ଦୈନିକ ରାଶିଫଳ: ୯ ଫ୍ରେବୃୟାରୀ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ଆର୍ଥିକ ସମସ୍ୟା ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ଶାରୀରିକ ଅସୁସ୍ଥତା ଦୂର ହେବ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ। ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ। ପ୍ରତିକାର:- କୁଆ, କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ। ପଢ଼ାପଢ଼ିରେ ମନଦେଇ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ। ଭାତୃ ବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଯୌଥ ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ ଘଟଣାରେ ପରିବର୍ତ୍ତନ ଦେଖାଦେବ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଶତ୍ରୁମାନେ ମିତ୍ରତା କାର୍ଯ୍ୟ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଗୃହରେ ଧର୍ମକାର୍ଯ୍ୟର ଆୟୋଜନ କରି ପାରନ୍ତି। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂରହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ରାଜନୈତିକ କ୍ଷେତ୍ରରେ ସ୍ଥିତି ସୁଦୃଢ ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

କର୍କଟ:-

ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ସଫଳତା ପାଇବେ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଶୁଭ ଫଳ ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇ ମାନସିକ ଶାନ୍ତି ଅନୁଭବ କରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ସାମାଜିକକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ। ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଆଶା ଆକାଂକ୍ଷା ପୂର୍ଣ୍ଣହେବ।ବାଦବିବାଦଠାରୁ ଦୂରେଇ ରହିବା ଉଚିତ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ। 

କନ୍ୟା:-

ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ନୂତନ ବାହନଆଦି କ୍ରୟ କରି ପାରନ୍ତି। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଘରୋଇ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। କୃଷିଜାତ ଦ୍ରବ୍ୟ ଓ ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ପାଇବେ। ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। ପ୍ରତିକାର ଗୋମତାକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଶାରୀରିକ କଷ୍ଟ ଦୂରେଇ ଯିବ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହି ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରାର ସୁଯୋଗ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

 ଧନୁ:-

ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ରାଜନୀତିକ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ। ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଦୂରଯାତ୍ରା କରି ବ୍ୟବସାୟରେ ସଫଳତା ପାଇବେ ଓ ଶାରୀରିକ କଷ୍ଟ ଦୂରେଇ ଯିବ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବା ସହ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ। ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ଯଶମାନପ୍ରତିଷ୍ଠା ବୃଦ୍ଧିପାଇବ। ସନ୍ତାନଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣହେବେ। ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟରେ ଉନ୍ନତି ହେବ। ଋଣଭାର କମିଯିବ। ଶତୃମାନେ ପରାଜିତ ହେବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ :-

ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!