Weekly Mina ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Pisces Weekly Success & Predictions: 3–9 Aug 2026☀️ ମୀନ ରାଶିର ସାପ୍ତାହିକ ରାଶିଫଳ ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଅଶାନ୍ତି ଦୂରେଇ ଯାଇ ସୁଖଶାନ୍ତି ବୃଦ୍ଧି ହେବ। ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ୱାରା ଲାଭ ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ବହୁତ ସମ୍ଭାବନା ଅଛି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ଲୁହା, କାଠ, କୋଇଲା, କଳକବ୍ଜା ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ନାନା ବାଟରେ ଧନାଗମ ଘଟିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।