ଆଜି କେମିତି ରହିବ ଆପଣଙ୍କ ଦିନ : ୯ ମାର୍ଚ୍ଚ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ:୯ ମାର୍ଚ୍ଚ ୨୦୧୮

ମେଷ:-

କାର୍ପାସ ବ୍ୟବସାୟ ସମ୍ବନ୍ଧିତ ଲୋକମାନଙ୍କୁ ବ୍ୟାପାରରେ ଆଜି ଅଧିକ ଲାଭ ହୋଇପାରେ। ନିୟନ୍ତ୍ରଣରୁ ବାହାର କାମରେ କ୍ଷତି ସହିବାକୁ ପଡିପାରେ। ନିୟନ୍ତ୍ରଣ ମଧ୍ୟରେ ହିଁ କାମ କରିବା ଉଚିତ୍। କୌଣସି ନୂଆ କାମ ଓ ନୂଆ ଡିଲ୍ ଅଞ୍ଜାମ ଦେଇପାରିବେ। କୌଣସି ନୂଆ କାମ ଓ ନୂଆ ଡିଲ୍ ନକରିବା ଭଲ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବେରୋଜଗାରଙ୍କୁ ରୋଜଗାର ମିଳିବ। ପ୍ରେମୀ-ପ୍ରେମିକାଙ୍କ ମଧ୍ୟରେ ସାମଞ୍ଜସ୍ୟ ସୃଷ୍ଟି ହେବ। ଶେୟର ବଜାର, ବା ଲାଟ୍ରି ଆଦିରେ ଲାଭ ମିଳିପାରେ। ଶତୃ ଓ ବିରୋଧୀମାନେ ସାମ୍ନାକୁ ଆସିପାରିବେ ନାହିଁ। ଶୁଭମାଙ୍ଗଳିକ କାର୍ଯ୍ୟରେ ଯୋଗଦେଇ ଆନନ୍ଦ ଅନୁଭବ କରିପାରିବେ। ପ୍ରତିକାର-କୌଣସି କନ୍ୟାକୁ ଧଳାମିଠା ଖାଇବାକୁ ଦେବେ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତି ଉନ୍ନତି ପ୍ରାପ୍ତ କରିବେ। ଶୁଭ ସମାଚାର ପ୍ରାପ୍ତି ହେବ। କୌଣସି ମାଙ୍ଗଳିକ ପ୍ରୟୋଜନ ଓ ଉତ୍ସବରେ ଯୋଗଦାନ ଦେବେ। ଜୀବନର ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

ସନ୍ତାନଙ୍କ ସମ୍ବନ୍ଧୀତ କୌଣସି ଶୁଭ ସମାଚାର ଶୁଣିବେ।  ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ଧର୍ମକାର୍ଯ୍ୟରେ ନିଯୋଜିତ ହେବେ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ଅଚାନକ ଭାବରେ ଗୁପ୍ତସାଧନରେ ଟଙ୍କା ମିଳିପାରେ। ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାରେ ସଫଳତା ମିଳିବ। ମୋକଦ୍ଦମାରେ କାହାର ସହଯୋଗରେ ବିଜୟ ପ୍ରାପ୍ତ ହେବ। ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

କନ୍ୟା:-

ମିତ୍ରମାନଙ୍କ ସହଯୋଗରେ କୌଣସି ନୂଆକାମ ଓ ନୂଆ ବ୍ୟବସାୟ ଆରମ୍ଭ କରି ପାରିବେ। କିଛି ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ପ୍ରାପ୍ତ ହେବ। ସରକାରୀ କ୍ଷେତ୍ରରେ ବିଜୟ ହେବ ଓ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। ନୂତନ ଦ୍ରବ୍ୟ କ୍ରୟ-ବିକ୍ରୟ କରିପାରିବେ। ପ୍ରତିକାର- ହରିଡା ଚନ୍ଦନ ଘୋରି ଧାରଣ କରନ୍ତୁ।

ତୁଳା:-

ପ୍ରେମ-ସମ୍ବନ୍ଧରେ କଟୁତା ଦୂର ହେବ। କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ। କୌଣସି ଇଲୋକଟ୍ରନିକ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରିପାରିବେ। ପୁରାତନ ରୋଗର ଉପଶମ ମିଳିବ। ଅଚାନକ ଭାବରେ ଧନ ଲାଭ ହୋଇପାରେ। ପ୍ରତିକାର- ଯଜ୍ଞଭସ୍ମ  ମସ୍ତକରେ ଧାରଣ କରନ୍ତୁ।  

ବିଛା:-

ବ୍ୟବସାୟ ଓ ଚାକିରିରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ। ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବ। ପରିବାରର ସମସ୍ୟା ସମାଧାନ ହୋଇଯିବ। ସମସ୍ତ ଦିଗରୁ ଖୁସି ମିଳିବ। ରାଜନୈତିକ ଯାତ୍ରାରେ ଲାଭ ମିଳିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଅନୁସନ୍ଧାନ, ଖୋଜିବା, ଶୋଧ ପାଇଁ ସମୟ ଉପଯୁକ୍ତ ଅଟେ। ପ୍ରତିକାର- ଉପହାର ସ୍ୱରୂପ ଲାଲରଙ୍ଗର ବସ୍ତୁ ଗ୍ରହଣ କରନ୍ତୁ ନାହିଁ।

ମକର:-

କାମ-କାର୍ଯ୍ୟର ସ୍ଥିତି ଠିକ୍ ରହିବ। ସ୍ଵାସ୍ଥ୍ୟରେ ସୁଧାର ହେବ। ପ୍ରତିଯୋଗୀତା ଓ ପରୀକ୍ଷାରେ ସଫଳତା ମିଳିବ।ଅଦାଲତ କାର୍ଯ୍ୟରେ ସ୍ଥିତି ଆପଣଙ୍କ ସପକ୍ଷରେ ରହିବ। କୌଣସି ଅଧିକାରୀ ଓ ଅଫିସର୍ ଆପଣଙ୍କ ପ୍ରତି ପ୍ରଭାବିତ ରହିବେ, ତାଙ୍କ ଦ୍ଵାରା ଅଟକିଥିବା କାମ ହାସଲ କରିପାରିବେ। ପ୍ରତିକାର- ସୁସ୍ଵାଦୁଖାଦ୍ୟ ଦରିଦ୍ରକୁ ଦାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ଭୂମି, ଭବନ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟର ସାଧନରେ ବୃଦ୍ଧି ହେବ। ଯେଉଁ କାମକୁ କରିବା ପାଇଁ ଚିନ୍ତା ବା ବିଚାର କରୁଥିଲେ ତାହା ସମ୍ପନ୍ନ କରିପାରିବେ। ଗଣମାନ୍ୟ ବ୍ୟକ୍ତି ଓ ରାଜନେତାଙ୍କ ସହିତ ସମ୍ପର୍କ ହେବ। ପରିବାର ଓ କୁଟୁମ୍ବରେ ସମୟ ଦେବେ। ପ୍ରତିକାର- ତେଲଭାଜି ଜଳଖିଆ ଦରିଦ୍ରକୁ ଦାନ କରନ୍ତୁ।

ମୀନ:-

ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। ନୂତନ କାମ ଆରମ୍ଭ କରିପାରିବେ। କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନ ହେବ। ଚାକିରି କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ପ୍ରତିକାର- ମସୁରଡାଲି ଦରିଦ୍ରକୁ ଦାନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!