ଫେବୃୟାରୀ 27 ତାରିଖରୁ ମାର୍ଚ୍ଚ 05 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 2ଟି ରାଶିରେ ବନୁଛି ଧନପ୍ରାପ୍ତି ଯୋଗ
ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି … ଅଧିକ ପଢନ୍ତୁ