Monthly Brusha ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Monthly Brusha Bhagyaphala (July 2026) : Taurus Predictions & Lucky Dates☀️ ବୃଷ ରାଶିର ମାସିକ ରାଶିଫଳ ବୃଷ ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ଭାବରେ ବା ଲାଭଭାବରେ ଅବସ୍ଥାନ କରିବେ । ଯାହାଫଳରେ ଜାଗା, ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ବିଶେଷଲାଭ ପାଇବେ । ସମସ୍ତ ପ୍ରକାର ବ୍ୟବସାୟରେ ସାଧାରଣ ପରିଶ୍ରମ ଫଳରେ ଅଧôକ ଉନ୍ନତି ହେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ବାସସ୍ଥାନ ଓ ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ଦୂରଯାତ୍ରାରେ ସଫଳ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ଆର୍ଥôକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖô ଯାତ୍ରା କରନ୍ତୁ ।