ସେପ୍ଟେମ୍ବର 04 ତାରିଖରୁ 10 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିଙ୍କର ବନୁଛି ଧନଲକ୍ଷ୍ମୀଯୋଗ

ମେଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ ଜନ୍ମ ହୋଇଥିବ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶିର ଫଳଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟିକ ସ୍ଥିତି ସୁଦୃଢ ହେବାସହ ଆଶାତୀତ ଲାଭ ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ … ଅଧିକ ପଢନ୍ତୁ

କର୍କଟ ରାଶିରୁ ସିଂହ ରାଶିକୁ ରବି ସଂକ୍ରମଣ, କଣ ରହିବା 12ଟି ରାଶି ଉପରେ ଏହାର ପ୍ରଭାବ ?

୧୭/୮/ ୨୦୨୩ ମସିହା ଗୁରୁବାରଦିନ କର୍କଟ ରାଶିରୁ ସିଂହ ରାଶିକୁ ରବି ସଂକ୍ରମଣ କରିବେ। ଚନ୍ଦ୍ର ମନର ଅଧିଷ୍ଠାତା ହୋଇଥିବାରୁ ଚନ୍ଦ୍ରସ୍ଥିତି ରାଶିଠାରୁ ସମସ୍ତ ଗ୍ରହମାନଙ୍କର ଗୋଚରଫଳ ବିବେଚନା କରିବାକୁ ପଡିଥାଏ। ରବିଗ୍ରହ ଯଦି ଗୋଚରରେ ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରି ଥାନ୍ତି। ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଶୁଭଫଳମିଳେ ନାହିଁ। ରବି ସିଂହରାଶିକୁ ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, … ଅଧିକ ପଢନ୍ତୁ

ଅଗଷ୍ଟ 14 ତାରିଖରୁ ଅଗଷ୍ଟ 20 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିଙ୍କର ବନୁଛି ଧନଲକ୍ଷ୍ମୀ ଯୋଗ

ମେଷ:- ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ ଜନ୍ମ ହୋଇଥିବ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ବିଦ୍ୟାରେ ଉନ୍ନତି ଘଟିବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟ ଯୁକ୍ତ ହୋଇ ନୂତନ କର୍ମ … ଅଧିକ ପଢନ୍ତୁ

ଜୁଲାଇ 24 ତାରିଖରୁ ଅଗଷ୍ଟ 06 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 2ଟି ରାଶିଙ୍କୁ ହେବ ଧନଲାଭ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟରସ୍ରୋତ ଖୋଲିଯିବ ଓ ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା … ଅଧିକ ପଢନ୍ତୁ

ଜୁଲାଇ 17 ତାରିଖରୁ ଜୁଲାଇ 23 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିରେ ବନୁଛି ରାଜଯୋଗ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦୂରଯାତ୍ରାର ସୁଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧିହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ … ଅଧିକ ପଢନ୍ତୁ

ମିଥୁନ ରାଶିରୁ କର୍କଟ ରାଶିକୁ ରବି ସଂକ୍ରମଣ କରିବା ଫଳରେ 4ଟି ରାଶିର ରାଜଯୋଗ

୧୭/୭/ ୨୦୨୩ ମସିହା ସୋମବାରଦିନ ମିଥୁନରାଶିରୁ କର୍କଟ ରାଶିକୁ ରବି ସଂକ୍ରମଣ କରିବେ। ଚନ୍ଦ୍ର ମନର ଅଧିଷ୍ଠାତା ହୋଇଥିବାରୁ ଚନ୍ଦ୍ରସ୍ଥିତି ରାଶିଠାରୁ ସମସ୍ତ ଗ୍ରହମାନଙ୍କର ଗୋଚରଫଳ ବିବେଚନା କରିବାକୁ ପଡିଥାଏ। ରବିଗ୍ରହ ଯଦି ଗୋଚରରେ ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରି ଥାନ୍ତି। ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଶୁଭଫଳମିଳେ ନାହିଁ। ରବିକର୍କଟରାଶିକୁ ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ … ଅଧିକ ପଢନ୍ତୁ

ଜୁଲାଇ 10 ତାରିଖରୁ ଜୁଲାଇ 16 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିରେ ବନୁଛି ଲକ୍ଷ୍ମୀଯୋଗ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ ଓ ସବୁଥିରେ ସଫଳତା ମିଳିବ।ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବା ଫଳରେ ମାନସିକ ସ୍ଥିରତା ଦେଖାଦେବ। କ୍ରିଡା, … ଅଧିକ ପଢନ୍ତୁ

ଜୁଲାଇ 03 ତାରିଖରୁ ଜୁଲାଇ 09 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିରେ ବନୁଛି ରାଜଯୋଗ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସକଳ କାର୍ଯ୍ୟରେ ସଫଳତା ମିଳିବାସହ ଉଚ୍ଚଆଶା ପୂରଣ ହୋଇ ପାରେ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ସ୍ୱାସ୍ଥ୍ୟରେ ଉନ୍ନତି ହେବ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବା ଫଳରେ ସାମାଜିକସ୍ଥିତି, ମାନସମ୍ମାନ ପ୍ରସିଦ୍ଧି ବୃଦ୍ଧି ପାଇବ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଓ ନୂତନ ବନ୍ଧୁମିଳନ ହେତୁ ମନଖୁସୀ … ଅଧିକ ପଢନ୍ତୁ