ନଭେମ୍ବର 07 ତାରିଖରୁ ନଭେମ୍ବର 13 ତାରିଖ ସାପ୍ତାହିକ ରାଶିଫଳ, ଏହି 4ଟି ରାଶିର ବନୁଛି ମହାସଂଯୋଗ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବୁଦ୍ଧିମତା କାରଣରୁ ଆଶାତୀତ ଲାଭ ପାଇବେ ଓ ମନୋବାଞ୍ଛିତ କାର୍ଯ୍ୟ ପୂର୍ଣ୍ଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ପୁରାତନ ରୋଗର ଉପଶମ ମିଳିବ। କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। … ଅଧିକ ପଢନ୍ତୁ

ଆଜି ଚନ୍ଦ୍ର ଗ୍ରହଣ, ଗୋଟେ ମାସରେ ସୂର୍ଯ୍ୟ ପରାଗ ଓ ଚନ୍ଦ୍ର ଗ୍ରହଣ ପଡିଥିବାରୁ 12ଟି ରାଶି ବ୍ୟକ୍ତି କରନ୍ତୁ ଏହି ପ୍ରତିକାର

ଗ୍ରସ୍ତୋଦୟ ରାହୁଗ୍ରସ୍ତ ଆକାଶଗ୍ରାସ ଚନ୍ଦ୍ରଗ୍ରହଣ ଦୃଶ୍ୟ ହେତୁ ପାଳନୀୟ ତା ୮-୧୧-୨୦୨୨ରିଖ, କାର୍ତ୍ତିକମାସ ପୂର୍ଣ୍ଣିମା, ମଙ୍ଗଳବାର। ଗ୍ରହଣସ୍ପର୍ଶ- ଦିବା ଘଣ୍ଟା ୨।୩୯ ମିନିଟ୍ ସମୟେ ଚନ୍ଦ୍ର ଉଦୟ ହୋଇନଥିବାରୁ ଅଦୃଶ୍ୟ, ଗ୍ରହଣମଧ୍ୟ – ଦିବା ଘଣ୍ଟା ୪।୨୯ ମିନିଟ୍ ସମୟେ, ପୂର୍ଣ୍ଣଗ୍ରାସ ଆରମ୍ଭ – ସନ୍ଧ୍ୟା ଘଣ୍ଟା ୫।୬।୨୯ସେକେଣ୍ଡ ସମୟେ, ଗ୍ରହଣ ସର୍ବମୋକ୍ଷ – ସନ୍ଧ୍ୟା ଘଣ୍ଟା ୬।୧୯ ମିନିଟ୍ ସମୟରେ ହେବ। ପାଳନ ବିଧି – ଶ୍ରୀ ଶ୍ରୀ … ଅଧିକ ପଢନ୍ତୁ

2023 ମସିହା ଇଂରାଜୀ ନବବର୍ଷ କେମିତି କଟିବ ସିଂହ (Leo) ରାଶିର, କଣ କହୁଛି ଗ୍ରହ ନକ୍ଷତ୍ର… ଦେଖନ୍ତୁ

୨୦୨୩ ମସିହା ଇଂରାଜୀ ନବବର୍ଷ କେମିତି କଟିବ ସିଂହରାଶିର ଆବାଳବୃଦ୍ଧ ବନିତାମାନଙ୍କ ପାଇଁ, କଣରହିଛି ଗ୍ରହମାନଙ୍କର ଫଳାଫଳ, କେମିତି କରିବେ ଅଶୁଭ ଗ୍ରହ ମାନଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା – ନୂଆ ବର୍ଷ ଅର୍ଥାତ୍ ଜୀବନର ନୂଆ ନୂଆ ଯୋଜନା ଓ ସ୍ଵପ୍ନ । ଏହି ନୂଆ ବର୍ଷ ସହିତ ଏକ ଆଶାର ଡୋରୀ ବାନ୍ଧି ହୋଇଥାଏ । ଏହି ଆଶାରୁ ହିଁ ଜିଜ୍ଞାସା ସୃଷ୍ଟି ହୁଏ । … ଅଧିକ ପଢନ୍ତୁ

November 2022, ମାସିକ ରାଶିଫଳ, କଣ ରହିବ 12ଟି ରାଶିର ଶୁଭାଶୁଭଫଳ, କଣ କରିବେ ଅଶୁଭ ଗ୍ରହଙ୍କ ପାଇଁ ପ୍ରତିକାର? ଦେଖନ୍ତୁ

ମେଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶି ହେବ । ମେଷରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ … ଅଧିକ ପଢନ୍ତୁ

