ସାପ୍ତାହିକ ରାଶିଫଳ: ୦୬ ଜାନୁୟାରୀ ରୁ ୧୨ ଜାନୁୟାରୀ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ପ୍ରାପ୍ତି
ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବାର ସୁଯୋଗ ମିଳିବ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ନୂତନକର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। … ଅଧିକ ପଢନ୍ତୁ