ସାପ୍ତାହିକ ରାଶିଫଳ: ସେପ୍ଟେମ୍ବର ୭ ତାରିଖ ରୁ ସେପ୍ଟେମ୍ବର ୧୩, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। ଶତୃମାନେ ଦୂର ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରୋଜଗାରରେ ଉନ୍ନତି ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଜନସମ୍ପର୍କ ସୁଦୃଢ ହେବ। … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ଅଗଷ୍ଟ ୩୧ ତାରିଖ ରୁ ସେପ୍ଟେମ୍ବର ୬, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ଅଗଷ୍ଟ ୨୪  ତାରିଖ ରୁ ଅଗଷ୍ଟ୩୦, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଅଟକିଥିବା ଅର୍ଥ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ କ୍ଷମତା ଶକ୍ତି ବଳରେ … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ଅଗଷ୍ଟ ୧୭ ତାରିଖ ରୁ ଅଗଷ୍ଟ ୨୩, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଅଟକିଥିବା ଅର୍ଥ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ସୁବିଧା ସୁଯୋଗ ପାଇ ଉଚ୍ଚ ସମ୍ମାନ ପାଇବା ସହ ପ୍ରଶଂସିତ ହେବେ।  ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ସୁଖଶାନ୍ତି ବୃଦ୍ଧି ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ସହ ଉନ୍ନତି ଓ … ଅଧିକ ପଢନ୍ତୁ

ରବି ଚଳିଲେ ସିଂହ ରାଶିକୁ, କଣ ରହିବ ୧୨ଟି ରାଶି ଉଓରେ ଏହାର ପ୍ରଭାବ

ରବି ମହାଗ୍ରହ ୨୦୨୦ ମସିହା ଅଗଷ୍ଟମାସ ୧୬ ତାରିଖ ରବିବାରରେ କର୍କଟ ରାଶିରୁ ସିଂହରାଶିକୁ ଗମନ କରିବେ। ସିଂହରାଶିରେ ରବି ସଂକ୍ରମଣ କରିବା ଫଳରେ ବାରୋଟି ରାଶିର ବ୍ୟକ୍ତିମାନେ ଶିକ୍ଷା, ସ୍ୱାସ୍ଥ୍ୟ, ସୁଖ, ସମ୍ପତ୍ତି, ସନ୍ତାନ, ପେଷା, ବେଉଷା, ଦାମ୍ପତ୍ୟ, ପ୍ରେମ, ଚାଷ, ବାସ, କର୍ମ, ବ୍ୟବସାୟ, ଆୟ, ବ୍ୟୟ, ଜମା, ଖର୍ଚ, ରାଜନୀତି ଓ ପାରିବାରିକ କ୍ଷେତ୍ରରେ କଣ ଶୁଭାଶୁଭ ଫଳ ଭୋଗକରିବେ କଣ କରିବେ ପ୍ରତିକାର ଆସନ୍ତୁ … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ଅଗଷ୍ଟ ୧୦ ତାରିଖ ରୁ ଅଗଷ୍ଟ ୧୬, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ କର୍ମରେ ଉନ୍ନତି

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ସୁଖ, ସମ୍ପତ୍ତି … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ଜୁଲାଇ ୨୭ ତାରିଖ ରୁ ଅଗଷ୍ଟ ୨, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କର ସମସ୍ତ କାର୍ଯ୍ୟ ହେବ ସଫଳ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ସମ୍ପତ୍ତି କ୍ରୟ ବିକ୍ରୟ ଓ ଯାନ ବାହନ କ୍ରୟ ବିକ୍ରୟ କରି ପାରନ୍ତି। ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ଵାରା ଲାଭ ପାଇବେ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ଗୃହ ବଦଳେଇବେ ନତୁବା ଗୃହରେ କିଛି ପରିବର୍ତ୍ତନ କରି ପାରନ୍ତି।  ସମୟ … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ଜୁଲାଇ ୨୦ ତାରିଖ ରୁ ଜୁଲାଇ ୨୬, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ପିତା ମାତାଙ୍କ ଶରୀର ସୁସ୍ଥ ରହିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଦୀର୍ଘ … ଅଧିକ ପଢନ୍ତୁ

error: Content is protected !!