ସାପ୍ତାହିକ ରାଶିଫଳ: ୨୪ ଫେବୃୟାରୀ ରୁ ୦୧ ମାର୍ଚ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ବିଶେଷ କରି ବିଦ୍ୟାର୍ଥୀ ମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୧୭ ଫେବୃୟାରୀ ରୁ ୨୩ ଫେବୃୟାରୀ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ଲାଭ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ … ଅଧିକ ପଢନ୍ତୁ

କୁମ୍ଭରାଶିକୁ ରବିଙ୍କ ସଂକ୍ରମଣ ଫଳରେ ବାରୋଟି ରାଶିର ବ୍ୟକ୍ତିମାନେ କଣ ଶୁଭାଶୁଭ ଫଳ ଭୋଗକରିବେ ଜାଣନ୍ତୁ

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ରବି ମହାଗ୍ରହଙ୍କୁ ସବୁ ଗ୍ରହଙ୍କ ଠାରୁ ଶ୍ରେଷ୍ଠଗ୍ରହ ବୋଲି କୁହାଯାଏ। ଜନ୍ମକୁଣ୍ଡଳୀରେ ଅନ୍ୟ ଗ୍ରହ ଯେଉଁ ପରିସ୍ଥିତିରେ ରହିଲେ ମଧ୍ୟ ରବି ମହାଗ୍ରହ ଶୁଭ ସ୍ଥିତିରେ ରହିବା ଆବଶ୍ୟକ। ରବି ମହାଗ୍ରହ ଫେବୃଆରୀ ୧୩ ତାରିଖରେ ମକର ରାଶିରୁ କୁମ୍ଭ ରାଶିକୁ ଗମନ କରି ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ଅବସ୍ଥାନ କରିଛନ୍ତି । ରବି ମହାଗ୍ରହ ଆତ୍ମାର ପ୍ରତିନିଧିତ୍ୱ କରିଥାନ୍ତି। ସ୍ୱୟଂ ଶକ୍ତି, ଜ୍ଞାନବିଜ୍ଞାନ, … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୧୦ ଫେବୃୟାରୀ ରୁ ୧୬ ଫେବୃୟାରୀ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ … ଅଧିକ ପଢନ୍ତୁ

ମଙ୍ଗଳ ଗ୍ରହ ବିଛା ରାଶିରୁ ମୂଳାନକ୍ଷତ୍ର ଧନୁ ରାଶିକୁ ଚଳିବା ଫଳରେ କଣ ରହିବ ୧୨ଟି ରାଶି ଉପରେ ଏହାର ପ୍ରଭାବ ଜାଣନ୍ତୁ

ଭାରତୀୟ ବୈଦିକ ଜ୍ୟୋତିଷ ଶାସ୍ତ୍ର ମତରେ ସାହସ, ବୀରପଣ, ଶୌର୍ଯ୍ୟ, ଶକ୍ତି, କ୍ରୋଧ, ସେନାପତି, ଯୁଦ୍ଧ, ଶତୃ, ଅସ୍ତ୍ର-ଶସ୍ତ୍ର, ଦୁର୍ଘଟଣା, ଭୂମି, ଅଚଳ ସମ୍ପତ୍ତି, ଛୋଟ ଭାଇ-ଭଉଣୀ, ବୈଜ୍ଞାନିକ, ଡାକ୍ତର, ଯାନ୍ତିକ କାର୍ଯ୍ୟ, ପୁଲିସ୍‌, ସେନା, ମୁଣ୍ଡ, ପଶୁଭୟ, ଦୁର୍ଘଟଣା, ଜଳିବା, ଘା, ଶଲ୍ୟ ଚିକିତ୍ସା, ଅପରେସନ୍‌, ଉଚ୍ଚ ରକ୍ତଚାପ, ଗର୍ଭପାତ ଇତ୍ୟାଦିର କାରକ ହୋଇଥାନ୍ତି। ଏହା ବ୍ୟତୀତ କାନ, ଦାନ୍ତ ଚିକିତ୍ସକ, ଅସ୍ତ୍ରୋପଚାର ଚିକିତ୍ସକ, ମେସିନ୍‌ ସଜାଡୁଥିବା ମେକାନିକ୍‌, … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୩ ଫେବୃୟାରୀ ରୁ ୯ ଫେବୃୟାରୀ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ଲାଭ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଯେ କୌଣସି … ଅଧିକ ପଢନ୍ତୁ

୩୦ ଜାନୁୟାରୀ ବୁଧ ଧନିଷ୍ଠାନକ୍ଷତ୍ର କୁମ୍ଭ ରାଶିକୁ ଚଳିବା ଫଳରେ ବାରୋଟି ରାଶିର ବ୍ୟକ୍ତିମାନେ କଣ ଶୁଭାଶୁଭ ଫଳ ଭୋଗକରିବେ ଜାଣନ୍ତୁ

ଜାନୁୟାରୀ ୩୦ ତାରିଖରେ ବୁଧ ଧନିଷ୍ଠାନକ୍ଷତ୍ର କୁମ୍ଭ ରାଶିକୁ ଚଳିଲେ । ଏହା ଫଳରେ ୧୨ଟି ରାଶିର  ଶିକ୍ଷା, ସ୍ୱାସ୍ଥ୍ୟ, କର୍ମ, ବ୍ୟବସାୟ, ରାଜନୀତି ଓ ପାରିବାରିକ କ୍ଷେତ୍ରରେ କଣ ଶୁଭାଶୁଭ ଫଳ ଭୋଗକରିବେ କଣ କରିବେ ପ୍ରତିକାର ଆସନ୍ତୁ ଜାଣିବା । ଜ୍ୟୋତିଷ ଶାସ୍ତ୍ର ମତ ଅନୁସାରେ ବୁଧ ଗ୍ରହଙ୍କୁ ବୁଦ୍ଧିମତା, ବାଣୀ, ଚେତନା, ବ୍ୟାପାର ତଥା ପ୍ରଖରତାର ସ୍ୱାମୀ ବୋଲି କୁହାଯାଏ । ଯେଉଁ ଗ୍ରହଙ୍କ ସହିତ … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୨୭ ଜାନୁୟାରୀ ରୁ ୨ ଫେବୃୟାରୀ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି … ଅଧିକ ପଢନ୍ତୁ

error: Content is protected !!