Monthly Karkata ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Monthly Karkata Bhagyaphala (July 2026) : Cancer Predictions & Lucky Dates☀️ କର୍କଟ ରାଶିର ମାସିକ ରାଶିଫଳ କର୍କଟ ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନବମ ଭାବରେ ଭାଗ୍ୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବା ସହ ପରିବାରର ସାହାଯ୍ୟରେ ଉପକୃତ ହେବେ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ନୂଆ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ଓ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥôକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଛାତ୍ର ଛାତ୍ରୀମାନେ କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାକôାରରେ ସଫଳ ହେବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ପାଇବେ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ପ୍ରତିକାର- ପ୍ରତ୍ୟେକ ଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।