ଫେବୃୟାରୀ 14 ତାରିଖ ରୁ ଫେବୃୟାରୀ 20 ତାରିଖ ସାପ୍ତାହିକ ରାଶିଫଳ, ଏହି 5ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ
ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ-ପ୍ରତିଷ୍ଠା ବଢିବ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ … ଅଧିକ ପଢନ୍ତୁ