ସାପ୍ତାହିକ ରାଶିଫଳ: ୨୯ ଜୁଲାଇ ରୁ ୪ ଅଗଷ୍ଟ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ପ୍ରଚୁର ଲାଭ ହେବ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହୋଇ ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ। ବ୍ୟବସାୟ କ୍ଷେତ୍ରରେ କରଜର ମାତ୍ରା ହ୍ରାସ ପାଇବ। ଭୋଗ ବିଳାସରେ ସମୟ … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୨୨ ଜୁଲାଇ ରୁ ୨୮ ଜୁଲାଇ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଧନ ଲାଭ ହେବାର ଯୋଗ ଅଛି

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକବିଷାଦ ଦୂରହେବ, ଦାମ୍ପତ୍ୟକଳହର ଅବସାନ ହେବ। ବକେୟା ଅର୍ଥ କିଛି ମିଳିବ। ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖିବେ। ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। … ଅଧିକ ପଢନ୍ତୁ

ରବି ଚଳିଲେ କର୍କଟ ରାଶିକୁ ଏହି ଚାରୋଟି ରାଶିର ବ୍ୟକ୍ତି ଅତ୍ୟନ୍ତ ଶୁଭ ଫଳ ପାଇବେ

ମେଷ:- ଏହିମାସଟି ଅପଣଙ୍କ ପାଇଁ ସାମାନ୍ୟ ଶୁଭଫଳ ପ୍ରଦାନ କରିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ଉଚ୍ଚ ସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ। ଚିତ୍ତ ପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ। କାର୍ଯ୍ୟରେ ସଫଳତା ପାଇବା ପାଇଁ ଧାଁ ଦଉଡ ଓ ଅଧିକ ସଂଘର୍ଷ କରିବାକୁ ପଡିବ।ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମସମ୍ପର୍କ ରହିବ। ବନ୍ଧୁ ବାନ୍ଧବଙ୍କଠାରୁ … ଅଧିକ ପଢନ୍ତୁ

କେତୁଗ୍ରସ୍ତ ପୂର୍ଣ୍ଣଗ୍ରାସ ଚନ୍ଦ୍ରଗ୍ରହଣ, ଗ୍ରହଣ ସମୟ ଓ ପାଳନ ବିଧି – କେଉଁ ରାଶି ପାଇଁ ଗ୍ରହଣ ଦର୍ଶନ ଶୁଭ ଓ କାହା ପାଇଁ ଅଶୁଭ ଜାଣନ୍ତୁ

ଶ୍ରୀ ଶ୍ରୀ ଦିବ୍ୟସିଂହ ଦେବ ମହାରାଜାଙ୍କ ଅ୬୧ଙ୍କ ମିଥୁନ ଦି୩୨ନ ଆଷାଢ ପୂର୍ଣ୍ଣିମା, ତା ୧୬-୭-୨୦୧୯ରିଖ ମଙ୍ଗଳବାର ଖଣ୍ଡଗ୍ରାସ କେତୁଗ୍ରସ୍ତ ଚନ୍ଦ୍ରଗ୍ରହଣ ସଂଘଟିତ ହେବ। ଓଡିଶାର ବିଭିନ୍ନ ସ୍ଥାନ ଅର୍ଥାତ୍ କଟକ-ଭୁବନେଶ୍ଵର, ଜଗତ୍ ସିଂପୁର, ଯାଜପୁର, ବ୍ରହ୍ମପୁର, ସମ୍ବଲପୁର ଆଦି ସ୍ଥାନରେ ଏକ ସମୟରେ ଅର୍ଥାତ୍ ଗ୍ରହଣସ୍ପର୍ଶ ରାତ୍ରି ଘଣ୍ଟା ୧।୩୨।୧୧ ସେକେଣ୍ଡ ସମୟେ, ଗ୍ରହଣ ମଧ୍ୟଗ୍ରାସ ରାତ୍ରି ଘଣ୍ଟା ୩।୧।୨୭ସେକେଣ୍ଡ ସମୟେ, ଗ୍ରହଣ ସର୍ବମୋକ୍ଷ ରାତ୍ରି ଘଣ୍ଟା ୪।୩୦।୧୯ସେକେଣ୍ଡ … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୧୫ ଜୁଲାଇ ରୁ ୨୧ ଜୁଲାଇ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ

ମେଷ:- ଏ ସପ୍ତାହରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୮ ଜୁଲାଇ ରୁ ୧୪ ଜୁଲାଇ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଅର୍ଥ ଲାଭର ଯୋଗ ଅଛି

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମସମୟ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣହେବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ନେଇଥିବା ଲୋକ କିମ୍ବା … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୧ ଜୁଲାଇ ରୁ ୭ ଜୁଲାଇ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ନୂତନ କର୍ମ ପ୍ରାପ୍ତି ହେବ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ଶିକ୍ଷାର୍ଥୀମାନେ ଅଧ୍ୟବସାୟର ଉତ୍ତମ ଫଳ ଆସ୍ଵାଦନ କରିପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କ୍ରିଡା ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ … ଅଧିକ ପଢନ୍ତୁ

ସାପ୍ତାହିକ ରାଶିଫଳ: ୨୪ ଜୁନ୍ ରୁ ୩୦ ଜୁନ୍, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମକ୍ଷେତ୍ରରେ ଉନ୍ନତି ହୋଇ ଆୟ ବୃଦ୍ଧି ହେବ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ସଫଳତା ଅର୍ଜନ କରିବାସହ  ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମାନସିକ ସୁସ୍ଥତା ଅନୁଭବ କରିବେ ଓ ବନ୍ଧୁ … ଅଧିକ ପଢନ୍ତୁ

error: Content is protected !!