ଆଜି କେମିତି ରହିବ ଆପଣଙ୍କ ଦିନ : ୯ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୯ ଅପ୍ରେଲ ୨୦୧୮

ମେଷ:-

ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅବସର ମିଳିପାରେ। ନୂଆ ଚାକିରୀ ମଧ୍ୟ ମିଳିପାରେ। ନୂତନ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପ୍ରତିକାର- ଗାଈକୁ ଘାସ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ନିଜ ଲୋକ ମନମୋଟିଆ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ ଭବିଷ୍ୟତରେ ମିଳିବାକୁ ଥିବା ସମସ୍ତ ସଫଳତାରେ ବାଧାସୃଷ୍ଟି ହୋଇପାରେ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।   

କର୍କଟ:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।   

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ନୂଆ ଚାକିରୀ ହେବାର ଅଫର୍ ମିଳିବ। ଶାରୀରିକ କଷ୍ଟ ଦୂର ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ଅଳ୍ପକେ ଦୁର୍ଘଟଣାରୁ ରକ୍ଷା ପାଇବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କନ୍ୟା:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ। 

ତୁଳା:-

ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରତିକାର-ମନ୍ଦିର ସାମ୍ନାରେ ମୁଣ୍ଡ ନୂଆଁଇ ପ୍ରଣାମ କରନ୍ତୁ।  

ବିଛା:-

ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ। ସେୟାର ବଜାରରେ ମୁନାଫା ମିଳିବ। ପତ୍ନୀଙ୍କ ସେବା ଓ ସହଯୋଗରେ ଆଗକୁ ବଢିପାରିବେ। ନୂଆ ସମସ୍ୟାର ସମ୍ମୁଖୀନ ହେବେ। ଆକସ୍ମିକ ଦୁର୍ଘଟଣା, ଶଲ୍ୟ ଚିକିତ୍ସା ଓ ଶତୃମାନେ ଷଡଯନ୍ତ୍ର କରି କ୍ଷତି କରିବେ। ପ୍ରତିକାର-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।

ଧନୁ:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଚାକିରୀରେ ପଦୋନ୍ନତି ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ବ୍ୟବସାୟ ସମ୍ବନ୍ଧୀୟ  ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ। ପ୍ରତିକାର- ଶଣ୍ଢକୁ ଘାସ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ମୀନ:-

ଦୁଃଖୀ ଲୋକଙ୍କୁ ସାହାରାହେବେ ଓ ସାହାର୍ଯ୍ୟ କରିବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର- ଗାଈକୁ ଘାସ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!