Brusha Saptahika Rasifala: Weekly Taurus Horoscope (5–11 Oct 2026) ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Taurus Weekly Success & Predictions: 5–11 Oct 2026☀️ ବୃଷ ରାଶିର ସାପ୍ତାହିକ ରାଶିଫଳ ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥôଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥôଲେ ଆଶାତୀତ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ନିଜର ଏକ ବାହ୍ୟରୂପ ଧାରଣ କରିବା ସହିତ ବିଜ୍ଞତାର ସହିତ ପରିସ୍ତିତିର ସମ୍ମୁଖୀନ ହେବା ଶ୍ରେୟସ୍କର ହେବ। ଶିକ୍ଷାକ୍ଷେତ୍ରରେ ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। କେତେକ କ୍ଷେତ୍ରରେ ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।