Monthly Mina ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Monthly Meena Bhagyaphala (August 2026) : Pisces Predictions & Lucky Dates☀️ ମୀନ ରାଶିର ମାସିକ ରାଶିଫଳ ମୀନ ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଫଳରେ ଦୀର୍ଘଦିନ ଧରି ଚିନ୍ତା କରୁଥôବା କଠିନକାର୍ଯ୍ୟ ସହଜ ସରଳରେ ସମ୍ପର୍ଣ୍ଣହେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଧôକାରୀମାନେ ସନ୍ତୋଷ ହେବେ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହó । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧôକ ଘନିଷ୍ଠତା ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । କିନ୍ତୁ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବାଧା ଆସିପାରେ । ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।