Dhanu Saptahika Rasifala: Weekly Sagittarius Horoscope (5–11 Oct 2026) ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Sagittarius Weekly Success & Predictions: 5–11 Oct 2026☀️ ଧନୁ ରାଶିର ସାପ୍ତାହିକ ରାଶିଫଳ ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧôକ ସକ୍ଷମ ହେବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଜନ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ବ୍ୟବସାୟ କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢିବ ଓ କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ଆର୍ଥôକ ଉନ୍ନତି ଫଳରେ ଚିନ୍ତା କରିଥôବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ଅଟକିଥôବା କାର୍ଯ୍ୟ ପୂରଣ ହେବ। କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।