ଦୈନିକ ରାଶିଫଳ: ୯ ଡିସେମ୍ବର ୨୦୧୮। ଏହି ରାଶି ବ୍ୟକ୍ତିଙ୍କ ପାଇଁ ମିଳୁଛି କିଛି ଶୁଭ ସଂକେତ, ବଦଳିବାକୁ ଯାଉଛି ଭାଗ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୯ ଡିସେମ୍ବର ୨୦୧୮। ଏହି ରାଶି ବ୍ୟକ୍ତିଙ୍କ ପାଇଁ ମିଳୁଛି କିଛି ଶୁଭ ସଂକେତ, ବଦଳିବାକୁ ଯାଉଛି ଭାଗ୍ୟ

ମେଷ:-

ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ଭୂମି, ଧନ, ଗୋମାତା ପ୍ରାପ୍ତିହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୀତିକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ପ୍ରତିଷ୍ଠା ବୃଦ୍ଧିହେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ ଓ ଆର୍ଥିକସ୍ଥିତି ଭଲ ରହିବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ମିତ୍ରମାନେ ପରାମର୍ଶ ଦେଇ କିଛି ଉନ୍ନତି ମୂଳକ କାମପ୍ରତି ପ୍ରଲୋଭିତ କରିବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ଘରୋଇ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ ଓ ସୁଖ ଶାନ୍ତି ମିଳିବ। ବ୍ୟକ୍ତିଗତ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ ଏବଂ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ, ଗୃହ ଆଦି ଲାଭ ହେବାର ସମ୍ଭାବନା ଅଛି। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ତେଣୁ ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଦୂରଯାତ୍ରା ସୁଯୋଗ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ପ୍ରତିକାର-ଘରୁ ବହାରରିବାସମୟରେ ମୁହଁ ମିଠା କରି ବାହାରନ୍ତୁ।

କର୍କଟ:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ। ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ। ଘର ପରିବାରସ୍ଥିତି ଭଲ ରହିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ-

ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ମାନସିକ ଶାନ୍ତି ମିଳିବ ଓ ଧନ ପ୍ରାପ୍ତି ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ। ଶାରୀରିକ ଅସୁସ୍ଥତା ଦୂର ହେବ ଓ  ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ଓ ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର:-ବୃଦ୍ଧବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

କନ୍ୟା:-

ରାଜନୈତିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟରେ ଲାଭବାନ ହେବେ। ମାନସିକ ଦୁଶ୍ଚିନ୍ତା ଦୂରହେବ। ସାମାଜିକକ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷା, ବାଦବିବାଦ ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ କରିବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ରାଜନୈତିକକ୍ଷେତ୍ରରେ ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ବିଛା:-

ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବା ସହ ଆୟ ବୃଦ୍ଧି ଓ ସଫଳତା ପାଇବେ। ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ ଓ ସହଯୋଗ ପ୍ରାପ୍ତି ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବା ସହ କାର୍ଯ୍ୟଭାର ବୃଦ୍ଧି ହେବ। ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ। ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ। ଘର ପରିବାରସ୍ଥିତି ଭଲ ରହିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ବାକିଥିବା କାର୍ଯ୍ୟ ସଫଳତାପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତକାର୍ଯ୍ୟରେ ସଫଳତା ମିଳିବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ର ଆଭୂଷଣ, ବାହାନାଦି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ। ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର:-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-

ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ।  ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ।  ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ପ୍ରତିକାର-ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!