ସେପ୍ଟେମ୍ବର 12 ତାରିଖରୁ ସେପ୍ଟେମ୍ବର 18 ତାରିଖ ସାପ୍ତାହିକ ରାଶିଫଳ, ଏହି 2ଟି ରାଶିର ବନୁଛି ରାଜଯୋଗ
ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ । ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ଗୁରୁଜନଙ୍କ ଆଶୀର୍ବାଦ ମିଳିବ । ଲୁଗାପଟା ଓ ସୌଖୀନ ଦ୍ରବ୍ୟରେ ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ … ଅଧିକ ପଢନ୍ତୁ