ରବି ଚଳିଲେ ମେଷ ରାଶିକୁ, କଣ ରହିବ ୧୨ଟି ରାଶି ଉପରେ ଏହାର ପ୍ରଭାବ ଜାଣନ୍ତୁ

ରବି ମହାଗ୍ରହ ୨୦୨୦ ମସିହା ଅପ୍ରେଲମାସ ୧୩ ତାରିଖ ସୋମବାରରେ ମୀନରାଶିରୁ ମେଷରାଶିକୁ ଗମନ କରିଛନ୍ତି। ମେଷ ରାଶିରେ ରବି ସଂକ୍ରମଣ କରିବା ଫଳରେ ପରମ୍ପରା ଦୃଷ୍ଟିରୁ ଏହି ଦିନଟିକୁ ମହାବିଶୁଭ ପଣାସଙ୍କ୍ରାନ୍ତି ଭାବେ ଓଡିଶାରେ ପାଳନ କରିଥାନ୍ତି। ଏହିଦିନ ୧୯୪୨ ଶକାବ୍ଦ ଆରମ୍ଭ ହୋଇ ଓଡିଆ ନବବର୍ଷ  ଭାବେ ପାଳନ କରାଯିବ। କାରଣ ଏହିଦିନ ଠାରୁ ଓଡିଆ ନୂତନ ପଞ୍ଜିକା ପ୍ରଚଳନ ହୋଇଥାଏ। ଓଡିଆ ନବବର୍ଷର ଶୁଭେଛା ଜଣଉଛି। … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୧୩ ଅପ୍ରେଲ ରୁ ଅପ୍ରେଲ ୧୯, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସାମାଜିକ ପତିଆରା ଅମଳିନ ରହିବ ଓ ଆୟ ଉପାର୍ଜନ ବୃଦ୍ଧି ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୦୬ ଅପ୍ରେଲ ରୁ ଅପ୍ରେଲ ୧୨, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କସହ ମିଳାମିଶା କରି କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ସେୟାର ବଜାରରେ ମୁନାଫା ମିଳିବ। ପୁରୁଣା ନିବେଶ ଲାଭ … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୩୦ ରୁ ଅପ୍ରେଲ ୫, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକ ଶାନ୍ତିସହ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୧୬ ମାର୍ଚ୍ଚ ରୁ ୨୨ ମାର୍ଚ୍ଚ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ବ୍ୟବସାୟରେ ପ୍ରବଳ ଉନ୍ନତି

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସାମାଜିକ ପତିଆରା ଅମଳିନ ରହିବ ଓ ଆୟ ଉପାର୍ଜନ ବୃଦ୍ଧି ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। … ଅଧିକ ପଢନ୍ତୁ

ରବି ଚଳିଲେ ମୀନରାଶିକୁ, ମୀନରାଶିକୁ ରବି ସଂକ୍ରମଣ କରିବା ଫଳରେ ବାରୋଟି ରାଶିର ବ୍ୟକ୍ତିମାନଙ୍କ ଉପରେ କଣ ପଡିବ ପ୍ରଭାବ ଜାଣନ୍ତୁ

ତା ୧୪ / ୩ / ୨୦୨୦ ମସିହା ଶନିବାର ଦିନ ମୀନରାଶିକୁ ଚଳିବେ ରବି, ମୀନରାଶିକୁ ରବି ସଂକ୍ରମଣ କରିବା ଫଳରେ ବାରୋଟି ରାଶିର ବ୍ୟକ୍ତିମାନେ ଶିକ୍ଷା, ସ୍ୱାସ୍ଥ୍ୟ, ସୁଖ, ସମ୍ପତ୍ତି, ସନ୍ତାନ, ପେଷା, ବେଉଷା, ପରିବାର, ଦାମ୍ପତ୍ୟ, ପ୍ରେମ, ରାଜନୀତି, ଚାଷ, ବାସ, କର୍ମ, ବ୍ୟବସାୟ, ଆୟ, ବ୍ୟୟ, ଜମା, ଖର୍ଚ, ରାଜନୀତି ଓ ପାରିବାରିକ କ୍ଷେତ୍ରରେ କଣ ଶୁଭାଶୁଭ ଫଳ ଭୋଗକରିବେ କଣ କରିବେ ପ୍ରତିକାର … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୦୯ ମାର୍ଚ୍ଚ ରୁ ୧୫ ମାର୍ଚ୍ଚ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ପଦୋନ୍ନତି

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସେବାୟତ ମାନଙ୍କ ଉପରେ କର୍ତ୍ତୃତ୍ଵ ବିସ୍ତାର କରି କାର୍ଯ୍ୟ ହାସଲ କରିବେ। ଗୁରୁଜନଙ୍କ ସ୍ନେହ-ସହାନୁଭୁତି ହାସଲରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ପାଇ ଯିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ଦୂରେଇ ଯିବ। ସ୍ଥଳ ବିଶେଷେ ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷର କାରଣ ହେବ। ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। କର୍ମସଂଧାନୀ ମାନେ … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୦୨ ମାର୍ଚ୍ଚ ରୁ ୦୮ ମାର୍ଚ୍ଚ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟରେ  ପ୍ରଚୁର ଲାଭ ହେବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ମାଲିମୋକଦ୍ଦମାରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସିଧା ଓ ଟାଣୁଆ ଶକ୍ତି ଆର୍ଥିକ ସ୍ଥିତିକୁ ସୁଦୃଢକରି ସ୍ଥିର ହିସାବରେ ଚଳିବାରେ ପ୍ରେରଣା ପ୍ରଦାନ … ଅଧିକ ପଢନ୍ତୁ