2023 ମସିହା ଇଂରାଜୀ ନବବର୍ଷ କେମିତି କଟିବ କର୍କଟ (Cancer) ରାଶିର, କଣ କହୁଛି ଗ୍ରହ ନକ୍ଷତ୍ର… ଦେଖନ୍ତୁ

୨୦୨୩ ମସିହା ଇଂରାଜୀ ନବବର୍ଷ କେମିତି କଟିବ କର୍କଟରାଶିର ଆବାଳବୃଦ୍ଧ ବନିତାମାନଙ୍କ ପାଇଁ, କଣରହିଛି ଗ୍ରହମାନଙ୍କର ଫଳାଫଳ, କେମିତି କରିବେ ଅଶୁଭ ଗ୍ରହ ମାନଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା – ନୂଆ ବର୍ଷ ଅର୍ଥାତ୍ ଜୀବନର ନୂଆ ନୂଆ ଯୋଜନା ଓ ସ୍ଵପ୍ନ । ଏହି ନୂଆ ବର୍ଷ ସହିତ ଏକ ଆଶାର ଡୋରୀ ବାନ୍ଧି ହୋଇଥାଏ । ଏହି ଆଶାରୁ ହିଁ ଜିଜ୍ଞାସା ସୃଷ୍ଟି ହୁଏ । … ଅଧିକ ପଢନ୍ତୁ

ଅକ୍ଟୋବର 31 ତାରିଖରୁ ନଭେମ୍ବର 06 ତାରିଖ ସାପ୍ତାହିକ ରାଶିଫଳ, ଏହି 5ଟି ରାଶିର ବନୁଛି ଧନପ୍ରାପ୍ତି ଯୋଗ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବାସହ ମାନସିକ ଶାନ୍ତି ବୃଦ୍ଧି ପାଇପାରେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। … ଅଧିକ ପଢନ୍ତୁ

2023 ମସିହା ଇଂରାଜୀ ନବବର୍ଷ କେମିତି କଟିବ ବୃଷ (Taurus) ରାଶିର, କଣ କହୁଛି ଗ୍ରହ ନକ୍ଷତ୍ର… ଦେଖନ୍ତୁ

୨୦୨୩ ମସିହା ଇଂରାଜୀ ନବବର୍ଷ କେମିତି କଟିବ ବୃଷରାଶିର ଆବାଳବୃଦ୍ଧ ବନିତାମାନଙ୍କ ପାଇଁ, କଣରହିଛି ଗ୍ରହମାନଙ୍କର ଫଳାଫଳ, କେମିତି କରିବେ ଅଶୁଭ ଗ୍ରହ ମାନଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା – ନୂଆ ବର୍ଷ ଅର୍ଥାତ୍ ଜୀବନର ନୂଆ ନୂଆ ଯୋଜନା ଓ ସ୍ଵପ୍ନ । ଏହି ନୂଆ ବର୍ଷ ସହିତ ଏକ ଆଶାର ଡୋରୀ ବାନ୍ଧି ହୋଇଥାଏ । ଏହି ଆଶାରୁ ହିଁ ଜିଜ୍ଞାସା ସୃଷ୍ଟି ହୁଏ । … ଅଧିକ ପଢନ୍ତୁ

2023 ମସିହା ଇଂରାଜୀ ନବବର୍ଷ କେମିତି କଟିବ ମେଷ (Aries) ରାଶିର, କଣ କହୁଛି ଗ୍ରହ ନକ୍ଷତ୍ର… ଦେଖନ୍ତୁ

୨୦୨୩ ମସିହା ଇଂରାଜୀ ନବବର୍ଷ କେମିତି କଟିବ ମେଷରାଶିର ଆବାଳବୃଦ୍ଧ ବନିତାମାନଙ୍କ ପାଇଁ, କଣରହିଛି ଗ୍ରହମାନଙ୍କର ଫଳାଫଳ, କେମିତି କରିବେ ଅଶୁଭ ଗ୍ରହ ମାନଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା – ନୂଆ ବର୍ଷ ଅର୍ଥାତ୍ ଜୀବନର ନୂଆ ନୂଆ ଯୋଜନା ଓ ସ୍ଵପ୍ନ । ଏହି ନୂଆ ବର୍ଷ ସହିତ ଏକ ଆଶାର ଡୋରୀ ବାନ୍ଧି ହୋଇଥାଏ । ଏହି ଆଶାରୁ ହିଁ ଜିଜ୍ଞାସା ସୃଷ୍ଟି ହୁଏ । … ଅଧିକ ପଢନ୍ତୁ

error: Content is protected !!