍ ଗତେ ଉତ୍ତରେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ଦିବା ଘଣ୍ଟା ୧|୧୪|୧୫ସେକେଣ୍ଡ୍ ମଧ୍ୟେ ଲାଉ ଓ ପରେ କଳମଶାଗ ନ ଖାଇଲେ ଭଲ।

ଶୁଭସମୟ–

ଅମୃତବେଳା- ଦିବା ଘଣ୍ଟା ୧୨।୯ ମିନିଟ୍ ରୁ ଘଣ୍ଟା ୨।୪୭ ମିନିଟ୍, ସୂର୍ଯ୍ୟାସ୍ତରୁ ରାତ୍ର ଘଣ୍ଟା ୮।୨୮ ମିନିଟ୍,  ରାତ୍ର ଘଣ୍ଟା ୧୨।୪୭ ମିନିଟ୍ ରୁ ଘଣ୍ଟା ୨।୫୭ ମିନିଟ୍, ରାତ୍ର ଘଣ୍ଟା ୩।୪୦ ମିନିଟ୍ ରୁ ଘଣ୍ଟା ୫।୭ ମିନିଟ୍ ମଧ୍ୟେ। ମାହେନ୍ଦ୍ର- ସୂର୍ଯ୍ୟଉଦୟରୁ ସକାଳ ଘଣ୍ଟା ୬ ଟା ରୁ ଘଣ୍ଟା ୬।୫୨ ମିନିଟ୍, ଦିବା ଘଣ୍ଟା ୯।୩୧ ମିନିଟ୍ ରୁ ଘଣ୍ଟା ୧୦।୨୩ ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମେଷ, ବୃଷ, ମିଥୁନ, କନ୍ୟା, ତୁଳା, ଧନୁ, ମକର, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଅଶ୍ଵିନୀ, କୃତ୍ତିକା,  ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ମଘା, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ମୂଳା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ରାତ୍ର ଘଣ୍ଟା ୧୧|୨|୩୯ ସେକେଣ୍ଡ୍ ଗତେ ଅଶ୍ଵିନୀ, ଦ୍ଵିଜା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ମଘା, ପୂର୍ବାଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ମୂଳା, ପୂର୍ବାଷାଢା, ଶ୍ରବଣା, ଶତଭିଷା, ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ।

ଘାତବାର ଓ ଘାତଚନ୍ଦ୍ର –

ବିଛା, ଧନୁ, ମୀନ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ଗଣ୍ଡଦୋଷ ନାସ୍ତି। ରଜଶ୍ଚକ୍ରେ ରାତ୍ର ଘଣ୍ଟା ୧୧|୨|୩୯ସେକେଣ୍ଡ୍ ମଧ୍ୟେ ସର୍ବସମ୍ପନ୍ନା ଓ ପରେ ବେଶ୍ୟା ଯୋଗେ ପ୍ରତିକାର କରଣୀୟ।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ନବମୀର ଏକୋଦ୍ଦିଷ୍ଟ ଓ ଦଶମୀର ପାର୍ବଣ ଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ଦୋଷ ନାହିଁ।

ଅଶୁଭସମୟ-

ରାହୁକାଳ / କାଳବେଳା- ଦିବା ଘଣ୍ଟା ୧୦|୫ ମିନିଟ୍ ରୁ ଘଣ୍ଟା ୧୧|୪୫ ମିନିଟ୍ ମଧ୍ୟେ। ବାରବେଳା- ସକାଳ ଘଣ୍ଟା ୮|୨୭ ମିନିଟ୍ ରୁ ଘଣ୍ଟା ୧୦|୬ ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୯|୨ ରୁ ଘଣ୍ଟା ୧୦|୨୩ ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-  

ରବିରାଶି-୧।୨୩।୩।୩୮-, ଚନ୍ଦ୍ରରାଶି-୧୧।୭।୨।୫୯-,  ମଙ୍ଗଳରାଶି-୯|୧୩|୧|୪୦-,

ବୁଧରାଶି-୧|୨୫|୨୫|୫୧-, ବୃହସ୍ପତିରାଶି-୬|୨୦|୪୯|୮, ଶୁକ୍ରରାଶି-୨|୨୮|୫୭|୨୨-,

ଶନିରାଶି-୮|୧୩|୭|୩୧-, ରାହୁରାଶି-୩|୧୨|୪୫|୪-, କେତୁରାଶି-୯|୧୨|୪୫|୪-।

ଆଜିରଲଗ୍ନ

ରାତ୍ର ୩ଟା ୩୪ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୫ଟା ୩୭ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୭ଟା ୫୦ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧୦ଟା ୪ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୧୨ଟା ୧୩ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୨ଟା ୨୦ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୪ଟା ୩୨ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୬ଟା ୪୭ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୮ଟା ୫୩ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୧୦ଟା ୪୨ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୧୨ ଟା ୧୭ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୧ଟା ୫୧ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ। ରାତ୍ର ୩ଟା ୩୪ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। 

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି ବାଣିଜ୍ୟକରଣ, ଦେବତାଗଠନ, ଯାନକ୍ରୟ ଓ ଆରୋହଣ, ନାମକରଣ, ଔଷଧ କରଣ ଓ ସେବନ, ନାଟ୍ୟାରମ୍ଭ ବା ଚଳଚ୍ଚିତ୍ର, ଖଡ୍ଗଧାରଣ,  ହଳଆରମ୍ଭ, ବିହନବୁଣା, ଧାନ୍ୟସ୍ଥାପନ କରିପାରିବେ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ରାତ୍ର ଘଣ୍ଟା ୧୧|୨|୩୯ସେକେଣ୍ଡ୍ ମଧ୍ୟେ ଉତ୍ତରଭାଦ୍ରନକ୍ଷତ୍ର ମୀନରାଶି ଶନିମହାଦଶାରେ ଜନ୍ମହୋଇଛି। ରାତ୍ର ଘଣ୍ଟା ୧୧|୨|୩୯ସେକେଣ୍ଡ୍ ପରେ ରେବତୀନକ୍ଷତ୍ର ମୀନରାଶି ବୁଧମହାଦଶାରେ ଜନ୍ମହୋଇଛି ବୋଲି ଜାଣିବେ। ଗ୍ରହସ୍ଫୁଟ ଓ ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!