କେତୁ ଉତ୍ତରାଷାଢା ନକ୍ଷତ୍ର ଧନୁ ରାଶିକୁ ଚଳନ ହେବା ଫଳରେ ବାରୋଟି ରାଶିର ବ୍ୟକ୍ତି ବିଶେଷଙ୍କର କେମିତି କଟିବ ୧୮ମାସ? ଜାଣନ୍ତୁ ଶୁଭାଶୁଭ ଫଳ।
ମେଷ- କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଅଚାନକ ଧନପ୍ରାପ୍ତି, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ବୃଷ- କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ … ଅଧିକ ପଢନ୍ତୁ