Kumbha Saptahika Rasifala: Weekly Aquarius Horoscope (5–11 Oct 2026) ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Aquarius Weekly Success & Predictions: 5–11 Oct 2026☀️ କୁମ୍ଭ ରାଶିର ସାପ୍ତାହିକ ରାଶିଫଳ ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ନଷ୍ଟ ହୋଇଥôବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥôବା କାର୍ଯ୍ୟମାନ ଧôରେ ଧôରେ ପୂର୍ଣ୍ଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।