ରବି ଚଳିଲେ ବିଛା ରାଶିକୁ, ବିଛାରାଶିକୁ ରବି ସଂକ୍ରମଣ କରିବା ଫଳରେ ଏହି ଚାରୋଟି ରାଶିର ଅତ୍ୟନ୍ତଶୁଭ ଫଳ ପ୍ରାପ୍ତି ହେବ ଆସନ୍ତୁ ଜାଣିବା

ମେଷ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ। ଆର୍ଥିକ  କ୍ଷେତ୍ରରେ ଉନ୍ନତି ଦେଖାଦେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ। ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ଇଚ୍ଛାକରି ଆଳସ୍ୟ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ … ଅଧିକ ପଢନ୍ତୁ

ଏହି ପ୍ରକାର ସ୍ଵପ୍ନ ଅଶୁଭ ଘଟଣା ବିଷୟରେ ଆମକୁ ସଂକେତ ଦିଅନ୍ତି- ଜାଣନ୍ତୁ ସେ ଗୁଡିକ କଣ

ସ୍ଵପ୍ନ ମାନଙ୍କୁ ଭବିଷ୍ୟତରେ ଆସୁଥିବା ସଙ୍କଟର ଇସାରା ବୋଲି କୁହାଯାଇଥାଏ, ରାମାୟଣ ଏବଂ ମାହାଭାରତରେ ମଧ୍ୟ ସ୍ଵପ୍ନ ସଂକେତ ପ୍ରାପ୍ତ ହେବାର କୁହାଯାଇଛି । ଭଗବାନ ରାମ ଦଶରଥଙ୍କ ମୃତ୍ୟୁ ସମୟରେ ଗୋଟେ ଅଶୁଭ ସ୍ଵପ୍ନ ଦେଖି ଅନୁମାନ ଲଗାଇ ଥିଲେ ଯେ ରାଜ ଭବନ ରେ କିଛି ଅଶୁଭ ହୋଇଛି । ରାବଣକୁ ମଧ୍ୟ ଅଶୁଭ ସ୍ଵପ୍ନ ସଂକେତ ମିଳି ଥିଲା, ସମସ୍ତେ ନିଜ ଜୀବନ ରେ କେବେ ନା … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୧୧ ନଭେମ୍ବର ରୁ ୧୭ ନଭେମ୍ବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ଆକସ୍ମିକ ଧନ ଲାଭ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରେମୀପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୪ ନଭେମ୍ବର ରୁ ୧୦ ନଭେମ୍ବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ପ୍ରବଳ ଉନ୍ନତି

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରାତନ ଶତୃମାନେ ଦୁର୍ବଳ ହେବେ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ବ୍ୟବସାୟରେ ବୃଦ୍ଧି ହେବ। ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ ଓ ପାରିବାରିକସ୍ଥିତି ମଧ୍ୟ ସୁଧୁରି … ଅଧିକ ପଢନ୍ତୁ

ବୃହସ୍ପତି ଚଳନ- ବୃହସ୍ପତିଙ୍କର ଧନୁ ରାଶିକୁ ଗୋଚର ଫଳରେ କଣ ରହିବ ୧୨ଟି ରାଶି ଉପରେ ଏହାର ପ୍ରଭାବ ଜାଣନ୍ତୁ

ପ୍ରତ୍ୟେକ ମଣିଷ ଭବିଷ୍ୟତ ଫଳ ଜାଣିବା ପାଇଁ ପ୍ରବଳ ଇଚ୍ଛା ପ୍ରକାଶ କରିଥାଏ। ଗୋଚର ଗ୍ରହମାନଙ୍କର ବିଚାର ଦେଖିବାକୁ ହେଲେ ତିନି (୩) ପ୍ରକାର ଦୃଷ୍ଟିରେ ଦେଖାଯାଏ। ୧- ଜନ୍ମ ନକ୍ଷତ୍ର ଦ୍ୱାରା, ୨- ଗ୍ରହ ଦ୍ୱାରା, ୩- ଗୋଚର ବିଚାର ଜନ୍ମରାଶି ଦ୍ୱାରା। ତେଣୁ ଚନ୍ଦ୍ରଙ୍କୁ ଜ୍ୟୋତିଷ ଶାସ୍ତ୍ରରେ ବିଶେଷ ଗୁରୁତ୍ୱ ଦିଆଯାଇଥାଏ । ଚନ୍ଦ୍ର ଲଗ୍ନରେ ବିଚାର କରିବା ବିଶେଷ ଫଳଦାୟୀ। ସେଥିପାଇଁ ଚନ୍ଦ୍ରଲଗ୍ନ କୁଣ୍ଡଳୀ ପ୍ରସ୍ତୁତ … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୨୮ ଅକ୍ଟୋବର ରୁ ୩ ନଭେମ୍ବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ଆକସ୍ମିକ ଧନ ଲାଭ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଥଗିତଥିବା କର୍ମଟି ପୂରଣ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କର୍ମସଂସ୍ଥାନ ରେ ନିଯୁକ୍ତି ପାଇବାର ସୁଯୋଗ ରହିଛି। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା … ଅଧିକ ପଢନ୍ତୁ

ରବି ଚଳିଲେ ତୁଳା ରାଶିକୁ, ରବିଙ୍କର ଏହି ସଂକ୍ରମଣ ଫଳରେ ଏହି ଚାରୋଟି ରାଶିକୁ ଅତ୍ୟନ୍ତ ଶୁଭ ଫଳ ପ୍ରାପ୍ତି ହେବ- ଆସନ୍ତୁ ଜାଣିବା ଏହା କେଉଁ ରାଶି

ମେଷ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ।  ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେଇ ସହକର୍ମୀ ମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ପ୍ରେମିକ ପ୍ରେମିକାମାନେ … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୧୪ ଅକ୍ଟୋବର ରୁ ୨୧ ଅକ୍ଟୋବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ଆକସ୍ମିକ ଧନ ଲାଭ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ଯଶମାନ ପ୍ରତିଷ୍ଠା ମିଳିବ। ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। ଚାକିରୀରେ ପଦୋନ୍ନତି ହବାର ସୁଯୋଗ ପାଇବେ। ଶିକ୍ଷାକ୍ଷେତ୍ରରେ ଆଦର୍ଶ ସ୍ଥାନ ଗ୍ରହଣ କରି ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇ ପାରିବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। … ଅଧିକ ପଢନ୍ତୁ

error: Content is protected !!