ଦୈନିକ ରାଶିଫଳ: 27 ଏପ୍ରିଲ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ମେଷ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଭଲକାର୍ଯ୍ୟ ହାତଛଡା ହୋଇଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ। ବୃଷ:-ପାରିବାରିକ … ଅଧିକ ପଢନ୍ତୁ

ଦୈନିକ ରାଶିଫଳ: 26 ଏପ୍ରିଲ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ମେଷ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଆର୍ଥିକ, ପାରିବାରିକ ଏବଂ ସାମାଜିକ କାର୍ଯ୍ୟରେ ଜୟଯୁକ୍ତ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଅର୍ଥଲାଭ ହେବ ଓ ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ … ଅଧିକ ପଢନ୍ତୁ

ଦୈନିକ ରାଶିଫଳ: 25 ଏପ୍ରିଲ 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ମେଷ:-ଶାରୀରିକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସମାଜ ସେବାରେ ପ୍ରଶଂସିତ ହେବେ। ସନ୍ତାନ ସୁଖ ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବ୍ୟବସାୟରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ। ବୃଷ:-ସ୍ୱାସ୍ଥ୍ୟସମସ୍ୟା … ଅଧିକ ପଢନ୍ତୁ

ଦୈନିକ ରାଶିଫଳ: 24 ଏପ୍ରିଲ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ମେଷ:-କାର୍ଯ୍ୟଆଳୟରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ବିଦ୍ୟାସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବା ଫଳରେ ଉଚ୍ଚଆଶା ସଫଳ ହେବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାରରେ ସମୟ ବିତେଇଲେ ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ। ବୃଷ:-ପରୋକ୍ଷ … ଅଧିକ ପଢନ୍ତୁ

ଦୈନିକ ରାଶିଫଳ: 23 ଏପ୍ରିଲ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ମେଷ:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। କ୍ଷମତା ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ। ବୃଷ:-ବ୍ୟବସାୟ କ୍ଷେତ୍ରରେ … ଅଧିକ ପଢନ୍ତୁ

ଦୈନିକ ରାଶିଫଳ: 22 ଏପ୍ରିଲ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ମେଷ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ଗୃହରେ ଧାର୍ମିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନସମ୍ମାନ ପ୍ରତିଷ୍ଠା ବଢିବ। ପ୍ରତିକାର- କଉଡି ଗୋଟିଏ … ଅଧିକ ପଢନ୍ତୁ

ଦୈନିକ ରାଶିଫଳ: 21 ଏପ୍ରିଲ 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ମେଷ:-ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ପିଲାମାନଙ୍କ ସଫଳତାରେ ଖୁସିହେବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବୌଦ୍ଧିକ ତଥା ଭାବନାତ୍ମକ ରୂପରେ ଅଧିକସକ୍ଷମ ଏବଂ ଅନୁଭବୀ ହେବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ। ବୃଷ:-ବିରୋଧୀମାନେ କରିଥିବା … ଅଧିକ ପଢନ୍ତୁ

ଦୈନିକ ରାଶିଫଳ: 20 ଏପ୍ରିଲ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ମେଷ:-ଅଚାନକ ଧନପ୍ରାପ୍ତିହେବ, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରି ପାରନ୍ତି। ଉଚ୍ଚାଧିକାରୀଙ୍କଠାରୁ ସହଯୋଗ ପାଇ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବାସହ ସାମାଜିକ ପତିଆରା ଅମଳିନ ରହିବ। ଶରୀର ସୁସ୍ଥ ରହିବ ଓ ପ୍ରଶାସନିକ କାର୍ଯ୍ୟରେ ପ୍ରବଳ ଉନ୍ନତି ହେବାର ସମ୍ଭାବନା ଅଛି। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ … ଅଧିକ ପଢନ୍ତୁ

error: Content is protected !!