Monthly Mithuna ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Monthly Mithuna Bhagyaphala (August 2026) : Gemini Predictions & Lucky Dates☀️ ମିଥୁନ ରାଶିର ମାସିକ ରାଶିଫଳ ମିଥୁନ ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦଶମଭାବରେ ବା କର୍ମଭାବରେ ଅବସ୍ଥାନ କରିବେ । ଯାହାଫଳରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ । ଶୁଭ ସମାଚାର ଶୁଣିବାକୁ ମିଳିବ । ଶତ୍ରୁମାନେ ତଳମୁହାଁ ହେବେ ଓ ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥôବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନାପାଇ ସଫଳତା ଲାଭ କରିବେ । ଭାଇ ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବା ସହ ପରିବାରରେ ପ୍ରସନ୍ନତା ବିରାଜମାନ କରିବ । ରାଜନୀତି କ୍ଷେତ୍ରରେ ଅନେକ ଶୁଭକର୍ମର ସୁଯୋଗ ପାଇବା ସହ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ ।